Browsing Category

Culture

ଆଜିଠାରୁ ବିଧିବଦ୍ଧ ଭାବେ ରଥ ଖଳାରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ୨୦୨୬ ଲାଗି ପ୍ରସ୍ତୁତି ଆରମ୍ଭ । ଆଜିଠାରୁ ବିଧିବଦ୍ଧ ଭାବେ ରଥ ଖଳାରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି । ଗତକାଲି ଅକ୍ଷୟ ତୃତୀୟା ଅବସରରେ ଶ୍ରୀ ମନ୍ଦିରରୁ ତିନି ବାଡ଼ରୁ ପୂଜା ପଣ୍ଡା ସାମନ୍ତ ମାନେ ଆଜ୍ଞା ମାଳ ବିଜେ କଲା…

ଆଜି ପବିତ୍ର ଅକ୍ଷୟ ତୃତୀୟା,ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ହେବ

ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଧି ପରମ୍ପରା ଅନୁଯାୟୀ ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ହେବ । ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ମଧ୍ୟାହ୍ନଧୂପ ପରେ ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ ।…

ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା ,ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନ ଧରି ବାହାର ଚନ୍ଦନ ଯାତ୍ରା

ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା। ସଜେଇ ହେଉଛି  ନରେନ୍ଦ୍ର ପୋଖରୀ । ସଜେଇ ହେଉଛି ନନ୍ଦା, ଭଦ୍ରା ଚାପ। ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କର ଦୁଇ ଦୁଇଟି ଅନନ୍ୟ ପରମ୍ପରା ଗୋଟିଏ ଦିନରେ ହେବ । ମହାପ୍ରଭୁଙ୍କ ୨୧ ଦିନ ଧରି ବାହାର ଚନ୍ଦନ ଯାତ୍ରା ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ଏବଂ ଅନ୍ୟଟି…

ଅଦିନରେ ରଥଯାତ୍ରା କରିବା ନେଇ ଇସ୍କନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ,ଜଗନ୍ନାଥ ପ୍ରେମୀ ଓ ସେବାୟତଙ୍କ ମଧ୍ୟରେ ସୃଷ୍ଟି…

ପୁଣି ମହାପ୍ରଭୁଙ୍କ ପରମ୍ପରାକୁ ଅବମାନନା କଲା ଇସ୍କନ । ଅଦିନରେ ରଥଯାତ୍ରା କରିବା ନେଇ ଇସ୍କନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ଯାହାକୁ ନେଇ ଜଗନ୍ନାଥ ପ୍ରେମୀ ଓ ସେବାୟତଙ୍କ ମଧ୍ୟରେ ସୃଷ୍ଟି ହୋଇଛି ତୀବ୍ର ଅସନ୍ତୋଷ । ଆମେରିକାର ଟେକ୍ସାସ ଓ ଅଷ୍ଟ୍ରେଲିଆର କିଙ୍ଗ ଜଜ୍ ସ୍କୋୟାର ବ୍ରିସବେନରେ…

ମହାପ୍ରଭୁଙ୍କ ବଡ଼ ମହାସ୍ନାନ ,ବନ୍ଦ ରହିଥିଲା ଶ୍ରୀମନ୍ଦିରେ ସାଧାରଣ ଦର୍ଶନ

ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି । ଯେଉଁଥିଲାଗି କିଛି ସମୟ ପାଇଁ ବନ୍ଦ ରହିଥିଲା ଶ୍ରୀମନ୍ଦିରେ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଖବର ଅନୁଯାୟୀ, ଶୁକ୍ରବାର ଦିନ ଭୋର ସମୟରେ…

ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ଦ୍ବିତୀୟ ଦିବସ ଥିଲା,ଆଜି ପ୍ରାୟ ୮୦ ରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି ମଣତି…

ଆଜି ଭିତର ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି ଦ୍ବିତୀୟ ଦିବସ ଥିଲା। ତେବେ ରତ୍ନ ଅଳଙ୍କାର ଗଣତି ମଣତି ପୂର୍ବରୁ ଆଜି ପୁଣି ଘଟିଛି ଚମତ୍କାର। ଆଜି ଦ୍ୱିପ୍ରହର ଧୂପ ପାଇଁ ମହାପ୍ରଭୁ ବେଶ ହେବା ପରେ ପ୍ରଭୁ ବଳଭଦ୍ରଙ୍କ ଅଧରମାଳା ଖସିଥିଲା। ଫଳରେ ଗଣତି ମଣତି ଟିମର ସଦସ୍ୟ ଏବଂ ସେବାୟତ…

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ, ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ…

ଆଜି ପବିତ୍ର ମହାବିଷୁବ ବା ପଣାସଂକ୍ରାନ୍ତି ,ବିଭିନ୍ନ ପୀଠରେ ଝାମୁଯାତ୍ରା ପାଳିତ

ଆଜି ପବିତ୍ର ମହାବିଷୁବ ବା ପଣାସଂକ୍ରାନ୍ତି । ପଣା ସଂକ୍ରାନ୍ତିକୁ ହନୁମାନ ଜୟନ୍ତୀ ଭାବରେ ମଧ୍ୟ ପାଳନ କରାଯାଏ । ହନୁମାନଙ୍କ ଉପାସନା ସହ ଭକ୍ତମାନେ ହନୁମାନ ଚାଳିଶା ପାଠକରନ୍ତି। ସେଥିପାଇଁ ବିଭିନ୍ନ ହନୁମାନ ମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି । ପୁରୀରେ ମହାବିଷୁବ ସଂକ୍ରାନ୍ତି ଓ…

ଆଜିଠୁ ମା’ ତାରିଣୀଙ୍କ ଚଇତି ପର୍ବ,ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ

ଆଜିଠୁ ମା’ ତାରିଣୀଙ୍କ ଚଇତି ପର୍ବ । ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ । ଆଜି ବ୍ରହ୍ମ ମୁହୂର୍ତ୍ତରେ ପ୍ରଥମେ ମାଙ୍କୁ ହଳଦୀ, ଚୂଆ, ଗଙ୍ଗାଜଳ, ଅଘୁର,ଚନ୍ଦନ ଆଦିରେ ମହାସ୍ନାନ କରାଯାଇଥିଲା । ସ୍ନାନପରେ ମାଙ୍କୁ ସିନ୍ଦୁରରେ ସଜିତ କରାଯାଇଥିଲା । ପରେ ମାଙ୍କୁ ସୁନାମୁକୁଟ, ସୁନାର…

ଆଜି ଠାରୁ ପୁଣି ଖୋଲିବ କାଳିଆ ସାଆନ୍ତଙ୍କ ରତ୍ନ ଭଣ୍ଡାର,୧୧ ତାରିଖ ପର୍ଯ୍ୟନ୍ତ ଚାଲିବ ଗଣତି ମଣତି

ଆଜି ଠାରୁ ପୁଣି ଖୋଲିବ କାଳିଆ ସାଆନ୍ତଙ୍କ ରତ୍ନ ଭଣ୍ଡାର । ଗତ ମାର୍ଚ୍ଚ ୨୫ ରେ ଚଳନ୍ତି ଭଣ୍ଡାର ଗଣତି ଶେଷ ହେବାପରେ ଆଜି ଠାରୁ ବାହାର ଭଣ୍ଡାର ଗଣତି ହେବ । ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି ଜଷ୍ଟିସ ବିଶ୍ବନାଥ ରଥ, ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଗଣତି ପ୍ରକ୍ରିୟା ବେଳେ ଶ୍ରୀଜିଉଙ୍କ…