Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Culture
ଭାରତର ସାମର୍ଥ୍ୟ ରହିଛି ତା’ର ବିବିଧତାରେ : ମୋଦୀ
ନୂଆଦିଲ୍ଲୀ: ‘ମନ୍ କୀ ବାତ୍’ର ୧୦୧ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଭାରତର ସାମର୍ଥ୍ୟ ରହିଛି ତା’ର ବିବିଧତାରେ। ଦେଶରେ ଅନେକ କିଛି ଦେଖିବାକୁ ରହିଛି। ଏଥିପ୍ରତି ଦୃଷ୍ଟି ଦେଇ ‘ଏକ ଭାରତ, ଶ୍ରେଷ୍ଠ ଭାରତ’କୁ ସାମର୍ଥ୍ୟ ଦେବା ପାଇଁ ଶିକ୍ଷାମନ୍ତ୍ରାଳୟ…
ଆସନ୍ତା ଜୁନ୍ ୨୦ ତାରିଖରେ ପବିତ୍ର ଘୋଷଯାତ୍ରା
ପୁରୀ: ଆସନ୍ତା ଜୁନ୍ ୨୦ ତାରିଖରେ ପବିତ୍ର ଘୋଷଯାତ୍ରା । ଚଳିତବର୍ଷ ରଥଯାତ୍ରାକୁ କିପରି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରାଯିବ ସେ ନେଇ ଆଜି ଅନୁଷ୍ଠିତ ହୋଇଛି ପ୍ରସ୍ତୁତି ବୈଠକ । ରଥଯାତ୍ରା ସମନ୍ୱୟ କମିଟି ପୂର୍ବରୁ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନେଇ ପ୍ରସ୍ତୁତି ବୈଠକ କରାଯାଇଛି ।…
ମାଲକାନଗିରିରେ ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ
ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାଗସ୍ତରେ ଯାଉଛନ୍ତି 5ଟି ସଚିବ ଭିକେ ପାଣ୍ଡିଆନ । ବିଶେଷ କରି ସୀମାନ୍ତ ଅଞ୍ଚଳର ପ୍ରଗତି ପଥରେ ଆଗେଇବା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି । ସ୍ବାଭିମାନ ଅଞ୍ଚଳର ବିକାଶ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ ହେବ ।…
‘ବନ୍ଦେ ଉତ୍କଳ ଜନନୀ’କୁ ଏଣିକି କେହି ମନଇଚ୍ଛା ଗାଇପାରିବେ ନାହିଁ
ଭୁବନେଶ୍ବର : ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶେଷରେ ସରକାରଙ୍କ ଚେତା ପଶିଛି। ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’କୁ ଏଣିକି କେହି ମନଇଚ୍ଛା ଗାଇପାରିବେ ନାହିଁ। ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ବାରା ପ୍ରସ୍ତୁତ କରାଯାଇଥିବା ଗାୟନର ଅନୁମୋଦିତ ସ୍ବର, ଶୈଳୀ ଓ ଅବଧିକୁ ସମସ୍ତ…
ଆଦିଶକ୍ତିପୀଠ ତାରାତାରିଣୀର ବଦଳିଛି ରୂପରେଖ
ଗଞ୍ଜାମ: 5T ରୂପାନ୍ତରଣ କାର୍ଯ୍ୟକ୍ରମରେ ଆଦିଶକ୍ତିପୀଠ ତାରାତାରିଣୀର ବଦଳିଛି ରୂପରେଖ । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ନଦୀତଟ ରତ୍ନଗିରି ପାହାଡ଼ ଶୀର୍ଷରେ ରହିଛି ମା’ଙ୍କ ଆସ୍ଥାନ । ମୋଟ୍ ୫୨ ଶକ୍ତିପୀଠରୁ ମା’ ତାରାତାରିଣୀଙ୍କ ପୀଠ ଅନନ୍ୟ । ଆଦିଶକ୍ତି ଭାବେ ମାଆ ତାରାତାରିଣୀ ପୂଜା…
ଜୈବ ବିବିଧ ଐତିହ୍ୟ ସ୍ଥଳର ମାନ୍ୟତା ପାଇଲା ବଲାଙ୍ଗୀର ଓ ବରଗଡ଼ ଫରେଷ୍ଟ ଡିଭିଜିନର ଗନ୍ଧମାର୍ଦ୍ଦନ ପର୍ବତ
ଭୁବନେଶ୍ୱର: ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା BHS ମାନ୍ୟତା । ବାୟୋଡାଇଭର୍ସିଟି ହେରିଟେଜ୍ ସାଇଟ୍ ବା ଜୈବ ବିବିଧ ଐତିହ୍ୟ ସ୍ଥଳର ମାନ୍ୟତା ପାଇଲା ବଲାଙ୍ଗୀର ଓ ବରଗଡ଼ ଫରେଷ୍ଟ ଡିଭିଜିନର ଗନ୍ଧମାର୍ଦ୍ଦନ ପର୍ବତ । ରାଜ୍ୟର ତୃତୀୟ BHS ମାନ୍ୟତା ପାଇଛି ଗନ୍ଧମାର୍ଦ୍ଦନ । ଆଗରୁ କନ୍ଧମାଳ…
ଓଡ଼ିଆମାନଙ୍କ ପଖାଳ ଦିବସକୁ ନେଇ ଚାରିଆଡେ ଖୁସି
ଭୁବନେଶ୍ବର : ପଖାଳ କହିଲେ ଓଡ଼ିଆଙ୍କ ଖାଦ୍ୟ କଥା ମନେପଡ଼େ । ପଖାଳକୁ ଖାଇବା ପାଇଁ କିଏ ବା ମନାକରେ । ଆଜି ପଖାଳ ଦିବସରେ ଅନେକ ସ୍ଥାନରେ ପଖାଳ ଦିବସ ପାଳିତ ହୋଇଯାଇଛି । ଗତ ଦଶ ବର୍ଷ ହେଲା ପଖାଳ ବିଶ୍ବ ମାନସପଟରେ ପହଞ୍ଚାଇବା ପାଇଁ ଓଡ଼ିଆମାନେ ପଖାଳ ଦିବସ ପାଳନ କରୁଛନ୍ତି। ତେବେ ଏହି ପଖାଳ…
ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି
ପୁରୀ : ଆଜି ସୋମବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହୋଇଛି । ତେଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି…
ଆରମ୍ଭ ହୋଇଛି ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା
ଗଞ୍ଜାମ: ଚଳଚଞ୍ଚଳ ରତ୍ନଗିରି ପାହାଡ଼ । ଆରମ୍ଭ ହୋଇଛି ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା । ଆଜି ଚୈତ୍ର ଯାତ୍ରାର ପ୍ରଥମ ମଙ୍ଗଳବାର । ଆଉ ଏଥିପାଇଁ ଆଜି ସକାଳୁ ସକାଳୁ ମାଙ୍କୁ ଦର୍ଶନ କରିବା ନିମନ୍ତେ ଭକ୍ତଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି । ଚୈତ୍ର…
ଆଜି ପବିତ୍ର ଦୋଳ ପୂର୍ଣ୍ଣିମା
ଭୁବନେଶ୍ୱର: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଉତ୍ସବମୁଖର ହୋଇଛି ଗାଁଠୁ ସହର । ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ପରେ ମଙ୍ଗଳ ଆଳତି, ସୂର୍ଯ୍ୟପୂଜା ଓ…