Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
economi
ଇଣ୍ଡିଗୋ ସଙ୍କଟ ନେଇ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା
ଇଣ୍ଡିଗୋ ସଙ୍କଟ ଓ ଏତେ ମାତ୍ରାରେ ବିମାନ ଉଡ଼ାଣ ରଦ୍ଦର ବିଚାରବିଭାଗୀୟ ନିରପେକ୍ଷ ତଦନ୍ତ ପାଇଁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା (ପିଆଇଏଲ୍) ଦାଏର ହୋଇଛି। ହାଇକୋର୍ଟ ବୁଧବାର ଏହାର ଶୁଣାଣିକରି କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି, ତୁମେ କ’ଣ ଅସହାୟ? ଏଭଳି ସ୍ଥିତି କାହିଁକି…
୮୯ ଟି ସ୍ୱତନ୍ତ୍ର ଟ୍ରେନ୍ ସେବା ଆରମ୍ଭ କରିଛି ଭାରତୀୟ ରେଳ
ଶୀତ ଋତୁରେ ବ୍ୟାପକ ବିମାନ ବାତିଲ ଏବଂ ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଭାରତୀୟ ରେଳବାଇ ସୁଗମ ଯାତ୍ରା ସୁବିଧା ପ୍ରଦାନ କରିବା ପାଇଁ ସ୍ବତନ୍ତ୍ର ଟ୍ରେନ୍ ସେବା ଆରମ୍ଭ କରିଛି। ଆଜିଠାରୁ ବିଭିନ୍ନ ଜୋନରେ ୮୯ ଟି ସ୍ୱତନ୍ତ୍ର ଟ୍ରେନ୍ ସେବା (୧୦୦ ରୁ ଅଧିକ ଯାତ୍ରା) ଆଗାମୀ ତିନି ଦିନରେ…
ଓଡ଼ିଶାରେ ୧୫୬୨ଟି ଗାଁରେ ମୋବାଇଲ୍ ଓ ଇଣ୍ଟରନେଟ୍ ସେବା ଏବେ ବି ଅପହଞ୍ଚ: ରାଜ୍ୟସଭାରେ ତଥ୍ୟ
ଭୁବନେଶ୍ୱର, ଡିସେମ୍ବର ୬: ଓଡ଼ିଶାରେ ଡିଜିଟାଲ୍ ସଂଯୋଗର ଅଗ୍ରଗତି ସତ୍ତ୍ୱେ ବହୁ ସଂଖ୍ୟକ ଗାଁରେ ଏପର୍ଯ୍ୟନ୍ତ ମୋବାଇଲ୍ ଏବଂ ଇଣ୍ଟରନେଟ୍ ସେବା ପହଞ୍ଚିପାରିନାହିଁ। ରାଜ୍ୟସଭାରେ ଯୋଗାଯୋଗ ରାଷ୍ଟ୍ରମନ୍ତ୍ରୀ ପି. ଚନ୍ଦ୍ରଶେଖର ଦେଇଥିବା ତଥ୍ୟ ଅନୁଯାୟୀ, ଓଡ଼ିଶାର ୧୫୬୨ଟି ଗାଁରେ ମୋବାଇଲ୍ ଓ…
ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ
ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫ ପ୍ରତିଶତକୁ ଆଣିଛି। ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା ଏହି ଘୋଷଣା କରିବା ସହିତ ନିଜର ‘ତଟସ୍ଥ ଆଭିମୁଖ୍ୟ’ ବଜାୟ ରଖିଛନ୍ତି।
ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା…
ଡଲାର ତୁଳନାରେ ୯୦ ଟପିଲା ଟଙ୍କା
ଭାରତୀୟ ଟଙ୍କା ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍ ପିଛା ରେକର୍ଡ ସର୍ବନିମ୍ନ ୯୦.୧୩ରେ ପହଞ୍ଚିଛି। ଏହା ପୂର୍ବରୁ ମଙ୍ଗଳବାର ଏହି ମୂଲ୍ୟ ୮୯.୯୪୭୫ ଥିଲା। ଅନିଶ୍ଚିତ ବାଣିଜ୍ୟ ଏବଂ ପୋର୍ଟଫୋଲିଓ ପ୍ରବାହ ସହିତ…
ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ(ଚାଉଳ ଆକାର)ରେ କିଣିବ ଏଫସିଆଇ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ଭାରତୀୟ ଖାଦ୍ୟ ନିଗମ ବା ଏଫସିଆଇ ଓଡ଼ିଶାରୁ ଅତିରିକ୍ତ ୮ ଲକ୍ଷ ମେଟ୍ରିକ୍ ଟନ୍ ତଥା ମୋଟ ୫୮ ଲକ୍ଷ ଧାନ(ଚାଉଳ ଆକାରରେ) କିଣିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ…
ଭାରତର ଶ୍ରମ ସଂହିତାକୁ ସ୍ୱାଗତ କଲେ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନ
ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଓ) ଏବଂ ଅନ୍ତର୍ଜାତୀୟ ସାମାଜିକ ସୁରକ୍ଷା ସଂଘ (ଆଇଏସଏସଏ) ଭଳି ପ୍ରମୁଖ ଅନ୍ତର୍ଜାତୀୟ ସଂଗଠନଗୁଡ଼ିକ 21 ନଭେମ୍ବର 2025 ରେ ଭାରତ ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ଚାରୋଟି ଶ୍ରମ ସଂହିତାକୁ ସ୍ୱାଗତ କରିଛନ୍ତି। ସାମାଜିକ ସୁରକ୍ଷାକୁ ସୁଦୃଢ଼ କରିବା, …
ଚାରୋଟି ଶ୍ରମ ସଂହିତା ଲାଗୁ କଲେ ସରକାର
ଏକ ଐତିହାସିକ ନିଷ୍ପତ୍ତି କ୍ରମରେ ଭାରତ ସରକାର ଆଜିଠାରୁ ଚାରୋଟି ଶ୍ରମ ସଂହିତା - ମଜୁରୀ ସଂହିତା, ୨୦୧୯, ଶିଳ୍ପ ସମ୍ପର୍କ ସଂହିତା, ୨୦୨୦, ସାମାଜିକ ସୁରକ୍ଷା ସଂହିତା, ୨୦୨୦, ଏବଂ ବୃତ୍ତିଗତ ନିରାପତ୍ତା, ସ୍ୱାସ୍ଥ୍ୟ ଏବଂ କାର୍ଯ୍ୟ ପରିସ୍ଥିତି ସଂହିତା, ୨୦୨୦ - କାର୍ଯ୍ୟକାରୀ କରିଛନ୍ତି ।…
ଟ୍ରମ୍ପ ୨୫୪ ସାମଗ୍ରୀ ଉପରୁ ଶୁଳ୍କ କମାଇଲେ
ଟ୍ରମ୍ପ ପ୍ରଶାସନ ପକ୍ଷରୁ ଗତ ୧୪ ତାରିଖରେ ଏକ ସଂଶୋଧିତ ତାଲିକା (ଅନେକ୍ସଚର-୨) ଜାରି କରାଯାଇଛି। ଚଳିତବର୍ଷ ଅଗଷ୍ଟ ମାସରେ ବିଭିନ୍ନ ଦେଶ ଉପରେ ଲଗାଯାଇଥିବା ପାଲଟା ଶୁଳ୍କ ଏଥିରେ ରହିଛି। ନଭେମ୍ବର ୧୩ରୁ ସଂଶୋଧିତ ଶୁଳ୍କକୁ କାର୍ଯ୍ୟକାରୀ କରାଯାଇଛି।
ଅଧିକାରୀମାନଙ୍କ ଠାରୁ ମିଳିଥିବା…
EPFO ସଦସ୍ୟମାନେ ୧୦୦% ଟଙ୍କା ଉଠାଣ କରିପାରିବେ
ଆପଣ ଯଦି କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO)ର ସଦସ୍ୟ, ତେବେ ଆପଣଙ୍କ ପାଇଁ ଭଲ ଖବର । କାରଣ ସରକାର ସିଧାସଳଖ ୩୦ କୋଟିରୁ ଅଧିକ ସଦସ୍ୟଙ୍କୁ ଲାଭ ପହଞ୍ଚାଇବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଥିଲା କର୍ମଚାରୀଙ୍କ ଯୋଗ୍ୟ ବାଲାନ୍ସର ୧୦୦%…