Trending
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
Browsing Category
Culture
ବାଲୁକା କଳା ମାଧ୍ୟମରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା
ମେଟ୍ରୋ ଟିଭି ଓଡିଶା,୨୬/୧ : ବାଲୁକାରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା । ଅନ୍ତର୍ଜାତୀୟ ବାଲୁକା କଳା ଶିଳ୍ପୀ ମାନସ ସାହୁ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ।
୭୩ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସେ ବାଲୁକା କଳାରେ ଇଣ୍ଡିଆ ଗେଟର ନିର୍ମାଣ କରିଛନ୍ତି । ଇଣ୍ଡିଆ!-->!-->!-->…
ପ୍ରଥମଥର ପାଇଁ ବିଳମ୍ବରେ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ
ମେଟ୍ରୋ ଟିଭି ଓଡିଶା,୧୯/୧: ଗଣତନ୍ତ୍ର ଦିବସ ପରେଡ ସର୍ବଦା ଗୋଟିଏ ବା ଅନ୍ୟ ଅର୍ଥରେ ସ୍ୱତନ୍ତ୍ର । ପ୍ରତିବର୍ଷ ଏକ ନୂତନ ଆର୍କଷଣ ଆସେ ଏହି ପ୍ୟାରେଡ ବା ଏହି ଦିନରେ । କାଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ସାରା ଭାରତ ଏହି ଦିନଟିକୁ ଅତି ଆନନ୍ଦ ସହ ପାଳିଥାନ୍ତି । ଦେଶକୁ ସ୍ୱାଧିନ!-->!-->!-->…
ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ଶ୍ରୀଜିଉଙ୍କ ସୁନାବେଶ
ମେଟ୍ରୋ ଟିଭି ଓଡିଶା,୧୭/୧: ଆଜି ପୌଷ ପୂର୍ଣ୍ଣିମାରେ ପ୍ରଭୁ ଜଗନ୍ନାଥଙ୍କ ନିତ୍ୟ ପୂଜାପରେ ନୂତନବସ୍ତ୍ର, ଭୂଷଣ ଓ ଗନ୍ଧ ପୁଷ୍ପାଦି ଦ୍ୱାରା ଠାକୁରଙ୍କୁ ବେଶ କରାଇ ଯାତ୍ରା ମଣ୍ଡପକୁ ନିଆଯାଏ ।ଶ୍ରୀଜିଉଙ୍କ ପୁଷ୍ପାଭିଷେକ ନୀତି ଅନୁଷ୍ଠିତ ହେବ । ସେଠାରେ ବରୁଣ ପୂଜା, ସ୍ୱସ୍ତିବାଚନ,!-->!-->!-->…
ସେନା ଦିବସରେ ବର୍ଡରରେ ଉଡିଲା ଖଦି ତ୍ରିରଙ୍ଗା
ମେଟ୍ରୋ ଟିଭି ଓଡିଶା,୧୬/୧: ଗତକାଲି ସାରା ଦେଶରେ ପାଳନ ହେଉଥିଲା ଭାରତୀୟ ସେନା ଦିବସ । ଏହି ସମୟରେ ରାଜସ୍ଥାନର ଜେସଲମେରରେ ୨୨୫ ଫୁଟ ଲମ୍ବା ଏବଂ ୧୫୦ ଫୁଟ ଚଉଡ଼ାର ତ୍ରିରଙ୍ଗା ଉଡୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା । ସବୁଠୁ ବଡ଼ କଥା ହେଉଛି ଏହା ଦେଶର ୩ୟ ବୃହତ୍ତମ ଖଦି ତ୍ରିରଙ୍ଗା ।!-->!-->!-->…