Browsing Category

Culture

କଟକର ଐତିହାସିକ ବାଲିଯାତ୍ରା ଉଦଘାଟିତ, ବାଲିଯାତ୍ରା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବେ ରାଜ୍ୟ ସରକାର

କଟକର ଐତିହାସିକ ବାଲିଯାତ୍ରା ଆୟୋଜନ ପାଇଁ ପୂର୍ବରୁ ରାଜ୍ୟ ସରକାର ୨ କୋଟି ଟଙ୍କା ପ୍ରଦାନ କରୁଥିଲେ। କିନ୍ତୁ ଚଳିତ ବର୍ଷଠାରୁ ବାଲିଯାତ୍ରା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରୁ ୫ କୋଟି ଟଙ୍କା ଦିଆସରିଥିବା ବେଳେ ଅବଶିଷ୍ଟ ଟଙ୍କା…

ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି

ଜାନୁଆରି ୧ ତାରିଖରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି ଏନେଇ ଗତ ୨୫ ତାରିଖରେ ଡିଏମ୍ଏଫ୍ ସମ୍ମିଳନୀ ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକର ବିବରଣୀ ବାହାରକୁ ଆସିବା ପରେ ବୈଠକରେ ହୋଇଥିବା ଅନେକ କିଛି ନିଷ୍ପତ୍ତି ଏବେ ଚର୍ଚ୍ଚାର ପରିସରକୁ ଆସିଛି।…

ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା

ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିବେ । ବାଲିଯାତ୍ରାକୁ ଏଥର ଆକର୍ଷଣୀୟ କରିବା ପାଇଁ ଶ୍ରେୟା ଘୋଷାଲ ଓ ହର୍ଷଦୀପ କୌର ସଂଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି…

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ, ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ରେବା ତୀର୍ଥ ଭାବେ ପରିଚିତ ପବିତ୍ର ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼। ଆ କା ମା ଵୈ.ପାନ ଗୁଆ ଥୋଇ,ପାନ ଗୁଆ ତୋର, ମାସକ ଧରମ ମୋର" କହି ଚନ୍ଦ୍ରଭାଗା ତୀର୍ଥପୁଷ୍କରିଣୀରେ ଡଙ୍ଗା ଭସାଇବା ସହ ବୁଡ଼ ପକାଇ ସୂର୍ଯ୍ୟ ନାରାୟଣଙ୍କୁ ଦର୍ଶନ…

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଧର୍ମମାସ କାର୍ତ୍ତିକର ଶେଷ ଦିନ । ଆଜିର ଦିନରେ ବୋଇତ ବନ୍ଦାଣ ପରମ୍ପରା ରହିଛି । ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ…

ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ…

ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି। ଏହି ପରିପ୍ରେକ୍ଷୀରେ ମହାପ୍ରଭୁ ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି। ତ୍ରୟୋଦଶୀ ତିଥି ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ସମ୍ପନ୍ନ ହୋଇଛି। ହେଲେ ମହାପ୍ରଭୁଙ୍କ…

ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ

କଟକର ଶୈବ ପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ । ଭୋର ୪ଟାରୁ ପହଡ ଖୋଲାଯାଇ ୧୦୮ ଗରା କଳସ ଜଳରେ ସ୍ନାନ କରାଯାଇ ମଙ୍ଗଳଆଳତୀ କରାଯାଇଛି । ବାବା ଧବଳେଶ୍ଵର ଶ୍ରଦ୍ଧାଳୁ ମାନଙ୍କୁ ବଡ ସିଂହାର ବେଶରେ ଦର୍ଶନ ଦେଉଛନ୍ତି । ସୁରକ୍ଷା ପାଇଁ ଦୁଇ ଜଣ ଅତିରିକ୍ତ ଏସପିଙ୍କ ସମେତ…

ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼

ପଞ୍ଚୁକ ପ୍ରଥମ ଦିନରେ ପୁରୀ ଅସମ୍ଭାଳ ଭିଡ଼ ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ନିଜେ ପୁଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ଭିଡ଼କୁ ଦୃଷ୍ଟିରେ ରଖି ସାରା ରାତି ମହାପ୍ରଭୁଙ୍କୁ ଦର୍ଶନ ଚାଲିଛି । ପଞ୍ଚକର ପ୍ରଥମ ଦିନରେ ଗତକାଲି…

ଆଜିଠାରୁ ମହାକାର୍ତ୍ତିକ ପଞ୍ଚୁକ , ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଆଜିଠାରୁ ମହାକାର୍ତ୍ତିକ ପଞ୍ଚୁକ । ସାରା ମାସ ବ୍ରତରେ ଯେତିକି ପୁଣ୍ୟ ହୋଇନଥାଏ, ୫ ଦିନ ବ୍ରତ ପାଳନରେ ତା’ଠାରୁ ଅଧିକ ପୁଣ୍ୟ ହୁଏ ବୋଲି ବିଶ୍ବାସ ରହିଛି । ଏଥର ପଞ୍ଚୁକ ୫ ଦିନ ପରିବର୍ତ୍ତେ ଚାରିଦିନ ପଡ଼ୁଛି । କାର୍ତ୍ତିକ ଶୁକ୍ଳ ଦ୍ଵାଦଶୀ କ୍ଷୟ ହେଉଥିବାରୁ ଚାରିଦିନ ବେଶ ଅନୁଷ୍ଠିତ ହେବା…

ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା; ୯ ଜଣଙ୍କର ମୃତ୍ୟୁ

ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାରେ ଏକ ଅତ୍ୟନ୍ତ ଦୁଃଖଦ ଅଘଟଣ ଘଟିଯାଇଛି। କାଶିବୁଗାସ୍ଥିତ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଏକାଦଶୀ ପାଳନ ସମୟରେ ଘଟିଥିବା ଦଳାଚକଟାରେ ଅତିକମରେ ୯ ଜଣ ଶ୍ରଦ୍ଧାଳୁଙ୍କର ଜୀବନ ଯାଇଛି। ଏହି ଦୁର୍ଘଟଣାରେ ଆହୁରି ଅନେକ ଆହତ ହୋଇଥିବା ସୂଚନା ମିଳିଛି ଏବଂ…