Trending
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
Browsing Category
Culture
ବଡୁ ନିଯୋଗ ଓ ସୁଆର ନିଯୋଗ ମଧ୍ୟରେ ବିବାଦ ଲାଗି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ପୁଣି ବନ୍ଦ,ଥାନାରେ ପହଞ୍ଚିଛି…
ଲିଙ୍ଗରାଜ ମନ୍ଦିରରେ ପୁଣି ନୀତି ବନ୍ଦ । ବଡୁ ନିଯୋଗ ଓ ସୁଆର ନିଯୋଗ ମଧ୍ୟରେ ବିବାଦ ଲାଗି ମହାପ୍ରଭୁଙ୍କର ନୀତି ପୁଣି ବନ୍ଦ ହୋଇଛି । ସକାଳ ୯ଟା ପରଠାରୁ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି । ଏବେ ଗର୍ଭଗୃହରେ ଘଟିଥିବା ବିବାଦ, ଥାନାରେ ପହଞ୍ଚିଛି।
ସୋମବାର ସକାଳ ସମୟରେ…
ଆଜି ପ୍ରଭୁ ଯୀଶୁଙ୍କ ବଳିଦାନର ଦିନ ପବିତ୍ର ଗୁଡ୍ ଫ୍ରାଇଡେ
ଆଜି ପବିତ୍ର ଗୁଡ୍ ଫ୍ରାଇଡେ । ପ୍ରଭୁ ଯୀଶୁଙ୍କ ବଳିଦାନର ଦିନ। ଇଷ୍ଟର ସଣ୍ଡେ ପୂର୍ବରୁ ଆସୁଥିବା ଶୁକ୍ରବାରକୁ ଗୁଡ୍ ଫ୍ରାଇଡେ କୁହାଯାଏ। ଏହି ଦିନ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ କ୍ରୁଶରେ ଚଢ଼ାଯାଇଥିଲା। ଖ୍ରୀଷ୍ଟଧର୍ମାବଲମ୍ବୀମାନଙ୍କ ପାଇଁ ଏହା ଏକ ଅତ୍ୟନ୍ତ ପବିତ୍ର ଓ ଶୋକର ଦିନ। ଖ୍ରୀଷ୍ଟ…
ଆସନ୍ତା ୨୦ତାରିଖ ଅକ୍ଷୟ ତୃତୀୟା,ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ଚନ୍ଦନଯାତ୍ରା
ଆସନ୍ତା ୨୦ତାରିଖ ଅକ୍ଷୟ ତୃତୀୟା । ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ଚନ୍ଦନଯାତ୍ରା। ଗତବର୍ଷ ଚନ୍ଦନଯାତ୍ରା ପରେ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା,ଭଦ୍ରା ଏବଂ ବୈଜଯନ୍ତ୍ରୀ ନାମକ ୫ଟି ଡଙ୍ଗାକୁ ଭୋଇ ସେବାୟତ ମାନଙ୍କ ଦ୍ୱାରା ଉଦ୍ଧାର କରାଯ଼ାଇଛି । ଶାସ୍ତ୍ର ଅନୁସାରେ…
ଆଜି ଚୈତ୍ରମାସ ଚତୁର୍ଥ ମଙ୍ଗଳବାର,ମାଆ ରାଜରାଜେଶ୍ବରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ମଙ୍ଗଳା
ଆଜି ହେଉଛି କାକଟପୁର ବାସିନୀ ମା ମଙ୍ଗଳାଙ୍କ ଚୈତ୍ରମାସ ଚତୁର୍ଥ ମଙ୍ଗଳବାର ପାଳିଯାତ୍ରା । ଆଜି ମାଆ ରାଜରାଜେଶ୍ବରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଏଥିପାଇଁ ମଙ୍ଗଳା ମନ୍ଦିରରେ ଆଜି ମା ମଙ୍ଗଳାଙ୍କ ନୀତିକାନ୍ତି ସହ ପୂଜା ଚାଲିଛି । ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏହି କମଣୀୟ ବେଶକୁ…
ଏପ୍ରିଲ ୨ରେ ପାଳନ କରାଯିବ ହନୁମାନ ଜୟନ୍ତୀ
ପ୍ରତିବର୍ଷ, ଚୈତ୍ର ମାସର ପୂର୍ଣ୍ଣିମା ତିଥିରେ ହନୁମାନ ଜୟନ୍ତୀ ପାଳନ କରାଯାଏ। ବିଶ୍ୱାସ କରାଯାଏ ଯେ ଭଗବାନ ହନୁମାନ ଏହି ଦିନରେ ଜନ୍ମ ହୋଇଥିଲେ। ଏହି କାରଣରୁ ଚୈତ୍ର ପୂର୍ଣ୍ଣିମାରେ ହନୁମାନଙ୍କ ଜନ୍ମୋତ୍ସବ ମହା ଆଡମ୍ବର ଏବଂ ଉତ୍ସାହର ସହିତ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ଭଗବାନ…
ଶ୍ରୀରାମ ନବମୀ ତିଥିରୁ ଆରମ୍ଭ ହୋଇଛି ଶ୍ରୀକ୍ଷେତ୍ରର ଅନନ୍ୟ ପରମ୍ପରା ସାହିଯାତ
ଶ୍ରୀରାମ ନବମୀ ତିଥିରୁ ଆରମ୍ଭ ହୋଇଛି ଶ୍ରୀକ୍ଷେତ୍ରର ଅନନ୍ୟ ପରମ୍ପରା ସାହିଯାତ । ଶ୍ରୀମନ୍ଦିର ରୀତିନୀତି ସହିତ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ । ଏହା ହେଉଛି ଭାଇଚାରାର ପ୍ରତୀକ । ଗୋଟିଏ ସାହିରୁ ଅନ୍ୟ ଏକ ବନ୍ଧୁ ସାହିକୁ ସାହି ଯାତ ବାହାରିଥାଏ । ଏଣୁ…
ଆଜି ପବିତ୍ର ଶ୍ରୀରାମନବମୀ ,ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ
ଆଜି ପବିତ୍ର ଶ୍ରୀରାମନବମୀ । ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ । ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ହୋଇଥାଏ । ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହେବ । ତେଵେ ମହାପ୍ରଭୁ…
ଏକାମ୍ର କ୍ଷେତ୍ରର ରଥଦାଣ୍ଡରେ ଗଡ଼ିଲା ଅଣଲେଉଟା ରୁକୁଣା ରଥ
ଆଜି ପବିତ୍ର ଅଶୋକାଷ୍ଟମୀ । ଏକାମ୍ର କ୍ଷେତ୍ରର ରଥଦାଣ୍ଡରେ ଗଡ଼ିଲା ଅଣଲେଉଟା ରୁକୁଣା ରଥ । ରଥରେ ଦର୍ଶନ ଦେବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ତାଙ୍କ ସହ ରଥରେ ବିରାଜିଛନ୍ତି ଶକ୍ତିସ୍ବରୂପିଣୀ ମା’ ରୁକ୍ମିଣୀ ଓ ପ୍ରଭୁ ବାସୁଦେବ । ଲକ୍ଷଲକ୍ଷ ଭକ୍ତଙ୍କ ସମାବେଶରେ ଉଛୁଳି ଉଠୁଛି ରଥଦାଣ୍ଡ ।…
ଆଜି ଅଶୋକାଷ୍ଟମୀ,ଗଡ଼ିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ
ଆଜି ଅଶୋକାଷ୍ଟମୀ, ଗଡ଼ିବ ରୁକୁଣା ରଥ। ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଲିଙ୍ଗରାଜଙ୍କ ଅପେକ୍ଷାରେ ରହିଛି ରଥ। ରଥରେ ବିରାଜିବେ ମା’ରୁକ୍ମିଣୀ ଓ ପ୍ରଭୁ ବାସୁଦେବ। ଶ୍ରଦ୍ଧାଳୁମାନେ ସେହି ମୁହୂର୍ତ୍ତକୁ ଚାହିଁ ରହିଛନ୍ତି କେତେବେଳେ ଏକାମ୍ର ଅଧିପତି ମନ୍ଦିରରୁ ବାହାରି ରଥରେ…
ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି
ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ହେବ । ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ଗଣତିମଣତି ବେଳେ ଫଟୋଗ୍ରାଫି, ଭିଡିଓଗ୍ରାଫି ସହ ଥ୍ରୀ-ଡି ମ୍ୟାପିଂ କରାଯିବ । ଫଳରେ ଏଥିରେ ରହିବ ସ୍ୱଚ୍ଛତା । ମହାପ୍ରଭୁଙ୍କ ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ନିୟମ ହୋଇଛି ।…