Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Culture
ଆଜି ପୁରୀ ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ
ପୁରୀ: ପୁରୀରେ 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । 5T ସଚିବ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ଶ୍ରୀମନ୍ଦିର ଚାରିପାଖ ବୁଲି ଦେଖିବା ସହ ନିର୍ମାଣ ହୋଇଥିବା ସମସ୍ତ କାର୍ଯ୍ୟକୁ ଯାଞ୍ଚ କରିଛନ୍ତି ।
ସେ ଶ୍ରୀମନ୍ଦିର ଯାଇ…
ଆଜି ମହାଶିବରାତ୍ରି
ଭୁବନେଶ୍ବର: ଆଜି ମହାଶିବରାତ୍ରି। ଏହି ଉପଲକ୍ଷେ ସାରା ରାଜ୍ୟର ପ୍ରମୁଖ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ ଶୈବ ପୀଠ ହୁମା…
ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ
ଆସନ୍ତାକାଲି ମହାଶିବରାତ୍ରୀ । ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ । ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଓ ଆଖପାଖ ଅଞ୍ଚଳକୁ ସଜାଇବାକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ସିଂହଦ୍ବାରକୁ ଅଧିକ ଆକର୍ଷଣୀୟ କରିବାକୁ ବଡ଼ ଯୋଜନା କରାଯାଇଛି। ମନ୍ଦିର ରଙ୍ଗ କାମ ସରିଛି ।…
ନିଜର ସରଳ ଜୀବନ ଶୈଳୀକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ
ଦିଲ୍ଲୀରେ ମାଟି ଘର ତିଆରି କରି ପୁଣି ଥରେ ନିଜର ସରଳ ଜୀବନ ଶୈଳୀକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ନିଜ ସରକାରୀ କ୍ୱାଟରରେ ମାଟି ଘର କରୁଛନ୍ତି । ସେ କହିଛନ୍ତି, ମାଟିରେ ଜୀବନର ସ୍ପନ୍ଦନ ରହିଛି । କୋଠା ଘର ଅପେକ୍ଷା ମାଟି ଘର ଜୀବନ୍ତ ଲାଗେ । କ୍ୱାର୍ଟରରେ ତାଙ୍କର…
ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପାର୍ଶ୍ୱରେ ବଡ ବଡ ଫାଟ
ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପାର୍ଶ୍ୱରେ ବଡ ବଡ ଫାଟ । ପଥର ସନ୍ଧିରେ ଫାଟ ଏତେ ବଡ ହୋଇଛି ଯେ, ସେଥିରେ ସରୀସୃପ ବାସ କରୁଥିବା ଆଶଙ୍କା କରାଯାଉଛି । କେବଳ ଫାଟ ନୁହେଁ ଯେଉଁ ପ୍ରାଚୀନ ମୂର୍ତ୍ତି ଲାଗିଛି, ତାହା ବି ଭାଙ୍ଗି ଝଡି ପଡିଲାଣି । ହେଲେ ଏଥିପ୍ରତି ଶ୍ରୀମନ୍ଦିର ପ୍ରଶାସନ କି…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ…
ଆଜିଠୁ ଆରମ୍ଭ ହୋଇଛି ବିଶ୍ବପ୍ରସିଦ୍ଧ ଯୋରନ୍ଦା ଯାତ୍ରା
ଢେଙ୍କାନାଳ: ଆଜି ପବିତ୍ର ମାଘ ଶୁକ୍ଳ ଚତୁର୍ଦଶୀ । ମହିମା ଧର୍ମ ପ୍ରଚାରକ ପ୍ରଭୁ ମହିମା ଅଲେଖଙ୍କ ଦେହତ୍ୟାଗ ଦିବସକୁ ମହିମା ସାଧୁ ସମାଜ ବଡ଼ ଉତ୍ସାହ ସହକାରେ ପାଳନ କରୁଛନ୍ତି l ଯାହାକି ବିଶ୍ୱ ଦରବାରରେ ଯୋରନ୍ଦା ମେଳା ରୂପରେ ବେଶ୍ ପରିଚିତ l ଆଜିଠୁ ଆରମ୍ଭ ହୋଇଛି ବିଶ୍ବପ୍ରସିଦ୍ଧ…
ଲଭ୍ ଜିହାଦ୍ ଓ ଧର୍ମାନ୍ତରୀକରଣ ବିରୋଧୀ ଆଇନକୁ ନେଇ ମୁମ୍ବାଇରେ ଆୟୋଜିତ ହୋଇଛି ବିଶାଳ ରାଲି
‘ଲଭ୍ ଜିହାଦ୍’ ବିରୋଧରେ ରଣହୁଙ୍କାର ଦେଲେ ହିନ୍ଦୁ ସଙ୍ଗଠନ । ଲଭ୍ ଜିହାଦ୍ ଓ ଧର୍ମାନ୍ତରୀକରଣ ବିରୋଧୀ ଆଇନକୁ ନେଇ ମୁମ୍ବାଇରେ ଆୟୋଜିତ ହୋଇଛି ବିଶାଳ ରାଲି , ଯେଉଁଥିରେ ଭାଗ ନେଇଛନ୍ତି ଏକାଧିକ ବିଧାୟକ ଓ ମନ୍ତ୍ରୀ ।ମହାରାଷ୍ଟ୍ର ରାଜଧାନୀ ମୁମ୍ବାଇରେ ହିନ୍ଦୁ ସଙ୍ଗଠନ ମିଶି ଲଭ୍ ଜିହାଦ…
ଖଣ୍ଡଗିରି ମାଘ ମେଳା ଆଜିଠୁ
ଭୁବନେଶ୍ବର: ଆଜିଠୁ ଖଣ୍ଡଗିରି ମାଘ ମେଳା । ଜମିଲାଣି ବାବାଙ୍କ ମେଳି । ସକାଳୁ ମା ବାରଭୂଜାଙ୍କ ପୂଜାର୍ଚ୍ଚନା ପରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥମାନେ ଯଜ୍ଞ ଆରମ୍ଭ କରିବେ । କରୋନା କଟକଣା ନଥିବାରୁ ଏଥର ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଫେବୃୟାରୀ ୧୦ ତାରିଖ…
ଆଜି ପବିତ୍ର ମାଘ ସପ୍ତମୀ
ପବିତ୍ର ମାଘ ସପ୍ତମୀ ପାଇଁ ଚଳଚଞ୍ଚଳ ଅର୍କକ୍ଷେତ୍ର କୋଣାର୍କର ଚନ୍ଦ୍ରଭାଗା । ମାଘ ସପ୍ତମୀରେ ଆଜି ସକାଳୁ ଚନ୍ଦ୍ରଭାଗାରେ ବୁଡ ପକାଇବାକୁ ହଜାର ହଜାର ଶ୍ରଦ୍ଧାଳୁ ଗତକାଲିଠୁ ଭିଡ ଜମାଇଛନ୍ତି । ଭୋର ୪ଟା ୪୧ ମିନିଟରୁ ଶ୍ରଦ୍ଧାଳୁମାନେ ତୀର୍ଥ ପୁଷ୍କରିଣୀରେ ବୁଡ ପକା ଆରମ୍ଭ ହୋଇଛି ।…