Browsing Category

economi

ଟ୍ରମ୍ପ ୨୫୪ ସାମଗ୍ରୀ ଉପରୁ ଶୁଳ୍କ କମାଇଲେ

ଟ୍ରମ୍ପ ପ୍ରଶାସନ ପକ୍ଷରୁ ଗତ ୧୪ ତାରିଖରେ ଏକ ସଂଶୋଧିତ ତାଲିକା (ଅନେକ୍ସଚର-୨) ଜାରି କରାଯାଇଛି। ଚଳିତବର୍ଷ ଅଗଷ୍ଟ ମାସରେ ବିଭିନ୍ନ ଦେଶ ଉପରେ ଲଗାଯାଇଥିବା ପାଲଟା ଶୁଳ୍କ ଏଥିରେ ରହିଛି। ନଭେମ୍ବର ୧୩ରୁ ସଂ‌ଶୋଧିତ ଶୁଳ୍କକୁ କାର୍ଯ୍ୟକାରୀ କରାଯାଇଛି। ଅଧିକାରୀମାନଙ୍କ ଠାରୁ ମିଳିଥିବା…

EPFO ସଦସ୍ୟମାନେ ୧୦୦% ଟଙ୍କା ଉଠାଣ କରିପାରିବେ

ଆପଣ ଯଦି  କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO)ର ସଦସ୍ୟ, ତେବେ ଆପଣଙ୍କ ପାଇଁ ଭଲ ଖବର । କାରଣ ସରକାର ସିଧାସଳଖ ୩୦ କୋଟିରୁ ଅଧିକ ସଦସ୍ୟଙ୍କୁ ଲାଭ ପହଞ୍ଚାଇବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଥିଲା କର୍ମଚାରୀଙ୍କ ଯୋଗ୍ୟ ବାଲାନ୍ସର ୧୦୦%…

ଇକେୱାଇସି କରିନାହାଁନ୍ତି କି ? ଆସନ୍ତା ମାସରୁ ନେଇପାରିବେନି ଚାଉଳ

ଆପଣ  ଆଉ ଚାଉଳ ନେଇପାରିବେ ନାହିଁ । ଯଦି ଇକେୱାଇସି କରିନାହାଁନ୍ତି । ତେବେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଇକେ୍ୱାଇସି ପ୍ରକ୍ରିୟା କେନ୍ଦ୍ର ସରକାର ବନ୍ଦ କରିଦେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ସେ କହିଛନ୍ତି, ଏବେ ବି ରାଜ୍ୟର ୧୫ ଲକ୍ଷ ୬୭ ହଜାର…

ନବରାତ୍ରିରେ ଗାଡ଼ି ବିକ୍ରି ବୃଦ୍ଧି

ରାଜ୍ୟରେ ସେପ୍ଟେମ୍ବର ମାସରେ ଯେତିକି ଗାଡ଼ି ବିକ୍ରି ହୋଇଛି ତାହାର ସିଂହଭାଗ କେବଳ ନବରାତ୍ରିରେ ବିକ୍ରି ହୋଇଛି। ମାସ ସାରାରେ ୭୦ ହଜାର ପାଖାପଖି ଗାଡ଼ି ବିକ୍ରି ହୋଇଥିବା ବେଳେ କେବଳ ନବରାତ୍ରି ସମୟରେ ୫୫,୫୮୬ଟି ଗାଡ଼ି ବିକ୍ରି ହୋଇଛି। ଏହା ୨୦୨୪ର ନବରାତ୍ରିରେ ହୋଇଥିବା ୪୦,୨୮୦ଟି…

‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା…

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଗୁଜରାଟର ଗାନ୍ଧୀନଗରଠାରେ ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନକୁ ଉଦ୍‍ଘାଟନ କରିଛନ୍ତି। କୌଣସି ଜମାକାରୀ ତାଙ୍କର କଷ୍ଟ ଅର୍ଜିତ ଜମା ପୁଞ୍ଜୀକୁ କିପରି ବ୍ୟାଙ୍କ ବା ଅନ୍ୟ ଆର୍ଥିକ ଅନୁଷ୍ଠାନରୁ ସହଜରେ ଉଠାଇପାରିବେ…

6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ

ବିଶ୍ୱ ଆର୍ଥିକ ମଞ୍ଚର ଭବିଷ୍ୟତ ନିଯୁକ୍ତି ରିପୋର୍ଟ 2025 ମୁତାବକ ଭାରତ ଏପରି ଦେଶମାନଙ୍କ ମଧ୍ୟରେ ସାମିଲ ଅଛି ଯେଉଁ ଦେଶଗୁଡ଼ିକ ଆଗାମୀ ବର୍ଷରେ ପ୍ରାୟ ଦୁଇ-ତୃତୀୟାଂଶ ନୂତନ କର୍ମଶକ୍ତି ଯୋଗାଣ କରିବେ। ଭାରତ ନିଜ ଜନସାଂଖ୍ୟିକ ଲାଭାଂଶର ଫାଇଦା ଉଠାଇ ଦେଶରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି…

ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି

ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଏବଂ ରାଜ୍ୟଗୁଡ଼ିକୁ ପୁଞ୍ଜି ଖର୍ଚ୍ଚକୁ ତ୍ୱରାନ୍ୱିତ କରିବା ଏବଂ ସେମାନଙ୍କ ବିକାଶ ସମ୍ବନ୍ଧୀୟ ଖର୍ଚ୍ଚ ପାଇଁ ଅର୍ଥ ଯୋଗାଇବା ପାଇଁ କେନ୍ଦ୍ର ସରକାର ଟିକସ ହସ୍ତାନ୍ତରର ଏକ ଅଗ୍ରୀମ କିସ୍ତି ଭାବେ ରାଜ୍ୟ ସରକାରମାନଙ୍କୁ ୧,୦୧,୬୦୩ କୋଟି ଟଙ୍କାର ଟିକସ …

ଔଷଧ ଉପରେ ୧୦୦% ଟ୍ରମ୍ପ ଟାରିଫ ଲଗାଇଲେ ଟ୍ରମ୍ପ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବାହାର ଦେଶରୁ ଆସୁଥିବା ସମସ୍ତ ବ୍ରାଣ୍ଡେଡ୍ ଓ ପେଟେଣ୍ଟ ଔଷଧ ଉପରେ ୧୦୦% ଟାରିଫ୍ ଲଗାଇବାକୁ ଘୋଷଣା କରିଛନ୍ତି, ଯାହା ୨୦୨୫ ଅକ୍ଟୋବର ୧ ତାରିଖରୁ ଲାଗୁ ହେବ। ଟ୍ରମ୍ପଙ୍କ କହିବା କଥା ଏହି ଟାରିଫରୁ ମୁକ୍ତି ପାଇବା ପାଇଁ…

ଆଜିଠୁ ନୂଆ ଜିଏସ୍‌ଟି

ଜିଏସ୍‌ଟିରେ ଅଣାଯାଇଥିବା ସବୁଠୁ ବଡ଼ ସଂସ୍କାର ଆଜିଠୁ ଲାଗୁ ହୋଇଛି। ଏହାର ଲାଭ ଲୋକମାନେ କିପରି ପାଇବେ ସେନେଇ ଅଧିକାରୀମାନେ ବଜାର ଉପରେ ନଜର ରଖିବେ। ଉଭୟ କେନ୍ଦ୍ର ଓ ରାଜ୍ୟର ଜିଏସ୍‌ଟି ବିଭାଗର କ୍ଷେତ୍ର ଅଧିକାରୀମାନେ ବଜାରରେ ଅଚାନକ ଚଢ଼ଉ କରିବେ। ଜିଏସ୍‌ଟି କମିବା ପରେ‌…

ପୁରୁଣା ଜିନିଷ କିଣିବା ପୂର୍ବରୁ ଚିନ୍ତାକରନ୍ତୁ

ସରକାର GST ସ୍ଲାବରେ ପରିବର୍ତ୍ତନ କରିଛନ୍ତି। ଏହି ନିଷ୍ପତ୍ତି ସିଧାସଳଖ ଗ୍ରାହକ ଏବଂ ବିକ୍ରେତା ଉଭୟଙ୍କୁ ପ୍ରଭାବିତ କରିବ। ସେପ୍ଟେମ୍ବର ୨୨ ତାରିଖରୁ ଲାଗୁ ହେବାକୁ ଥିବା ନୂତନ ନିୟମ ଟିକସ ସ୍ଲାବକୁ ପରିବର୍ତ୍ତନ କରିବ। ତେଣୁ, ପୁରୁଣା ଷ୍ଟକର କିଣାବିକା ଆଉ ସମାନ ରହିବ ନାହିଁ। ଅନେକ…