Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Culture
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି
ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି…
ନାଟମଣ୍ଡପ ବିମ୍ ମରାମତି ନକଲେ ଦୁର୍ଘଟଣା
ପୁରୀ:ପୁରୀ ଶ୍ରୀମନ୍ଦିରର ନାଟ ମଣ୍ଡପ ଭିତର ଫଟା ବିମ୍କୁ ତୁରନ୍ତ ମରାମତି କରାଯାଉ ବୋଲି ହାଇକୋର୍ଟରେ ତଥ୍ୟ ଦିଆଯାଇଛି। ନଚେତ ଯେକୌଣସି ସମୟରେ ଆକସ୍ମିକ ଦୁର୍ଘଟଣା ହୋଇପାରେ। ହାଇକୋର୍ଟରେ ଆମିକସ୍ କ୍ୟୁରି ଇଂଜିନିୟର୍ ଏନ୍କେ ମହାନ୍ତି ଏଭଳି ତଥ୍ୟ ରଖିଛନ୍ତି। ସେ ଦେଇଥିବା…
ଆଜି ବିଶ୍ବ ଜନଜାତି ଦିବସ
ଆଜି ବିଶ୍ବ ଜନଜାତି ଦିବସ । ଆଜିର ଦିନକୁ ପାଳନ କରୁଛନ୍ତି ଆଦିବାସୀ ସମ୍ପ୍ରଦାୟର ଲୋକମାନେ । ଦେଶର ବିଭିନ୍ନ ସ୍ଥାନରେ ଆଦିବାସୀ ସମ୍ପ୍ରଦାୟର ଲୋକ ବସବାସ କରୁଛନ୍ତି । ଆଦିବାସୀଙ୍କ ଜନସଂଖ୍ୟା, ଅଧିକାର, ସୁରକ୍ଷାକୁ ପ୍ରୋତ୍ସାହିତ କରିବାକୁ ଆଜିର ଦିନଟିଏ । ଦେଶରେ ସର୍ବାଧିକ ଜନଜାତି…
ମହାପ୍ରଭୁଙ୍କ ବନକଲାଗି ପାଇଁ ସନ୍ଧ୍ୟା ୬ରୁ ଦର୍ଶନ ବନ୍ଦ ରହିବ
ପୁରୀ: ଦେଢ଼ ମାସ ପରେ ଆଜି ମହାପ୍ରଭୁଙ୍କ ବନକଲାଗି ହେବାକୁ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ରଙ୍କ ଭିତରେ ଦେଖା ଦେଇଥିବା ବିବାଦର ଅନ୍ତ ଘଟିଛି। ସେହି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତ ମହାପାତ୍ର ସେବକଙ୍କୁ ଅବଗତ କରାଯାଇଛି। ପ୍ରାକୃତିକ ଦ୍ରବ୍ୟରେ…
ବାଲେଶ୍ବର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ହେବ ନବକଳେବର
ଭୁବନେଶ୍ୱର: ରୂପାନ୍ତରିତ ହେବ ବାଲେଶ୍ବରର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିର । ମନ୍ଦିରର ନବକଳେବର ପାଇଁ ମାଷ୍ଟରପ୍ଲାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୧୫ କୋଟି ୫୮ ଲକ୍ଷ ଟଙ୍କା ଅନୁମୋଦନ କରାଯାଇଛି । ଫାଇଭ-ଟି ଉପକ୍ରମରେ ସମଗ୍ର ପୀଠର…
ହାଇକୋର୍ଟରେ ଏଏସଆଇର ସତ୍ୟପାଠ; ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ
ହାଇକୋର୍ଟରେ ଏଏସଆଇର ସତ୍ୟପାଠ । ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ। କୋର୍ଟ ଯେତେ ଶୀଘ୍ର ନିର୍ଦ୍ଦେଶ ଦେବେ, ସେତେ ଶୀଘ୍ର ଆରମ୍ଭ ହେବ ମରାମତି କାର୍ଯ୍ୟ। ଶ୍ରୀଜିଉଙ୍କ ରତ୍ନଭଣ୍ଡାର ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରି ଏହି ନିର୍ଯାସ ରଖିଛି ଭାରତୀୟ ପ୍ରତ୍ନତତ୍ତ୍ୱ…
ବଲାଙ୍ଗୀରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍
ବଲାଙ୍ଗୀର: ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ ।ଜିଲ୍ଲା…
ଜ୍ଞାନବାପୀ ସର୍ଭେ ୪ ସପ୍ତାହରେ ଶେଷ ହେବ
ବାରଣାସୀ : ଜ୍ଞାନବାପୀ ମସଜିଦରେ ସର୍ଭେ କାର୍ଯ୍ୟ ଜାରି ରହିଛି। ସର୍ଭେର ଭିଡିଓ ରେକର୍ଡ କରାଯାଇଛି। ଏଥିରେ ତ୍ରୀଶୁଳ, ସ୍ବସ୍ତିକ , ଫୁଲ ପରି ଚିହ୍ନ ସବୁ ଦେଖିବାକୁ ମିଳିଛି। ମସଜିଦ କାନ୍ଥ ଏବଂ ପିଲାର୍ରେ ଏସବୁ ଚିହ୍ନ ଦେଖିବାକୁ ମିଳିଛି। ପ୍ରଥମ ଦିନରେ ୭ ଘଣ୍ଟା ସର୍ଭେ ହୋଇଥିଲା।…
ବନ୍ଧୁ ପାଇଁ ଦିନ ଟିଏ: ଆଜି ଫ୍ରେଣ୍ଡସିପ୍ ଡେ
ଆଜି ଫ୍ରେଣ୍ଡସିପ୍ ଡେ’ । ବନ୍ଧୁ ପାଇଁ ଦିନ ଟିଏ । ପରସ୍ପର ହାତରେ ଫ୍ରେଣ୍ଡସିପ ବ୍ୟାଣ୍ଡ୍ ବାନ୍ଧି ସେଲିବ୍ରେଟ୍ କରୁଛନ୍ତି ଯୁବ ପିଢି। ଆଜି ବିଶ୍ୱ ବନ୍ଧୁତ୍ୱ ଦିବସ, ବନ୍ଧୁ ପାଇଁ ଦିନ ଟିଏ । ଏହି ଅବସରରେ ସାଙ୍ଗ ସାଥୀମାନେ ପରସ୍ପର ପରସ୍ପର ହାତରେ ଫ୍ରେଣ୍ଡସିପ ବ୍ୟାଣ୍ଡ୍ ବାନ୍ଧିବା ସହ…
ମହାପ୍ରଭୁଙ୍କ ଦର୍ଶନ କରି ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ
ପୁରୀ: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ସରସଂଘ ଚାଳକ ମୋହନ ଭାଗବତ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ଶ୍ରୀ ଭାଗବତ କହିଛନ୍ତି, ସନାତନ ଧର୍ମର ଯେଉଁ ନିୟମ ରହିଛି, ଭାଗବତରେ ତାକୁ କର୍ମକାଣ୍ଡ କୁହାଯାଉଛି। ଏଥିରୁ ଜୀବନରେ ଅନୁଶାସନ ଆସୁଛି। ଏଣୁ ଏହାକୁ ଶ୍ରଦ୍ଧାର ସହ…