Browsing Category

Culture

ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରି…

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ସେଫ୍‌ ବିକାଶ ଖାନ୍ନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ  ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌ ତଥା ଉଦ୍ୟୋଗୀ ବିକାଶ ଖାନ୍ନା । ନିକଟରେ ବିକାଶ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନ୍ୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ…

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି…

ନାଟମଣ୍ଡପ ବିମ୍‌ ମରାମତି ନକଲେ ଦୁର୍ଘଟଣା

ପୁରୀ:ପୁରୀ ଶ୍ରୀମନ୍ଦିରର ନ‌ାଟ ମଣ୍ଡପ ଭିତର ଫଟା ବିମ୍‌କୁ ତୁରନ୍ତ ମରାମତି କରାଯାଉ ବୋଲି ହାଇକୋର୍ଟରେ ତଥ୍ୟ ଦିଆଯାଇଛି। ନଚେତ ଯେକୌଣସି ସମୟରେ ଆକସ୍ମିକ ଦୁର୍ଘଟଣା ହୋଇପାରେ। ହାଇକୋର୍ଟରେ ଆମିକସ୍ କ୍ୟୁରି ଇଂଜିନିୟର୍‌ ଏନ୍‌କେ ମହାନ୍ତି ଏଭଳି ତଥ୍ୟ ରଖିଛନ୍ତି। ସେ ଦେଇଥିବା…

ଆଜି ବିଶ୍ବ ଜନଜାତି ଦିବସ

ଆଜି ବିଶ୍ବ ଜନଜାତି ଦିବସ  ।  ଆଜିର ଦିନକୁ ପାଳନ କରୁଛନ୍ତି  ଆଦିବାସୀ ସମ୍ପ୍ରଦାୟର ଲୋକମାନେ । ଦେଶର ବିଭିନ୍ନ ସ୍ଥାନରେ ଆଦିବାସୀ ସମ୍ପ୍ରଦାୟର ଲୋକ ବସବାସ କରୁଛନ୍ତି ।  ଆଦିବାସୀଙ୍କ ଜନସଂଖ୍ୟା, ଅଧିକାର, ସୁରକ୍ଷାକୁ ପ୍ରୋତ୍ସାହିତ କରିବାକୁ ଆଜିର ଦିନଟିଏ ।  ଦେଶରେ ସର୍ବାଧିକ ଜନଜାତି…

ମହାପ୍ରଭୁଙ୍କ ବନକଲାଗି ପାଇଁ ସନ୍ଧ୍ୟା ୬ରୁ ଦର୍ଶନ ବନ୍ଦ ରହିବ

ପୁରୀ: ଦେଢ଼ ମାସ ପରେ ଆଜି  ମହାପ୍ରଭୁଙ୍କ ବନକଲାଗି ହେବାକୁ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ରଙ୍କ ଭିତରେ ଦେଖା ଦେଇଥିବା ବିବାଦର ଅନ୍ତ ଘଟିଛି।  ସେହି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତ ମହାପାତ୍ର ସେବକଙ୍କୁ ଅବଗତ କରାଯାଇଛି। ପ୍ରାକୃତିକ ଦ୍ରବ୍ୟରେ…

ବାଲେଶ୍ବର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ହେବ ନବକଳେବର

ଭୁବନେଶ୍ୱର: ରୂପାନ୍ତରିତ ହେବ ବାଲେଶ୍ବରର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିର । ମନ୍ଦିରର ନବକଳେବର ପାଇଁ ମାଷ୍ଟରପ୍ଲାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୧୫ କୋଟି ୫୮ ଲକ୍ଷ ଟଙ୍କା ଅନୁମୋଦନ କରାଯାଇଛି । ଫାଇଭ-ଟି ଉପକ୍ରମରେ ସମଗ୍ର ପୀଠର…

ହାଇକୋର୍ଟରେ ଏଏସଆଇର ସତ୍ୟପାଠ; ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ

ହାଇକୋର୍ଟରେ ଏଏସଆଇର ସତ୍ୟପାଠ । ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ। କୋର୍ଟ ଯେତେ ଶୀଘ୍ର ନିର୍ଦ୍ଦେଶ ଦେବେ, ସେତେ ଶୀଘ୍ର ଆରମ୍ଭ ହେବ ମରାମତି କାର୍ଯ୍ୟ। ଶ୍ରୀଜିଉଙ୍କ ରତ୍ନଭଣ୍ଡାର ମାମଲାରେ  ହାଇକୋର୍ଟରେ ସତ୍ୟପାଠ ଦାଖଲ କରି ଏହି ନିର୍ଯାସ ରଖିଛି ଭାରତୀୟ ପ୍ରତ୍ନତତ୍ତ୍ୱ…

ବଲାଙ୍ଗୀରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍

ବଲାଙ୍ଗୀର:  ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ ।ଜିଲ୍ଲା…

ଜ୍ଞାନବାପୀ ସର୍ଭେ ୪ ସପ୍ତାହରେ ଶେଷ ହେବ

ବାରଣାସୀ : ଜ୍ଞାନବାପୀ ମସଜିଦରେ  ସର୍ଭେ କାର୍ଯ୍ୟ ଜାରି ରହିଛି। ସର୍ଭେର  ଭିଡିଓ ରେକର୍ଡ କରାଯାଇଛି।  ଏଥିରେ ତ୍ରୀଶୁଳ, ସ୍ବସ୍ତିକ , ଫୁଲ ପରି ଚିହ୍ନ ସବୁ ଦେଖିବାକୁ ମିଳିଛି।  ମସଜିଦ କାନ୍ଥ ଏବଂ ପିଲାର୍‌ରେ ଏସବୁ ଚିହ୍ନ ଦେଖିବାକୁ ମିଳିଛି।  ପ୍ରଥମ ଦିନରେ ୭ ଘଣ୍ଟା‌ ସର୍ଭେ ହୋଇଥିଲା।…