Browsing Category

Culture

ସିବିସି ଭୁବନେଶ୍ୱର ପକ୍ଷରୁ ଖୋର୍ଦ୍ଧାଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମ ଆୟୋଜିତ

ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କର 150ତମ ଜନ୍ମବାର୍ଷିକୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି), ଭୁବନେଶ୍ୱର ପକ୍ଷରୁ  ଲୋକସମ୍ପର୍କ କାର୍ଯ୍ୟକ୍ରମ ଖୋର୍ଦ୍ଧାସ୍ଥିତ ଜୟୀରାଜଗୁରୁ ଟାଉନହଲ୍‌…

ପଞ୍ଚୁକ ପାଇଁ ଆଜି ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ପଞ୍ଚୁକ ପାଇଁ ଆଜି ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ବିଶେଷ କରି କଟକର ଧବଳେଶ୍ବର ଶୈବପୀଠ ଓ ଭଦ୍ରକଜିଲ୍ଲା ଆରଡ଼ିର ଆଖଣ୍ଡଳମଣି ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଛି। ଏହାଛଡ଼ା ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ବି ଦେଖିବାକୁ ମିଳିଛି। ଭିଡ଼ ଯୋଗୁଁ…

ଆଜି ଅଁଳା ନବମୀ, ରାଧା ପାଦ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ଆଜି ଅଁଳା ନବମୀ । ଚଳଚଞ୍ଚଳ ସାକ୍ଷୀଗୋପାଳ। ଅଁଳା ନବମୀରେ ରାଧା ପାଦ ଦର୍ଶନ ପାଇଁ ରାତି ୩ଟାରୁ ଭକ୍ତଙ୍କ ଭିଡ଼। ଲାଗିଛି । ଆଜି ମା’ ରାଧାରାଣୀ ଓଡ଼ିଆଣୀ ବେଶରେ ବାଙ୍କ ଚାହାଣିରେ ଦର୍ଶନ ଦେଉଛନ୍ତି। ସେହିପରି ପ୍ରଭୁ ସାକ୍ଷୀଗୋପାଳଙ୍କୁ ନଟବର ବେଶରେ ଦର୍ଶନ କରୁଛନ୍ତି ସାଧାରଣ ଭକ୍ତ । ମନ୍ଦିର…

ବିବାଦର ଗୋଟିଏ ଦିନ ପରେ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ

ବିବାଦର ଗୋଟିଏ ଦିନ ପରେ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ ହୋଇଛି। ଗୁରୁବାର ସକାଳୁ ମଙ୍ଗଳ ଆଳତୀ ଅବକାଶ ସରିଛି। କିଛି ସମୟ ଭିତରେ କୋଠ ଭୋଗ ପ୍ରକ୍ରିୟା ଆରମ୍ଭ ହେବ ବୋଲି ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତିଙ୍କ ସୂଚନା ଦେଇଛନ୍ତି। ଏକାମ୍ର…

ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ନୂଆ ବାଲିଯାତ୍ରା ପଡିଆ ଠାରେ ଆୟୋଜିତ ଛଠ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ଏହି ଅବସରରେ ଓଡ଼ିଶା ସରକାର ଭାଇଚାରା, ସୌହାର୍ଦ୍ଦ୍ୟ ଓ ସାଂସ୍କୃତିକ ଏକତାର ପରମ୍ପରାକୁ ଶକ୍ତିଶାଳୀ କରିବା ପାଇଁ ପ୍ରତିବଦ୍ଧ ଏବଂ ଓଡ଼ିଶାରେ ଛଟ…

ଆଜି ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବଡ଼ଠାକୁର

କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଶ୍ରୀମନ୍ଦିରରେ ଦାରୁ ବିଗ୍ରହଙ୍କ ଅବକାଶ ନୀତି ସମ୍ପନ୍ନ ହେବା ପରେ ବଡ ଠାକୁରଙ୍କ ହରିହର ବେଶ ଆରମ୍ଭ ହେବ । ସେବକମାନେ ବଡ ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ…

ମା’ ଭଦ୍ରକାଳୀଙ୍କ ଚାଲିଛି ପୂଜାର୍ଚ୍ଚନା, ଦ୍ବିତୀୟ ଦିନରେ  ସପ୍ତମାତୃକା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି…

 ଭଦ୍ରକ, ବୀରଗୋବିନ୍ଦପୁର, ଯାଜପୁର, ନିଆଳି,ନବରଙ୍ଗପୁର ହେଉଛି ରାଜ୍ୟର ପ୍ରମୁଖ  ପୀଠରେ ମହାକାଳୀ ପୂଜା । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା' ଭଦ୍ରକାଳୀଙ୍କ ଚାଲିଛି ପୂଜାର୍ଚ୍ଚନା । ଆଜି ଦ୍ବିତୀୟ ଦିନରେ  ସପ୍ତମାତୃକା ବେଶରେ ମା ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଆଜିର ଦିନରେ ମାଙ୍କୁ ଦର୍ଶନ…

ଆଜି ଆଲୋକର ପର୍ବ ଦୀପାବଳି, ଟୁଇନ ସିଟିରେ ୨ ଘଣ୍ଟା ପାଇଁ ବାଣ ଫୁଟାଇବାକୁ ଅନୁମତି

ଆଜି ଆଲୋକର ପର୍ବ ଦୀପାବଳି । ଘରେ ଘରେ ଖୁସିର ମାହୋଲ। ପୁଣି ଆଜି ଦୀପାବଳି ପାଳନ ହେବା ସହ  ପୟାଶ୍ରାଦ୍ଧ ପାଳନ ହେଉଛି । ବଡ଼ବଡୁଆ ଡାକରେ ଏବେ କମ୍ପୁଛି ପୁରୀ ବଡ଼ଦାଣ୍ଡ । ଏଥିପାଇଁ ପୁରୀରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକୁଛନ୍ତି…

ଆଜି ପବିତ୍ର ଧନତେରାସ

ଆଜି ପବିତ୍ର ଧନତେରାସ । କାର୍ତ୍ତିକ ମାସ କୃଷ୍ଣପକ୍ଷ ତ୍ରୋୟୋଦଶୀ ତିଥିରେ ଧନତେରାସ ପାଳିତ ହେଉଛି । ଧନତେରାସକୁ ହିନ୍ଦୁ ପରମ୍ପରାରେ ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ ବୋଲି ବିଚାର କରାଯାଏ । ଧାର୍ମିକ ମାନ୍ୟତା ଅନୁସାରେ ନୂଆ ବାସନ, ସୁନା, ଧନିଆ, ଝାଡୁ, ଲକ୍ଷ୍ମୀ-ଗଣେଶଙ୍କ…

ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା

ଆସୁଛି ଦୀପାବଳି  । ପାର୍ବଣ୍ୟ ଋତୁରେ ବାଣ ଫୁଟିବ ନିଶ୍ଚୟ । ତେବେ ଏହା ପୂର୍ବରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟେଇବା ଲାଗି ସମୟ ବି ନିର୍ଦ୍ଧାରିତ ହୋଇଛି। ଏଥର କେବଳ ରାତି ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା।…