Browsing Category

Defence

News related to Ministry of Defence (GOI)

ଆଜିଠୁ ଅଭୟାରଣ୍ୟ ଭିତରେ ଆରମ୍ଭ ହେବ ସିଆରପିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ୍

ଶିକାରୀ ଓ କାଠ ମାଫିଆ ମୁକ୍ତ ହେବ ଚନ୍ଦକା-ଡମପଡା ଅଭୟାରଣ୍ୟ।  ଆଜିଠୁ ଅଭୟାରଣ୍ୟ ଭିତରେ ଆରମ୍ଭ ହେବ ସିଆରପିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ୍। କମ୍ବିଂରେ ସାମିଲ ହୋଇଛନ୍ତି ୪୫୦ ସିଆରପିଏଫ୍ ଯବାନ।  ୧୨ ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ।  ଦିନକୁ ଦିନ ଚନ୍ଦକା-ଡମପଡା ଅଭୟାରଣ୍ୟରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଓ…

ପ୍ରତିରକ୍ଷା ପାଇଁ ୪.୫୪ ଲକ୍ଷ କୋଟି

ଆଜି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ସାଧାରଣ ବଜେଟ ୨୦୨୪ ଜାରି କରିଛନ୍ତି । ସରକାରଙ୍କ ପ୍ରତିରକ୍ଷା ବଜେଟରେ ଦୁଇଟି ବିଷୟ ଉପରେ ଗୁରୁତ୍ବ ଦିଆଯାଇଛି । ସେଗୁଡ଼ିକ ହେଲା ପ୍ରତିରକ୍ଷା ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ଓ ରପ୍ତାନି କରିବା । ପ୍ରତିରକ୍ଷା ବଜେଟର ପ୍ରାୟ ୨୮…

ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ସରକାରୀ ଚାକିରିରେ ଅଗ୍ନିବୀର କର୍ମଚାରୀଙ୍କୁ ୧୦ ପ୍ରତିଶତ ସଂରକ୍ଷଣ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସଇନି ଘୋଷଣା କରିଛନ୍ତି। ଗ୍ରୁପ ସିରେ ୧୦ ପ୍ରତିଶତ ସଂରକ୍ଷଣ ଦିଆଯିବ। ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ମଧ୍ୟ ବିନା ସୁଧରେ ଉପଲବ୍ଧ ହେବ।ହରିୟାଣାରେ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ହେବାକୁ…

ଭାରତୀୟ ସେନାରେ ସାମିଲ ହେବ ‘ଯୋରାବର୍’

ଭାରତୀୟ ସେନାରେ ସାମିଲ ହୋଇଛି ଅତ୍ୟାଧୁନିକ ଟ୍ୟାଙ୍କ୍ ‘ଯୋରାବର୍’ । ଏହି ଡ୍ରୋନକୁ ଡିଆରଡିଓ ବିକଶିତ କରିଛି । ଖାସକରି ପୂର୍ବ ଲଦାଖରେ ଭାରତୀୟ ସେନାର ଆବଶ୍ୟକତାକୁ ପୂରା କରିବା ପାଇଁ ଏହି ଟ୍ୟାଙ୍କକୁ ବିକଶିତ କରିଛି ଡିଆରଡିଓ । ଏଲଏସିରେ ଭାରତ ଚୀନ ମଧ୍ୟରେ ବଢୁଥିବା ତିକ୍ତତାକୁ ଦୃଷ୍ଟିରେ…

ଓଡ଼ିଆ ପୁଅଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାହସିକତା ଏବଂ ବିରତ୍ୱ ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନ କରିଛନ୍ତି।୨୦୨୩ ମାର୍ଚ୍ଚ ୧୨ ତାରିଖ। ଓଏନ୍‌ଜିସି, ଇନ୍ଧନ ଉତ୍ପାଦନ ସଂରକ୍ଷଣ ଓ ଅଫଲୋଡିଂ ଜାହାଜରେ ଅପରେଶନାଲ…

ଭାରତୀୟ ସେନାର ଶକ୍ତି ବଢାଇବ ଓଡିଶାର ସ୍ୱତନ୍ତ୍ର ଡ୍ରୋନ ବନଭି ଏରୋ

ମରୁଭୁମିଠାରୁ ଆରମ୍ଭ କରି ବରଫାବୃତ୍ତ ଅଞ୍ଚଳରେ ଜାଗ୍ରତ ପ୍ରହରୀ ହୋଇ ଦାୟିତ୍ୱ ତୁଲାଉଛନ୍ତି ଭାରତୀୟ ସୈନିକ । ଖାଦ୍ୟଠାରୁ ଆରମ୍ଭ କରି ଅସ୍ତ୍ର ଶସ୍ତ୍ର ସବୁ ପାହାଡକୁ ନେବାରେ ହୁଏ ଅନେକ ସମସ୍ୟା । କିନ୍ତୁ ଏବେ ଏହି ସମସ୍ୟାକୁ ଦୁର କରିବ ସ୍ୱତନ୍ତ୍ର ଡ୍ରୋନ ବନଭି ଏରୋ । ଓଡିଶାରେ ତିଆରି…

ଅଭ୍ୟାସ ବେଳେ ଭାସିଗଲା ସେନା ଟ୍ୟାଙ୍କ , ସହିଦ ହେଲେ ଯବାନ

ଲଦାଖରେ ଭାରତୀୟ ସେନା ବଡ ଦୁର୍ଘଟଣାର ସାମ୍ନା କରିଛି । ଦୌଲତବେଗ ଓଲ୍ଡି ଅଞ୍ଚଳରେ ସେନାର ଯବାନ ଟ୍ୟାଙ୍କ ଅଭ୍ୟାସ କରୁଥିବା ବେଳେ ନଦୀରେ ଅଚାନକ ଜଳସ୍ତର ବଢିଥିଲା । ଜଳସ୍ତର ବଢିବା କାରଣରୁ କିଛି ଟ୍ୟାଙ୍କ୍ ନଦୀରେ ଭାସି ଯାଇଛି ।  ଏହି ଦୁର୍ଘଟଣାରେ ସେନାର କିଛି ଯବାନ ସହିଦ ହୋଇଥିବା…

ଭାରତୀୟ ସେନାରେ ବମ୍ପର ନିଯୁକ୍ତି

ଭାରତୀୟ ସେନା ହାବିଲଦାର ଏବଂ ନାଏବ ସୁବେଦାର ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛି ।ଆଗ୍ରହୀ ଏବଂ ଯୋଗ୍ୟ ଦଶମ ପାସ୍ ପ୍ରାର୍ଥୀମାନେ ଅଫଲାଇନ୍ ମୋଡ୍ ରେ ଆବେଦନ କରିପାରିବେ । ଆବେଦନ କରିବାର ଶେଷ ତାରିଖ ହେଉଛି ୩୦ ସେପ୍ଟେମ୍ବର ୨୦୨୪ । ଏହି ନିଯୁକ୍ତି କୋଟା ଅଧୀନରେ…

ଆସିଲା ଭାରତୀୟ ସେନାରେ ନିଯୁକ୍ତି ସୁଯୋଗ

ଭାରତୀୟ ସେନା ପକ୍ଷରୁ ୨୦୨୪ ବର୍ଷ ପାଇଁ ହାବିଲଦାର ଏବଂ ନାଏବ ସୁବେଦାର ପଦ ପାଇଁ ନିଯୁକ୍ତି ଜାରି କରିଛି । ଏହି ଆବେଦନ ଆଜିଠାରୁ ଆରମ୍ଭ ହୋଇଯାଇଛି । ଏହି ନିଯୁକ୍ତିରେ ଉଭୟ ମହିଳା ଏବଂ ପୁରୁଷ ଆବେଦନ କରିପାରିବେ । ଆଗ୍ରହୀ ଥିବା ପ୍ରାର୍ଥୀମାନେ ଏହି ଆବେଦନକୁ ଅଫ ଲାଇନ ମାଧ୍ୟମରେ ହିଁ…