Browsing Category

Culture

ଖଣ୍ଡଗିରି ମାଘ ମେଳା ଆଜିଠୁ

ଭୁବନେଶ୍ବର: ଆଜିଠୁ ଖଣ୍ଡଗିରି ମାଘ ମେଳା । ଜମିଲାଣି ବାବାଙ୍କ ମେଳି । ସକାଳୁ ମା ବାରଭୂଜାଙ୍କ ପୂଜାର୍ଚ୍ଚନା ପରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥମାନେ ଯଜ୍ଞ ଆରମ୍ଭ କରିବେ । କରୋନା କଟକଣା ନଥିବାରୁ ଏଥର ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଫେବୃୟାରୀ ୧୦ ତାରିଖ…

ଆଜି ପବିତ୍ର ମାଘ ସପ୍ତମୀ

ପବିତ୍ର ମାଘ ସପ୍ତମୀ ପାଇଁ ଚଳଚଞ୍ଚଳ ଅର୍କକ୍ଷେତ୍ର କୋଣାର୍କର ଚନ୍ଦ୍ରଭାଗା । ମାଘ ସପ୍ତମୀରେ ଆଜି ସକାଳୁ ଚନ୍ଦ୍ରଭାଗାରେ ବୁଡ ପକାଇବାକୁ ହଜାର ହଜାର ଶ୍ରଦ୍ଧାଳୁ ଗତକାଲିଠୁ ଭିଡ ଜମାଇଛନ୍ତି । ଭୋର ୪ଟା ୪୧ ମିନିଟରୁ ଶ୍ରଦ୍ଧାଳୁମାନେ ତୀର୍ଥ ପୁଷ୍କରିଣୀରେ ବୁଡ ପକା ଆରମ୍ଭ ହୋଇଛି ।…

ଆଜି ମା’ ବାଗଦେବୀଙ୍କ ପୂଜା

ଭୁବନେଶ୍ବର : ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଅତି ଭକ୍ତିର ସହ ପୂଜା ପାଳନ କରିଥାନ୍ତି ।…

ପ୍ରଥମଥର ବାଲିରେ ଆୟୋଜନ ହେବ ‘ଫେରନ୍ତା ବାଲିଯାତ୍ରା’

କଟକ: ଉତ୍କଳୀୟ ନୌବାଣିଜ୍ୟ ଐତିହ୍ୟ ସ୍ମୃତିରେ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ କଟକରେ ଐତିହାସିକ ବାଲିଯାତ୍ରା ହେଉଥିବା ବେଳେ ପ୍ରଥମଥର ପାଇଁ ଇଣ୍ଡୋନେସିଆର ବାଲିରେ ଫେରନ୍ତା ବାଲିଯାତ୍ରା ଆୟୋଜନ ହେବାକୁ ଯାଉଛି। କଳିଙ୍ଗ ଇଣ୍ଟରନାସନାଲ୍‌ ୟୁଥ୍‌ ଫାଉଣ୍ଡେସନ୍‌ ସଂଯୋଜନାରେ…

ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ପଦ୍ମଫୁଲରେ ସଜ୍ଜିତ ହେବେ କାଳିଆ ସାଆନ୍ତ। ବଡ଼ଭାଇ ବଳଭଦ୍ର ଓ ଭଉଣୀ ମା’ ସୁଭଦ୍ରା ବି ଏହି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ବେଶ ପ୍ରସ୍ତୁତି କାମ ଆଜି ଶେଷ ହୋଇଛି। ବଡ଼ଛତା ମଠ ପକ୍ଷରୁ ପ୍ରଦତ୍ତ ସାମଗ୍ରୀରେ ଶ୍ରୀମନ୍ଦିର ଦୟଣାମାଳ…

ଓଡ଼ିଶାର ଅନାଲୋଚିତ ଇତିହାସକୁ ଦିଲ୍ଲୀ ଏବଂ ବିଶ୍ୱ ଦରବାରରେ ପହଞ୍ଚାଇବାର ସମୟ ଆସିଯାଇଛି

ସମ୍ବଲପୁର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଓଡ଼ିଶାର ଅନାଲୋଚିତ ଇତିହାସକୁ ଦିଲ୍ଲୀ ଏବଂ ବିଶ୍ୱ ଦରବାରରେ ପହଞ୍ଚାଇବାର ସମୟ ଆସିଯାଇଛି। ଏନ୍‌ସିଇଆର୍‌ଟି ପାଠ୍ୟପୁସ୍ତକରେ ବୀର ସୁରେନ୍ଦ୍ର ସାଏଙ୍କ ଭଳି ବୀରତ୍ୱଙ୍କ ଜୀବନୀ ଓ ସଂଘର୍ଷର କାହାଣୀ ସ୍ଥାନ ଦେବା ପାଇଁ କାର୍ଯ୍ୟ…

ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଯାଜପୁର: ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା । ଏଥିପାଇଁ  ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ସ୍ୱନକ୍ଷତ୍ର ଉତ୍ସବ ଧୂମଧାମରେ ପାଳନ କରାଯାଉଛି । ଶ୍ରଦ୍ଧାଳୁମାନେ ମାଙ୍କର ଦର୍ଶନ ପାଇଁ କ୍ଷେତ୍ରରେ ପହଁଚିଛନ୍ତି । ପରମ୍ପରା ଅନୁଯାୟୀ ପାଳନ ହେଉଛି ମାଆଙ୍କ ଜନ୍ମୋତ୍ସବ । ବ୍ରାହ୍ମ…

ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ ଡ୍ରୋନ ଉଡାଇ ଗିରଫ ହେଲେ

ପୁରୀ: ଡ୍ରୋନ ଉଡାଇବା ଅଭିଯୋଗରେ ଗିରଫ ।  ଶ୍ରୀମନ୍ଦିର ନୋଫ୍ଲାଇଂ ଜୋନରେ ଡ୍ରୋନ ଉଡାଇ ବଡ ଦେଉଳର ଟିକିନିଖ ଫଟୋ ଉଠାଇ ସୋସିଆଲ ମିଡିଆରେ ଭାଇରାଲ କରିବା ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପଶ୍ଚିମବଙ୍ଗରୁ ଅଭିଯୁକ୍ତକୁ ଗିରଫ କରିଛି ପୁରୀ ପୁଲିସ । ଅଭିଯୁକ୍ତ ଅନିମେଶ…

କଟକ ଜିଲ୍ଲା ବଡ଼ମ୍ବାର ସିଂହନାଥ ପୀଠରେ ଜାରି ହୋଇଛି ୧୪୪ ଧାରା

ନରସିଂହପୁର : ଦଳଚକଟାରେ ଜଣଙ୍କ ମୃତ୍ୟୁ ଓ ଏକାଧିକ ଲୋକ ଆହତ ହେବା ପରେ କଟକ ଜିଲ୍ଲା ବଡ଼ମ୍ବାର ସିଂହନାଥ ପୀଠରେ ଜାରି ହୋଇଛି ୧୪୪ ଧାରା। ଆଜି ଓ ଆସନ୍ତାକାଲି ମନ୍ଦିରକୁ ନଆସିବାକୁ ଶ୍ରଦ୍ଧାଳୁଙ୍କୁ କୁହାଯାଇଛି। ସେହିପରି ମକର ମେଳାରେ ପଡ଼ିଥିବା ଦୋକାନ ଗୁଡ଼ିକୁ ଉଠାଇ ଘରକୁ ପଳାଇବାକୁ…

ଆସନ୍ତାବର୍ଷ ମକର ସଂକ୍ରାନ୍ତି ଅବସରରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଅଯୋଧ୍ୟାର ଭବ୍ୟ ରାମମନ୍ଦିର

ନୂଆଦିଲ୍ଲୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟିବ। ଆସନ୍ତାବର୍ଷ ମକର ସଂକ୍ରାନ୍ତି ଅବସରରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଅଯୋଧ୍ୟାର ଭବ୍ୟ ରାମମନ୍ଦିର। ଏନେଇ ଜୋରସୋରରେ ଚାଲିଛି ଭବ୍ୟ ଓ ଦିବ୍ୟ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ।ବର୍ତ୍ତମାନ ମୁଖ୍ୟ ମନ୍ଦିରର ଗର୍ଭଗୃହ ନିର୍ମାଣ କାମ ଚାଲିଛି। ମୁଖ୍ୟ…