Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
economi
ଡଲାର ତୁଳନାରେ ୯୦ ଟପିଲା ଟଙ୍କା
ଭାରତୀୟ ଟଙ୍କା ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍ ପିଛା ରେକର୍ଡ ସର୍ବନିମ୍ନ ୯୦.୧୩ରେ ପହଞ୍ଚିଛି। ଏହା ପୂର୍ବରୁ ମଙ୍ଗଳବାର ଏହି ମୂଲ୍ୟ ୮୯.୯୪୭୫ ଥିଲା। ଅନିଶ୍ଚିତ ବାଣିଜ୍ୟ ଏବଂ ପୋର୍ଟଫୋଲିଓ ପ୍ରବାହ ସହିତ…
ଓଡ଼ିଶାରୁ ଅଧିକ ୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ(ଚାଉଳ ଆକାର)ରେ କିଣିବ ଏଫସିଆଇ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ଭାରତୀୟ ଖାଦ୍ୟ ନିଗମ ବା ଏଫସିଆଇ ଓଡ଼ିଶାରୁ ଅତିରିକ୍ତ ୮ ଲକ୍ଷ ମେଟ୍ରିକ୍ ଟନ୍ ତଥା ମୋଟ ୫୮ ଲକ୍ଷ ଧାନ(ଚାଉଳ ଆକାରରେ) କିଣିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ…
ଭାରତର ଶ୍ରମ ସଂହିତାକୁ ସ୍ୱାଗତ କଲେ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନ
ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଓ) ଏବଂ ଅନ୍ତର୍ଜାତୀୟ ସାମାଜିକ ସୁରକ୍ଷା ସଂଘ (ଆଇଏସଏସଏ) ଭଳି ପ୍ରମୁଖ ଅନ୍ତର୍ଜାତୀୟ ସଂଗଠନଗୁଡ଼ିକ 21 ନଭେମ୍ବର 2025 ରେ ଭାରତ ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ଚାରୋଟି ଶ୍ରମ ସଂହିତାକୁ ସ୍ୱାଗତ କରିଛନ୍ତି। ସାମାଜିକ ସୁରକ୍ଷାକୁ ସୁଦୃଢ଼ କରିବା, …
ଚାରୋଟି ଶ୍ରମ ସଂହିତା ଲାଗୁ କଲେ ସରକାର
ଏକ ଐତିହାସିକ ନିଷ୍ପତ୍ତି କ୍ରମରେ ଭାରତ ସରକାର ଆଜିଠାରୁ ଚାରୋଟି ଶ୍ରମ ସଂହିତା - ମଜୁରୀ ସଂହିତା, ୨୦୧୯, ଶିଳ୍ପ ସମ୍ପର୍କ ସଂହିତା, ୨୦୨୦, ସାମାଜିକ ସୁରକ୍ଷା ସଂହିତା, ୨୦୨୦, ଏବଂ ବୃତ୍ତିଗତ ନିରାପତ୍ତା, ସ୍ୱାସ୍ଥ୍ୟ ଏବଂ କାର୍ଯ୍ୟ ପରିସ୍ଥିତି ସଂହିତା, ୨୦୨୦ - କାର୍ଯ୍ୟକାରୀ କରିଛନ୍ତି ।…
ଟ୍ରମ୍ପ ୨୫୪ ସାମଗ୍ରୀ ଉପରୁ ଶୁଳ୍କ କମାଇଲେ
ଟ୍ରମ୍ପ ପ୍ରଶାସନ ପକ୍ଷରୁ ଗତ ୧୪ ତାରିଖରେ ଏକ ସଂଶୋଧିତ ତାଲିକା (ଅନେକ୍ସଚର-୨) ଜାରି କରାଯାଇଛି। ଚଳିତବର୍ଷ ଅଗଷ୍ଟ ମାସରେ ବିଭିନ୍ନ ଦେଶ ଉପରେ ଲଗାଯାଇଥିବା ପାଲଟା ଶୁଳ୍କ ଏଥିରେ ରହିଛି। ନଭେମ୍ବର ୧୩ରୁ ସଂଶୋଧିତ ଶୁଳ୍କକୁ କାର୍ଯ୍ୟକାରୀ କରାଯାଇଛି।
ଅଧିକାରୀମାନଙ୍କ ଠାରୁ ମିଳିଥିବା…
EPFO ସଦସ୍ୟମାନେ ୧୦୦% ଟଙ୍କା ଉଠାଣ କରିପାରିବେ
ଆପଣ ଯଦି କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO)ର ସଦସ୍ୟ, ତେବେ ଆପଣଙ୍କ ପାଇଁ ଭଲ ଖବର । କାରଣ ସରକାର ସିଧାସଳଖ ୩୦ କୋଟିରୁ ଅଧିକ ସଦସ୍ୟଙ୍କୁ ଲାଭ ପହଞ୍ଚାଇବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଥିଲା କର୍ମଚାରୀଙ୍କ ଯୋଗ୍ୟ ବାଲାନ୍ସର ୧୦୦%…
ଇକେୱାଇସି କରିନାହାଁନ୍ତି କି ? ଆସନ୍ତା ମାସରୁ ନେଇପାରିବେନି ଚାଉଳ
ଆପଣ ଆଉ ଚାଉଳ ନେଇପାରିବେ ନାହିଁ । ଯଦି ଇକେୱାଇସି କରିନାହାଁନ୍ତି । ତେବେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଇକେ୍ୱାଇସି ପ୍ରକ୍ରିୟା କେନ୍ଦ୍ର ସରକାର ବନ୍ଦ କରିଦେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ସେ କହିଛନ୍ତି, ଏବେ ବି ରାଜ୍ୟର ୧୫ ଲକ୍ଷ ୬୭ ହଜାର…
ନବରାତ୍ରିରେ ଗାଡ଼ି ବିକ୍ରି ବୃଦ୍ଧି
ରାଜ୍ୟରେ ସେପ୍ଟେମ୍ବର ମାସରେ ଯେତିକି ଗାଡ଼ି ବିକ୍ରି ହୋଇଛି ତାହାର ସିଂହଭାଗ କେବଳ ନବରାତ୍ରିରେ ବିକ୍ରି ହୋଇଛି। ମାସ ସାରାରେ ୭୦ ହଜାର ପାଖାପଖି ଗାଡ଼ି ବିକ୍ରି ହୋଇଥିବା ବେଳେ କେବଳ ନବରାତ୍ରି ସମୟରେ ୫୫,୫୮୬ଟି ଗାଡ଼ି ବିକ୍ରି ହୋଇଛି। ଏହା ୨୦୨୪ର ନବରାତ୍ରିରେ ହୋଇଥିବା ୪୦,୨୮୦ଟି…
‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା…
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଗୁଜରାଟର ଗାନ୍ଧୀନଗରଠାରେ ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନକୁ ଉଦ୍ଘାଟନ କରିଛନ୍ତି। କୌଣସି ଜମାକାରୀ ତାଙ୍କର କଷ୍ଟ ଅର୍ଜିତ ଜମା ପୁଞ୍ଜୀକୁ କିପରି ବ୍ୟାଙ୍କ ବା ଅନ୍ୟ ଆର୍ଥିକ ଅନୁଷ୍ଠାନରୁ ସହଜରେ ଉଠାଇପାରିବେ…
6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
ବିଶ୍ୱ ଆର୍ଥିକ ମଞ୍ଚର ଭବିଷ୍ୟତ ନିଯୁକ୍ତି ରିପୋର୍ଟ 2025 ମୁତାବକ ଭାରତ ଏପରି ଦେଶମାନଙ୍କ ମଧ୍ୟରେ ସାମିଲ ଅଛି ଯେଉଁ ଦେଶଗୁଡ଼ିକ ଆଗାମୀ ବର୍ଷରେ ପ୍ରାୟ ଦୁଇ-ତୃତୀୟାଂଶ ନୂତନ କର୍ମଶକ୍ତି ଯୋଗାଣ କରିବେ। ଭାରତ ନିଜ ଜନସାଂଖ୍ୟିକ ଲାଭାଂଶର ଫାଇଦା ଉଠାଇ ଦେଶରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି…