Browsing Category

Culture

ବନ୍ଧୁ ପାଇଁ ଦିନ ଟିଏ: ଆଜି ଫ୍ରେଣ୍ଡସିପ୍ ଡେ

ଆଜି ଫ୍ରେଣ୍ଡସିପ୍ ଡେ’ । ବନ୍ଧୁ ପାଇଁ ଦିନ ଟିଏ । ପରସ୍ପର ହାତରେ ଫ୍ରେଣ୍ଡସିପ ବ୍ୟାଣ୍ଡ୍‌ ବାନ୍ଧି ସେଲିବ୍ରେଟ୍‌ କରୁଛନ୍ତି ଯୁବ ପିଢି। ଆଜି ବିଶ୍ୱ ବନ୍ଧୁତ୍ୱ ଦିବସ, ବନ୍ଧୁ ପାଇଁ ଦିନ ଟିଏ । ଏହି ଅବସରରେ ସାଙ୍ଗ ସାଥୀମାନେ ପରସ୍ପର ପରସ୍ପର ହାତରେ ଫ୍ରେଣ୍ଡସିପ ବ୍ୟାଣ୍ଡ୍‌ ବାନ୍ଧିବା ସହ…

ମହାପ୍ରଭୁଙ୍କ ଦର୍ଶନ କରି ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ

ପୁରୀ: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ସରସଂଘ ଚାଳକ ମୋହନ ଭାଗବତ  ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ଶ୍ରୀ ଭାଗବତ କହିଛନ୍ତି, ସନାତନ ଧର୍ମର ଯେଉଁ ନିୟମ ରହିଛି, ଭାଗବତରେ ତାକୁ କର୍ମକାଣ୍ଡ କୁହାଯାଉଛି। ଏଥିରୁ ଜୀବନରେ ଅନୁଶାସନ ଆସୁଛି। ଏଣୁ ଏହାକୁ ଶ୍ରଦ୍ଧାର ସହ…

ରତ୍ନଭଣ୍ଡାର ଆସନ୍ତାବର୍ଷ ଖୋଲିବ

ପୁରୀ: ୨୦୨୪ ମସିହା ରଥଯାତ୍ରା ସମୟରେ ଭିତର ରତ୍ନଭଣ୍ଡାର ଖୋଲାଯିବ।   ଶ୍ରୀମନ୍ଦିର ପରିଚାଳନା କମିଟି ଏହି ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ଆଧାରରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ ବୋଲି ଶ୍ରୀମନ୍ଦିର ଉପ-ମୁଖ୍ୟପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି। ଏହା ପୂର୍ବରୁ…

ମା’ଲକ୍ଷ୍ମୀଙ୍କ ପ୍ରିୟ ଜିନିଷ ଜାଣନ୍ତୁ

ମା’ଲକ୍ଷ୍ମୀଙ୍କୁ କିଛି ସ୍ୱତନ୍ତ୍ର ଜିନିଷ ଖୁବ ପ୍ରିୟ। ଏହାକୁ ଘରେ ରଖିବା ଦ୍ୱାରା ଧନସମ୍ପତ୍ତି ଓ ଟଙ୍କାପଇସାର ଅଭାବ ହୋଇନଥାଏ। ମା’ଲକ୍ଷ୍ମୀଙ୍କ କୃପା ମିଳିଲେ ଆର୍ଥିକ କ୍ଷେତ୍ରରେ କଷ୍ଟର ସମ୍ମୁଖୀନ ହେବାକୁ ପଡେ ନାହିଁ ବୋଲି ମାନ୍ୟତା ରହିଛି। ମା’ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବା ପାଇଁ ଓ…

ବନକଲାଗି ନୀତିକୁ ନେଇ ଆଜି ବସିବ ବୈଠକ

ପୁରୀ: ବନକଲାଗି ବିବାଦ ଛିଣ୍ଡିବାର ନାଁ ଧରୁନି । ପ୍ରଶାସନ ଏବଂ ସେବାୟତ ବିବାଦ ତୁଟାଇବା ପାଇଁ ଆଜି  ବସିବ ନୀତି ସବ୍-କମିଟି ବୈଠକ  । ଗତ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବନକଲାଗି ନୀତି କରିବା ପାଇଁ ଦତ୍ତମହାପାତ୍ର ସେବାୟତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ଗୁରୁବାର ବନକଲାଗି…

ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ‘‘ଡିଭାଇନ୍‌ ଲାଇଟ୍‌ ହାଉସ୍‌’’ ପାଇଁ ଶିଳାନ୍ୟାସ କଲେ…

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି  ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ ଦଶବାଟିଆ ଠାରେ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ‘‘ଡିଭାଇନ୍‌ ଲାଇଟ୍‌ ହାଉସ’’ ବା ଦୈବିକ ଆଲୋକ ଭବନ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସେ ସେମିନାର ଓ ସମ୍ମିଳନୀ ଆୟୋଜନ କରିବା…

ମହାପ୍ରଭୁଙ୍କ ବନକଲାଗି ପାଇଁ ଦତ୍ତମହାପାତ୍ର ନିଯୋଗକୁ ପୁଣିଥରେ ନିର୍ଦ୍ଦେଶ ଜାରି

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଦୀର୍ଘ ବର୍ଷ ହେଲା ବୁଧବାର ହେଉଛି । ଚଳିତବର୍ଷ ରଥଯାତ୍ରା ପରେ ନିର୍ଦ୍ଧାରିତ ବୁଧବାର ଜୁଲାଇ ୧୨ତାରିଖରେ ବନକଲାଗି ନକରିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ୧୮ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବରିଷ୍ଠ ସେବକମାନଙ୍କ ସହ…

ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ବାର

ପୁରୀ:ବହୁ ବାଦ ବିବାଦ ପରେ  ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ।  କରୋନା ସମୟରୁ ପଶ୍ଚିମ ଦ୍ବାର ବନ୍ଦ ଥିଲା । ପୁରୀବାସୀ ଏବଂ ବୁଦ୍ଧିଜୀବୀମାନେ ଦ୍ବାର ଖୋଲିବା ନେଇ ଦାବି କରୁଥିଲେ ।  ପୁରୀ ବାସିନ୍ଦାଙ୍କ ପାଇଁ ପଶ୍ଚିମ ଦ୍ବାର ଦେଇ ପ୍ରବେଶ କରିବାକୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ…

ଜଳାଭିଷେକ କରୁଛନ୍ତି ଶିବ ଭକ୍ତ

ଭଦ୍ରକ: ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାରରେ ବିଭିନ୍ନ ଶୈବପୀଠରେ ଜଳାଭିଷେକ କରୁଛନ୍ତି ଭକ୍ତ ।  ବାବା ଲିଙ୍ଗରାଜ, ବାବା ଆଖଣ୍ଡଳମଣିଙ୍କୁ ଜଳାଭିଷେକ ପାଇଁ ଭକ୍ତଙ୍କ ସମାଗମ ଅଧିକ ହୋଇଛି । କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।  ବାବାଙ୍କ ପାଖରେ…

ଚାରି ଧାମର ଯାତ୍ରା

ସନାତନ ଧର୍ମରେ ଚାରି ଧାମର ବିଶେଷ ମହତ୍ତ୍ୱ ରହିଛି । ଚାରି ଧାମ ଯାତ୍ରା କରିବାକୁ ସବୁ ଲୋକଙ୍କର ବେଶ ଆଗ୍ରହ ରହିଥାଏ । ବଦ୍ରିନାଥ ଧାମ, ଜଗନ୍ନାଥ ଧାମ, ଦ୍ୱାରିକା ଓ ରାମେଶ୍ୱରମକୁ ଭାରତର ୪ ଧାମ ବୋଲି କୁହାଯାଏ । ଏହି ୪ ଧାମ ପରିଭ୍ରମଣ କଲେ ଅନେକ ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।…