Trending
- ଜଟିଳ ଆୟକର ଆଇନକୁ ସରଳ କରିବା ପାଇଁ ଭାଷାର ପରିବର୍ତ୍ତନ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
- ହୀରାକୁଦର ୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ
- ବୁଲା କୁକୁରଙ୍କୁ ଆଉ ବଳକା ମାଂସ ଦିଆଯିବନି
- ଏସ୍ଆଇଆର୍ ବିବାଦ : କଟିଥିବା ଭୋଟର ଅଭିଯୋଗ କରୁନାହାଁନ୍ତି
- ମୋଦି କହିଲେ ଜେଲ୍ରୁ କେହି ନିର୍ଦ୍ଦେଶ ଦେଇପାରିବେନି
- ବଦଳିଲେ ୮ ଜିଲ୍ଲା ଏସ୍ପି
- ଇସ୍ରୋର ପ୍ରଥମ ଗଗନଯାନ ପରୀକ୍ଷଣ
- ପ୍ରାର୍ଥିପତ୍ର ଦାଖଲ କଲେ ସୁଦର୍ଶନ ରେଡ୍ଡୀ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ
Browsing Category
Culture
ପ୍ରସିଦ୍ଧ ଚନ୍ଦନେଶ୍ଵର ଚଡକ ମେଳାର ଚତୁର୍ଥ ଅର୍ଘ୍ୟ,ଉପବାସଧାରୀ ଭକ୍ତଙ୍କ ସଂଖ୍ୟା ୩ ଲକ୍ଷ ପାର
ପ୍ରସିଦ୍ଧ ଚନ୍ଦନେଶ୍ଵର ଚଡକ ମେଳାର ଚତୁର୍ଥ ଅର୍ଘ୍ୟ । ଉପବାସଧାରୀ ଭକ୍ତଙ୍କ ସଂଖ୍ୟା ୩ ଲକ୍ଷ ପାର କରିଛି । ଆସନ୍ତାକାଲି ବାବାଙ୍କ ସ୍ୱତନ୍ତ୍ର ପର୍ବ ନୀଳ ପର୍ବ ଥିବାରୁ ଭକ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ସୁରକ୍ଷା ଦୃଷ୍ଟିରୁ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ…
ପୁରୀରେ ଜମୁଛି ସାହିଯାତ,ଦେଖିବାକୁ ମିଳିଥିଲା ଶ୍ରୀରାମଙ୍କ ବନବାସ ଯାତ୍ରାର କଥାବସ୍ତୁ
ପୁରୀରେ ଜମୁଛି ସାହିଯାତ । ଶ୍ରୀରାମଙ୍କ ବନବାସ ଯାତ୍ରାର କଥାବସ୍ତୁ ସାହିଯାତରେ ଦେଖିବାକୁ ମିଳିଥିଲା । ମାର୍କଣ୍ଡେଶ୍ବର ସାହିର ଭଗବତୀକୋଟ ଆଖଡ଼ା ପକ୍ଷରୁ ସାହିଯାତ ବାହାରି ସାହି ପରିକ୍ରମା କରିଥିଲା । ସନ୍ଧ୍ୟା ଧୂପ ପରେ ଦକ୍ଷିଣିଘର ପୂଜା ହୋଇ ଆଜ୍ଞାମାଳ ବିଜେ ହୋଇଥିଲା । ପରେ ରାମ,…
ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ
ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ। ମଙ୍ଗଳବାର ବ୍ରହ୍ମପୁର ଗସ୍ତରେ ଯାଇଥିବା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏସମ୍ପର୍କରେ ସୂଚନା ଦେଇଛନ୍ତି। ଚଳିତ ସପ୍ତାହରେ ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। ପରିଚାଳନା କମିଟିର ପ୍ରସ୍ତାବ ଓ…
ବ୍ରହ୍ମପୁର ଠାକୁରାଣୀ ଯାତ୍ରାର ଆଜି ପଞ୍ଚମ ଦିନ,ମାଆଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ଧର୍ମଝଣ୍ଡା ସ୍ଥାପନ
ବ୍ରହ୍ମପୁର ଠାକୁରାଣୀ ଯାତ୍ରାର ଆଜି ପଞ୍ଚମ ଦିନ । ପରମ୍ପରା ଅନୁଯାୟୀ ଆଜି ମାଆଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ଧର୍ମଝଣ୍ଡା ସ୍ଥାପନ ହୋଇଛି । ଯାତ୍ରାର ତୃତୀୟ ଦିନ ସନ୍ଧ୍ୟାରୁ ମାଆ ସହର ପରିକ୍ରମା ଆରମ୍ଭ କରିଛନ୍ତି । ପରିକ୍ରମାରେ ବାହାରି ମାଆ ପ୍ରଥମେ ମହୁରୀ ଗଡ଼ ରାଜାଙ୍କ ରାଜବାଟୀରେ…
ଆଜି ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ
ଆଜି ପବିତ୍ର ରାମନବମୀ । ହିନ୍ଦୁଙ୍କ ଆସ୍ଥା ଓ ବିଶ୍ୱାସର ଆରାଧ୍ୟ ମର୍ଯ୍ୟାଦା ପୁରୁଷ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ । ରାମନବମୀକୁ ଧୁମଧାମରେ ପାଳନ ପାଇଁ ସାରା ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମସ୍ଥଳୀ…
ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ
ଆଜି ପବିତ୍ର ଅଶୋକାଷ୍ଟମୀ। ଏହି ଅବସରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଆରମ୍ଭ ହୋଇଛି। ଅଣଲେଉଟା ରଥରେ ବାହାରିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସେଇଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଏକାମ୍ରକ୍ଷେତ୍ର। ମହାପ୍ରଭୁଙ୍କ ନୀତିନିର୍ଘଣ୍ଟ ସମ୍ପନ୍ନ ପରେ ରଥଟଣା ଆରମ୍ଭ ହୋଇଛି। ଆଜି…
ଆଜି ମଧ୍ୟରାତ୍ରରେ ଆରମ୍ଭ ହେବ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା
ଆଜି ମଧ୍ୟରାତ୍ରରେ ଆରମ୍ଭ ହେବ ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା । ଆଉ କିଛି ସମୟ ପରେ ପାରମ୍ପାରିକ ଧେଣ୍ଡୁରା ବାଦ୍ୟ ମାଧ୍ୟମରେ ସହରବାସୀଙ୍କୁ ଯାତ୍ରା ସମ୍ପର୍କରେ ଅବଗତ କରାଯିବ । ସେପଟେ ମା'ଙ୍କ ଅସ୍ଥାୟୀ ପୀଠକୁ ମଧ୍ୟ ସଜ୍ଜିତ କରାଯାଉଛି ।
ବିଭିନ୍ନ ପ୍ରକାରର ଫୁଲରେ…
ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ
ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ ଦର୍ଶନ ବନ୍ଦ ହେବ । ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଲାଗିବ । ଏହାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି…
ବାଲେଶ୍ବର ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଚନ୍ଦନେଶ୍ବରଙ୍କ ଚଡ଼କ ପର୍ବ ଆରମ୍ଭ
ବାଲେଶ୍ବର ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଚନ୍ଦନେଶ୍ବରଙ୍କ ଚଡ଼କ ପର୍ବ ଆରମ୍ଭ ହୋଇଛି । କୌଳିକ ରିତିନୀତି ଅନୁଯାୟୀ ଧ୍ବଜ ବାଉଁଶ ବା ପଡ଼ା ବାଉଁଶ ଛେଦନ କରାଯାଇ ଏହି ପର୍ବର ଶୁଭାରମ୍ଭ ହୋଇଛି। ଏଥିପାଇଁ ବାବା ଚନ୍ଦନେଶ୍ୱରଙ୍କ ମନ୍ଦିରରୁ ଏକ ଆଜ୍ଞାମାଳ ନେଇ ବାଦ୍ୟଯନ୍ତ୍ର ବଜାଇ ବିରାଟ…
ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା
ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଯେଉଁଥିରେ କଟକର ଐତିହାସିକ ବାଲିଯାତ୍ରା ୪୫ତମ ଏବଂ…