Trending
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
Browsing Category
Defence
News related to Ministry of Defence (GOI)
ଯୁଦ୍ଧ ବିମାନ ଉଡ଼ାଇବାକୁ ନେଇ ଅନୁଷ୍କା ସିଂହ ଚର୍ଚ୍ଚାରେ
ଭାରତୀୟ ବାୟୁସେନା ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି । ଫ୍ଲାଇଂ ଅଫିସର ଅନୁଷ୍କା ସିଂହ ଜଗୁଆର ଫାଇଟର ଜେଟ ସ୍କ୍ବାଡ୍ରନରେ ସ୍ଥାୟୀ ଚାକିରି ପାଇଥିବା ପ୍ରଥମ ମହିଳା ପାଇଲଟ ଭାବେ ଗୌରବ ଅର୍ଜନ କରିଛନ୍ତି ।
ଯୁଦ୍ଧ ବିମାନ ଉଡ଼ାଇବାକୁ ନେଇ ଅନୁଷ୍କା ସିଂହ ଚର୍ଚ୍ଚାର ପରିସରରେ…
LoC ନିକଟରେ ପାକିସ୍ତାନ ସେନା ପକ୍ଷରୁ ଗୁଳିମାଡ଼
ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ନିୟନ୍ତ୍ରଣ ରେଖା (LoC) ରେ ପାକିସ୍ତାନୀ ସେନା ଦ୍ୱାରା ବୁଧବାର ସନ୍ଧ୍ୟାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ପ୍ରଥମେ ପାକିସ୍ତାନୀ ଯବାନମାନେ ଗୁଳି ଚଳାଇଥିଲେ। ପରେ ଭାରତୀୟ ସେନା ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଛି। ତେବେ ପ୍ରାରମ୍ଭିକ ଭାବେ ଭାରତ…
ସେନାକୁ ଖୁବଶୀଘ୍ର ମିଳିବାକୁ ଯାଉଛି ଏକେ-୨୦୩ ଆସଲ୍ଟ ରାଇଫଲ୍
ଗତ କିଛି ଦିନ ପୂର୍ବରୁ ପ୍ରକାଶ ପାଇଥିଲା ଜିଏଫପି ପାୱାରଫାୟାର ଇଣ୍ଡେକ୍ସ ରିପୋର୍ଟ । ଏହି ରିପୋର୍ଟରେ ବିଶ୍ୱ ମହାଶକ୍ତି ତାଲିକାରେ ଭାରତ ୪ର୍ଥ ସ୍ଥାନ ବଜାୟ ରଖିଛି । କିନ୍ତୁ ପୂର୍ବ ଅପେକ୍ଷା ଭାରତର ଶକ୍ତି ବଢିଛି । ନୌସେନାରେ ଅତ୍ୟାଧୁନିକ ଯୁଦ୍ଧ ପୋତ, ଏବଂ ବାୟୁସେନାରେ ଶକ୍ତିଶାଳି…
ବାୟୁସେନା ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ପାଇଲଟ ସୁରକ୍ଷିତ
ବାୟୁସେନା ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ । ଉତ୍ତରପ୍ରଦେଶର ଶିବପୁରୀରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ । ପାଇଲଟ ସୁରକ୍ଷିତ ଥିବା କୁହାଯାଉଛି । ସ୍ଥାନୀୟ ପ୍ରଶାସନ ଦ୍ବାରା ଉଦ୍ଧାର ଚାଲିଛି । ତେବେ ଏପର୍ଯ୍ୟନ୍ତ ଦୁର୍ଘଟଣାର କାରଣ ଜଣା ପଡିନାହିଁ । ବାୟୁସେନାରେ ମିରଜା-୨୦୦୦…
୯୪୨ ଯବାନଙ୍କୁ ମିଳିବ ବୀରତା ପୁରସ୍କାର
୨୦୨୫ ଗଣତନ୍ତ୍ର ଦିବସ ଅବସରରେ, ପୋଲିସ, ଅଗ୍ନିଶମ, ଗୃହରକ୍ଷୀ ଏବଂ ନାଗରିକ ସୁରକ୍ଷା ଏବଂ ସଂଶୋଧନ ସେବାର ୯୪୨ ଜଣ କର୍ମଚାରୀଙ୍କୁ ବୀରତ୍ୱ ପୁରସ୍କାର ପ୍ରଦାନ କରାଯିବ। ଏଥିରେ ୯୫ ଜଣ ସୈନିକଙ୍କୁ ବୀରତ୍ୱ ପଦକ, ୧୦୧ ଜଣଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ, ୭୪୬ ଜଣଙ୍କୁ ପ୍ରଶଂସନୀୟ…
ଚୀନ ସୀମାରେ ରୋବୋଟିକ ସେନା ମୁତୟନ କରିଛି ଭାରତ
କିଛି ମାସ ତଳେ ଖବର ଆସିଥିଲା ଯେ ଏଲଏସିରେ ଚୀନ ନିଜର ରୋବୋଟିକ୍ ଡଗ୍ ସ୍କ୍ୱାଡ୍ ମୁତୟନ କରିଛି। ଚାଇନିଜ୍ ପିଏଲଏ ଏହି ରୋବୋଟିକ୍ କୁକୁରକୁ ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡରେ ସାମିଲ କରିଥିଲା। ପିଏଲ୍ଏ ଗ୍ରାଉଣ୍ଡ ଫୋର୍ସର ମିଳିତ ସଶସ୍ତ୍ର ବ୍ରିଗେଡ୍ ର ଏକ ଅଭ୍ୟାସ ସମୟରେ ରୋବୋଟିକ୍ କୁକୁରର କିଛି…
ଆଜି ଦେଶ ପାଳୁଛି ୭୭ତମ ଭାରତୀୟ ସେନା ଦିବସ
ଦେଶ ମାତୃକା ପାଇଁ ତାଙ୍କ ବଳିଦାନକୁ କେହି କେବେ ଭୁଲି ପାରିବେନି । ସୀମାରେ ଶତ୍ରୁକୁ ଦେଖାନ୍ତି ସେମାନେ ନାଲି ଆଖି । ଛାତିରେ ଗୁଳି ଖାଇ ଆମକୁ ଛାତ ଭଳି ଦିଅନ୍ତି ସୁରକ୍ଷା । ସେନା ଅଛି ବୋଲି ସୀମା ପାର କରିପାରନ୍ତି ନାହିଁ ଶତ୍ରୁ । ସେନା ଅଛି ବୋଲି ଆମେ ଅଛୁ । ସେମାନେ ନୀଡର,…
ଏନ୍କାଉଣ୍ଟର୍ରେ ୫ ଆତଙ୍କବାଦୀ ନିହତ
ଆଜି ସକାଳେ ଜମ୍ମୁ-କଶ୍ମୀରର କୁଲଗାମ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହେବା ପରେ ପାଞ୍ଚ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହିତ ବେଳେ ଦୁଇ ସୈନିକ ମଧ୍ୟ ଆହତ ହୋଇଛନ୍ତି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ବୁଧବାର ରାତିରେ ଜିଲ୍ଲାର ବେହବାଗ…
ଭାରତୀୟ ସ୍ଥଳସେନାର ବ୍ରିଗେଡିଅର ହେଲେ କୋରାପୁଟର ସଞ୍ଜୟ
କୋରାପୁଟ ମାଟିର ପୁଅ କର୍ଣ୍ଣେଲ ସଞ୍ଜୟ ମହାନ୍ତି ଭାରତୀୟ ସେନାରେ ବ୍ରିଗେଡିୟର ଭାବେ ପଦୋନ୍ନତି ପାଇବା ପରେ ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରତିରକ୍ଷା ଉତ୍ପାଦନ ବିଭାଗ ହାଇଦ୍ରାବାଦ ମୁଖ୍ୟ ପଦବୀରେ ଅବସ୍ଥାପିତ ହୋଇଛନ୍ତି ଏବଂ ସମସ୍ତ ପ୍ରତିରକ୍ଷା ଉପକରଣ ଏବଂ ଷ୍ଟୋର୍ଗୁଡ଼ିକର ଗୁଣବତ୍ତା…
ଛତିଶଗଡ଼ରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ
ଆବୁଝମାଡ଼ ଅଞ୍ଚଳ ସୋନପୁର ଓ କୋହକମେଟା ସୀମାବର୍ତ୍ତୀ ଅଞ୍ଚଳରେ ଫାୟରିଂ । BSF ଓ DRG ଯବାନଙ୍କ ମିଳିତ ସର୍ଚ୍ଚ ଅପରେସନରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ । ଏନକାଉଣ୍ଟରରେ DRG ବାହିନୀର ପ୍ରଧାନ ଆରକ୍ଷକ ବିରେନ୍ଦ୍ର କୁମାର ସୋରି ସହିଦ ହୋଇଥିବା ସୂଚନା ।