Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Culture
ଆଜିଠୁ ବାବା ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
ଆଜିଠୁ ବାବା ଧବଳେଶ୍ୱରଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଅସ୍ଥାୟୀ ରାସ୍ତାରେ ଚାଲିଚାଲି ଯାଇ ଶ୍ରଦ୍ଧାଳୁମାନେ ବାବାଙ୍କ ଦର୍ଶନ କରିପାରିବେ । ତେବେ ଆସନ୍ତା ମକର ସଂକ୍ରାନ୍ତିଠାରୁ ପୀଠ ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିଲା । ହେଲେ ଅସ୍ଥାୟୀ ରାସ୍ତାକାମ ଶୀଘ୍ର ସରିଯାଇଥିବା ବେଳେ ଆଗୁଆ…
ସହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମହାମହିମ ରାଷ୍ଟ୍ରପତି
୭୬ତମ ସ୍ୱାଧୀନତା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୱାର ମେମୋରିଆଲରେ ପହଞ୍ଚି ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି । ରାଷ୍ଟ୍ରପତିଙ୍କ ସହ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ୩ ସେନାର ମୁଖ୍ୟ ମଧ୍ୟ ଏଠାରେ ପହଞ୍ଚି ବୀର ଜବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ।ଏହା!-->…
ଆଜି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ୍
ପୂଜା ପଣ୍ଡା ଓ ବଡୁ ନିଯୋଗ ଆଲୋଚନା ପରେ ବାହାରିଲା ସମାଧାନର ରାସ୍ତା। ଆଜି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ ଚାଲିଛି । ଭୋରରୁ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହୋଇଛି । ପୂଜା ପଣ୍ଡା ଓ ବଡୁ ନିଯୋଗର ବିବାଦ ଯୋଗୁ ୨ ଦିନ ଧରି ଅଖିଆ ଓ ଅପୂଜା ଥିଲେ!-->…
ଶୈବପୀଠ ଗୁଡ଼ିକରେ ଜଳଲାଗି ପାଇଁ କାଉଡିଆଙ୍କ ଲମ୍ବା ଲାଇନ୍
ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବ ମନ୍ଦିର । ଲିଙ୍ଗରାଜ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା । ରସଲଗଡ଼ ଠାରୁ ଶୈବଭକ୍ତଙ୍କ ଲମ୍ବାଲାଇନ ଆଜି ସକାଳୁ ଦେଖିବାକୁ ମିଳିଥିଲା । ସେହିପରି ଆଠଗଡର ବାବା ଧବଳେଶ୍ୱରଙ୍କ ପୀଠରେ!-->…
ଆଜି ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳାଭିଷେକ କଲେ ଶ୍ରଦ୍ଧାଳୁ
ଶ୍ରାବଣ ମାସର ପ୍ରଥମ ସୋମବାରେ ଶିବଙ୍କ ଠାରେ ଜଳଲାଗି କରିଛନ୍ତି ହଜାର ହଜାର ଶିବଭକ୍ତ । ବାବା ଧବଳେଶ୍ବରଙ୍କ ପୀଠରେ ଶିବଙ୍କ ପୂଜାର୍ଚ୍ଚନା କରି ମନସ୍କାମନା ପୂରଣ ପାଇଁ ଭକ୍ତମାନେ ଜଳାଭିଷେକ କରିଛନ୍ତି । ସେହିପରି ଲିଙ୍ଗରାଜ ମନ୍ଦିରରେ ଭକ୍ତମାନେ ସକାଳୁ ଧାଡିରେ ଯାଇ ଜଳାଭିଷେକ!-->…
ସିଂହଦ୍ବାରରେ ଲାଗିଲା ବଡ଼ ଠାକୁରଙ୍କ ରଥ
ବଡ଼ ଦାଣ୍ଡରେ ଚାଲିଛି ରଥଟଣା । ଗୁଣ୍ଡିଚାମନ୍ଦିରରୁ ଶ୍ରୀମନ୍ଦିର ଯାଉଛନ୍ତି ମହାପ୍ରଭୁ । ପ୍ରଥମେ ବଡ଼ ଠାକୁରଙ୍କ ରଥକୁ ଶ୍ରଦ୍ଧାଳୁମାନେ ଟାଣିନେଇଛନ୍ତି ଶ୍ରୀମନ୍ଦିର ପର୍ଯ୍ୟନ୍ତ । ମା ଶୁଭଦ୍ରାଙ୍କ ରଥ ଅଧାବାଟରେ ରହିଛି । ସେପଟେ ପ୍ରଭୁ ଜଗନ୍ନାଥଙ୍କ ରଥ ମଧ୍ୟ ଟଣାଯାଉଛି । ତିନି ରଥରେ!-->…
ବିବାଦୀୟ ‘କାଳୀ’ ପୋଷ୍ଟର୍ ପାଇଁ କ୍ଷମାପ୍ରାର୍ଥନା କଲା କାନଡା ସଂଗ୍ରହାଳୟ
ମେଟ୍ରୋ ଟିଭି ଓଡ଼ିଶା ବ୍ୟୁରୋ: ଚଳଚ୍ଚିତ୍ର ନିର୍ମାତ୍ରୀ ଲୀନା ମଣିମେକଲାଇଙ୍କ ନିର୍ଦେଶିତ ଏକ ପ୍ରାମାଣିକ ଚଳଚ୍ଚିତ୍ରର ପୋଷ୍ଟର ସାମାଜିକ ଗଣମାଧ୍ୟମରେ ତୀବ୍ର ସମାଲୋଚନାର ସରବ୍ୟ ହେବା ପରେ ବିବାଦୀୟ ପୋଷ୍ଟର ପାଇଁ କ୍ଷମା ପ୍ରାର୍ଥନା କରିଛି କାନାନା ସଂଗ୍ରହାଳୟ । ‘ଅଣ୍ଡର୍!-->!-->!-->!-->!-->…