Trending
- ଗୁଜରାଟରେ ବଡ଼ ଧରଣର ରାଜନୈତିକ ହଲଚଲ୍, ଇସ୍ତଫା ଦେଇଦେଲେ ସବୁ ମନ୍ତ୍ରୀ
- ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪୪ଜଣ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ କରିଛି ଜେଡିୟୁ
- ବିଜୟ ସଂକଳ୍ପ ସମାବେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ରାଜ୍ୟ ସରକାର
- ୭୯ ବର୍ଷରେ ପାଦ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
- କାହିଁକି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜେଡ଼ି
- ମ୍ୟାଥ୍ସ ଜିନିୟସ୍ 2025ରେ ସଫଳତା ହାସଲ କଲେ ଭାରତୀ ବିଦ୍ୟାମନ୍ଦିର ଛାତ୍ର ସାଇ ସମର୍ଥ ସାହୁ
- ସ୍ନେହାଙ୍ଗିନୀ ଛୁରିଆ ହେବେ ବିଜେଡି ପ୍ରାର୍ଥୀ
- ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି
- ୫୭ ଆସନ ପାଇଁ ଜେଡିୟୁର ପ୍ରାର୍ଥୀ ଘୋଷଣା
- ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍
Browsing Category
Defence
News related to Ministry of Defence (GOI)
ସୁରକ୍ଷା ବାହିନୀଙ୍କ ଗୁଳିରେ ଆତଙ୍କବାଦୀ ନିହତ
ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଖବର ରହିଛି। କୁହାଯାଉଛି ଯେ ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସମ୍ପ୍ରତି ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି। ବୁଧବାର ସକାଳେ କୁପୱାରାର ଲୋଲାବର…
ଫାଇଟର ଜେଟ ମିଗ-୨୯ ଦୁର୍ଘଟଣାଗ୍ରସ୍ତ
ଉତ୍ତରପ୍ରଦେଶର ଆଗ୍ରାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଆଗ୍ରା ନିକଟରେ ଖସିପଡ଼ିଥିଲା ମିଗ-୨୯ ବିମାନ। ମିଗ-୨୯ରେ ଥିବା ପାଇଲଟ ପାରାଚ୍ୟୁଟ ଯୋଗେ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ପଞ୍ଜାବ-ଆଦମପୁରରୁ ଆଗ୍ରା ଯାଉଥିଲା ଏହି ଫାଇଟର ଜେଟ। ବିମାନରେ ପାଇଲଟଙ୍କ ସମେତ ୨ଜଣ ଉପସ୍ଥିତ ଥିଲେ।
ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ- ସୁରକ୍ଷାବାହିନୀ ମୁହାଁମୁହିଁ
ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ- ସୁରକ୍ଷାବାହିନୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି । କିଛି ଦିନ ହେଲା ଆତଙ୍କବାଦୀ ମାତିଛନ୍ତି । ସୁରକ୍ଷାକର୍ମୀ ଉପରକୁ ଆକ୍ରମଣ ବୃଦ୍ଧି ପାଉଛି। ଗତ ସପ୍ତାହ ହେଲା ଶ୍ରୀନଗରରେ ଅନେକ ଗ୍ରେନେଡ୍ ଆକ୍ରମଣ ହୋଇସାରିଲାଣି । ଆକ୍ରମଣକାରୀଙ୍କୁ ଧରିବା…
ଜମ୍ମୁ କାଶ୍ମୀରରେ ୨ଆତଙ୍କୀଙ୍କୁ ନିପାତ କଲା ସେନା
ଜମ୍ମୁ କାଶ୍ମୀରର ଅନନ୍ତନାଗରେ ସୁରକ୍ଷା ବଳର ଗୁଳିରେ ୨ ଆତଙ୍କୀ ନିପାତ ହୋଇଛନ୍ତି। ଆଜି ସକାଳେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ସାମ୍ନା ସାମନି ଗୁଳିଚଳନା ପରେ ସେନା ଗୁଳିରେ ଏହି ୨ ଆତଙ୍କୀ ନିପାତ ହୋଇଛନ୍ତି। ଅନନ୍ତନାଗରେ ଏହି ସ୍ଥାନରେ ଆତଙ୍କବାଦୀ ଲୁଚି ରହିଥିବାର ସୂଚନା ମିଳିବା…
ଜମ୍ମୁ-କାଶ୍ମୀରରେ ପୁଣିଥରେ ଆତଙ୍କବାଦୀଙ୍କ ବର୍ବରତା କାଣ୍ଡ
ଦୀପାବଳି ପରେ ପରେ ଜମ୍ମୁ-କାଶ୍ମୀରରେ ପୁଣିଥରେ ଆତଙ୍କବାଦୀଙ୍କ ବର୍ବରତା । ବଡଗାମରେ ଦୁଇଜଣ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରିଛନ୍ତି ଆତଙ୍କୀ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତଙ୍କ ନାମ ଉସମାନ ଏବଂ ସଞ୍ଜୟ, ଉଭୟ ଉତ୍ତରପ୍ରଦେଶର ବୋଲି ଜଣାପଡ଼ିଛି ।…
ଭାରତ-ଚୀନ୍ ସୀମାରେ ସେନା ପ୍ରତ୍ୟାହାର ଶେଷ
ଭାରତ-ଚୀନ୍ ସୀମାରେ ବିବାଦୀୟ ଅଂଚଳରୁ ଉଭୟ ଦେଶର ସେନା ପ୍ରତ୍ୟାହାର ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିବା ବେଳେ ଡେପ୍ସାଙ୍ଗ ଓ ଡେମ୍ଚୋକରୁ ସେନା ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇଛି। ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପୂର୍ବ ଲଦାଖର ଡେପ୍ସାଙ୍ଗ ଓ ଡେମ୍ଚୋକ ଅଞ୍ଚଳରୁ…
ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ
ଜମ୍ମୁ କଶ୍ମୀରର LOC ନିକଟରେ ଆତଙ୍କବାଦୀମାନେ ସେନା ଗାଡିକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ଦୁଇ ଯବାନ ଶହୀଦ ହୋଇଥିବାବେଳେ ସେନାରେ କାର୍ଯ୍ୟ କରୁଥିବା ଦୁଇଜଣ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ହୋଇଛି ଓ ଦୁଇ ଯବାନ ଆହତ ହୋଇଛନ୍ତି।
ଏହି ଆକ୍ରମଣକୁ ନେଇ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ…
ଜାମ୍ମୁ କାଶ୍ମୀରରେ ଆତଙ୍କୀଙ୍କ ଗୁଳିରେ ଜଣେ ଡାକ୍ତରଙ୍କ ସମେତ ୭ ମୃତ
ଜାମ୍ମୁ କାଶ୍ମୀର ଗନ୍ଦେରବାଲ ଆତଙ୍କୀଙ୍କ ଗୁଳିରେ ଜଣେ ଡାକ୍ତରଙ୍କ ସହ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୋନାମାର୍ଗ ଅଞ୍ଚଳରେ ଏକ ଟନ୍ନେଲ କାର୍ଯ୍ୟ ଚାଲି ଥିବାବେଳେ ଆଖିବୁଜା ଗୁଳିମାଡ଼ କରିଥିଲେ ଆତଙ୍କବାଦୀ। ସେନା ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଛି। କାଶ୍ମୀର ଆଇଜି ପୁଲିସ ଭି.କେ…
IED ବିସ୍ଫୋରଣରେ ଦୁଇ ITBP ଯବାନ ସହିଦ
ଓଡିଶା ସୀମାନ୍ତ ନାରାୟଣପୁର ଜିଲ୍ଲାରେ IED ବିସ୍ଫୋରଣରେ ଦୁଇ ITBP ଯବାନ ସହିଦ। ନକ୍ସଲ ଆକ୍ରମଣରେ ଆଉ ଦୁଇ ଯବାନ ଆହତ ହୋଇଛନ୍ତିITBP, BSF ଏବଂ DRG ର ମିଳିତ ଟିମ ଅପରେସନରୁ ଫେରୁଥିବାବେଳେ ହୋଇଥିଲା ବିସ୍ଫୋରଣ। ନକ୍ସଲଙ୍କୁ ଦୃଢ଼ ଜବାବ ଦେବାକୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି |
ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଗୁଳିରେ ଜଣେ ଅଣ-ସ୍ଥାନୀୟ ମୃତ
ଜମ୍ମୁ କଶ୍ମୀରର ଜେନାପୋରା ସୋପିଆନ୍ ଅଞ୍ଚଳରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସଂପୃକ୍ତ ଅଞ୍ଚଳରେ ଜଣେ ଅଣ-ସ୍ଥାନୀୟ ଲୋକ ଆତଙ୍କବାଦୀଙ୍କ ଦ୍ୱାରା ଗୁଳି ମାଡ଼ର ଶିକାର ହୋଇଛନ୍ତି। ଆତଙ୍କବାଦୀଙ୍କ ଗୁଳିମାଡ଼ ଅଣ-ସ୍ଥାନୀୟ ବ୍ୟକ୍ତିଙ୍କ ଶରୀରରେ ବାଜିବା ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି।…