Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Browsing Category
Culture
ସ୍ବାମୀଙ୍କ ଦୀର୍ଘାୟୁ, ସୁସ୍ଥ ଜୀବନ ଏବଂ ପରିବାରର ମଙ୍ଗଳ କାମନା କରୁଛି ସ୍ତ୍ରୀ
ସାବିତ୍ରୀ ବ୍ରତ ହେଉଛି ଓଡ଼ିଶାର ଏକ ପ୍ରମୁଖ ଏବଂ ପବିତ୍ର ଗଣପର୍ବ। ଏହା ଓଡ଼ିଆ ହିନ୍ଦୁ ସନାତନ ସଂସ୍କୃତିରେ ସତୀତ୍ୱ, ନିଷ୍ଠା ଓ ଦାମ୍ପତ୍ୟ ପ୍ରେମର ଏକ ଅନନ୍ୟ ପ୍ରତୀକ। ବିବାହିତ ମହିଳାମାନେ ନିଜ ସ୍ୱାମୀଙ୍କର ଦୀର୍ଘାୟୁ, ସୁସ୍ଥ ଜୀବନ ଏବଂ ପରିବାରର ମଙ୍ଗଳ କାମନା କରି ଏହି ବ୍ରତ ପାଳନ…
ଦୀର୍ଘ ଦିନର ବିରତି ପରେ ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର…
ରତ୍ନଭଣ୍ଡାର ପୁଣି ଗଣତି ମଣତି ହେବ । ଦୀର୍ଘ ଦିନର ବିରତି ପରେ ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ। ଆସନ୍ତା ୧୧ ଓ ୧୨ ତାରିଖ ଦୁଇଦିନ ଧରି ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ…
ଚଳଚଞ୍ଚଳ ରଥଖଳା,ଭଉଁରୀ ଉତ୍ସବରେ ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ
ଚଳଚଞ୍ଚଳ ରଥଖଳା। ଜୋର୍ସୋର ଚାଲିଛି ବିଶ୍ବ ନିଅନ୍ତାଙ୍କ ରଥ ନିର୍ମାଣ କାମ। ଭଉଁରୀ ଉତ୍ସବରେ ରଥର ଚକ-ଅଖ ଡେରା ନୀତି ସମ୍ପନ୍ନ ହୋଇଛି । ରଥଖଳାରେ ମହାପ୍ରଭୁଙ୍କୁ ଆଜ୍ଞାମାଳ ପହଞ୍ଚିବା ପରେ ୩ ରଥର ଚକ ସହ ଅଖ ସଂଯୋଗ ହୋଇଛି । ୨ଟି ଲେଖାଏଁ ନାହାକା ଚକରେ ଗୋଟିଏ ଲେଖାଏଁ ନାହାକା ଅଖ…
ଚନ୍ଦନ ଯାତ୍ରାର ନବମ ଦିବସରେ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଚାପ ଖେଳିଲେନି ଠାକୁର
ବିଭ୍ରାଟ ନା ମନମାନି । ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଚାପ ଖେଳିଲେନି ଠାକୁର। ଚନ୍ଦନ ଯାତ୍ରାର ନବମ ଦିବସରେ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳି ପାରିଲେନି ଠାକୁର। ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଘଟିଛି ଏଭଳି ଘଟଣା।
ଚାପ ନଖେଳି ଦୀର୍ଘ ସମୟ ଧରି ଚାପ ଡଙ୍ଗାରେ ବସି ରହିଲେ…
ବିଶ୍ଵପ୍ରସିଦ୍ଧ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପାଇଁ ହେବ ସଟଲ ସର୍ଭିସ୍, ଭକ୍ତଙ୍କ ପାଇଁ ସହରର ବିଭିନ୍ନ ସ୍ଥାନରେ ହେବ…
ବିଶ୍ଵପ୍ରସିଦ୍ଧ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପାଇଁ ହେବ ସଟଲ ସର୍ଭିସ୍ । ବିଶେଷ କରି କୌଣସି ଜଟିଳ କିମ୍ବା ଜରୁରୀକାଳୀନ ପରିସ୍ଥିତି ଉପୁଜିଲେ ସଟଲ ସର୍ଭିସ୍ ମାଧ୍ୟମରେ ଶ୍ରଦ୍ଧାଳୁ ପ୍ରସ୍ଥାନ କରିପାରିବେ । ଭକ୍ତଙ୍କ ପାଇଁ ସହରର ବିଭିନ୍ନ ସ୍ଥାନରେ ହେବ ୧୬୦୦ ଶୌଚାଳୟ । ଏହା ମଧ୍ୟରେ କିଛି…
ବିଦେଶରେ ଏକାଧିକ ସ୍ଥାନରେ କରିଛି ଅଦିନିଆ ରଥଯାତ୍ରା ଆୟୋଜନ କଲା ଇସ୍କନ
କେବେ ମାନିବ, କେବେ ଶୁଣିବ ? ଇସ୍କନର ପୁଣି ମନମାନି। ବିଦେଶରେ ଏକାଧିକ ସ୍ଥାନରେ କରିଛି ଅଦିନିଆ ରଥଯାତ୍ରା। ଗଜପତି ମହାରାଜଙ୍କ ବାରମ୍ବାର ଚିଠି ପରେ ବି ଇସ୍କନ ମାନୁନି କି , ଖାତିର୍ ବି କରୁନି। ଏପ୍ରିଲ ୧୧ରେ ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ କରିଥିଲା। ଟେକ୍ସାସ୍ ଓ ବ୍ରିସବେନ୍ର ମଧ୍ୟ…
କନ୍ଧମାଳରୁ ପୁରୀ ଗଲା ରଥକାଠ,୩ ରଥର ଅଖ ନିର୍ମାଣ କାର୍ଯ୍ୟରେ ହେବ ବ୍ୟବହୃତ
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ କନ୍ଧମାଳରୁ ପୁରୀ ଗଲା ରଥକାଠ । ପ୍ରଥମଥର ପାଇଁ କନ୍ଧମାଳ ଜିଲ୍ଲା କୋଟଗଡ଼ ବନାଞ୍ଚଳରୁ ରଥଯାତ୍ରା ପାଇଁ କାଠ ଯାଇଛି । ଏହି କାଠ ୩ ରଥର ଅଖ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ କରାଯିବ । କୋଟଗଡ଼ ବନାଞ୍ଚଳରୁ ୨୩ ଖଣ୍ଡ ୪୦ ଫୁଟ ଲମ୍ବର ଧଉରା କାଠ ପଠାଯାଇଛି ।…
ରଥ ନିର୍ମାଣର ପଞ୍ଚମ ଦିନ:ତିନି ରଥ ପାଇଁ ମୋଟ ୪୨ଟି ତୁମ୍ବ ର ନିର୍ମାଣ କାର୍ଯ୍ୟ ଶେଷ
ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଆଜି ରଥ ନିର୍ମାଣର ପଞ୍ଚମ ଦିନ ହୋଇଥିବା ବେଳେ, ରଥ ନିର୍ମାଣ କାର୍ଯ୍ୟରେ ଲାଗି ପଡ଼ିଛନ୍ତି ବିଶ୍ଵକର୍ମା, ଭୋଇ, କରତି ଓ କମାର ସେବାୟତ । ତିନି ରଥର ପ୍ରାରମ୍ଭିକ କାର୍ଯ୍ୟ ଚକ ନିର୍ମାଣ ପାଇଁ ଏବେ ତୁମ୍ବ କାର୍ଯ୍ୟ ଜୋରସୋରରେ ଆଗେଇ…
୪୨ ଗୋଟି ତୁମ୍ବ ମଧ୍ୟରୁ ୨୧ଟି ତୁମ୍ବ ଯୋଗାଇଲେ କରତି ସେବକ
ରଥଖଳାରେ ରଥ ନିର୍ମାଣର ଆଜି ଥିଲା ତୃତୀୟ ଦିବସ। ଗତକାଲି ତିନିରଥର ଗୋଟିଏ ଲେଖାଏଁ ତୁମ୍ବ କାର୍ଯ୍ୟ ଶେଷ ହୋଇଥିଲା। ଆଜି ସୁଦ୍ଧା ୪୨ ଗୋଟି ତୁମ୍ବ ମଧ୍ୟରୁ ୨୧ଟି ତୁମ୍ବ ମାପ ପ୍ରକାରେ ଗଡ଼ କରି କରତି ସେବକମାନେ ତିନି ରଥଚାଳିକୁ ଯୋଗାଇ ଦେଇଛନ୍ତି। ପ୍ରତ୍ୟେକ ଚାଳିକୁ ୭ଟି ଲେଖାଏଁ ତୁମ୍ବ…
ରୀତିନୀତି ଏବଂ ବୈଦିକ ମନ୍ତ୍ର ଉଚ୍ଚାରଣରେ ଖୋଲିଲା କେଦାରନାଥ ଦ୍ୱାର
ଆଜି ଅର୍ଥାତ୍ ବୁଧବାର ପାରମ୍ପରିକ ରୀତିନୀତି ଏବଂ ବୈଦିକ ମନ୍ତ୍ର ଉଚ୍ଚାରଣରେ ଖୋଲିଲା କେଦାରନାଥ ଦ୍ୱାର । କପାଟ ଖୋଲିବା ମାତ୍ରେ ସମଗ୍ର ମନ୍ଦିର ପରିସର "ହର ହର ମହାଦେବ" ଏବଂ "ଜୟ ବାବା କେଦାର" ଧ୍ୱନିରେ ପ୍ରକମ୍ପିତ ହୋଇ ଉଠିଥିଲା। ଏହି ପବିତ୍ର ଅବସରରେ, ଦେଶ ଏବଂ ବିଦେଶରୁ ହଜାର ହଜାର…