Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Education
All education-related news will be uploaded will be uploaded in this page
କମ୍ବାଇଣ୍ଡ ପୋଲିସ ସର୍ଭିସ ଏକ୍ଜାମିନେଶନ 2024 ର ତୃତୀୟ ପେପର ପରୀକ୍ଷା ଘୁଞ୍ଚିଲା
କମ୍ବାଇଣ୍ଡ ପୋଲିସ ସର୍ଭିସ ଏକ୍ଜାମିନେଶନ(CPSE)୨୦୨୪ର ତୃତୀୟ ପେପର ପରୀକ୍ଷା ଘୁଞ୍ଚିଲା। ଅକ୍ଟୋବର ୪ର ତୃତୀୟ ପେପର ପରୀକ୍ଷା ଅକ୍ଟୋବର ୬କୁ ଘୁଞ୍ଚିଛି। ତୃତୀୟ ପେପର ଫିଜିକ୍ସ, କେମିଷ୍ଟ୍ରି ପରୀକ୍ଷା ଅକ୍ଟୋବର ୬ରେ ହେବ ।ଅକ୍ଟୋବର ୬ ତାରିଖ ଦିନ ୧୦ଟାରୁ ଅପରାହ୍ନ ୧ଟା ଭିତରେ ହେବ। ପୂଜା…
୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ – ମୁଖ୍ୟମନ୍ତ୍ରୀ
ଶିକ୍ଷା ବ୍ୟବସ୍ଥାକୁ ଉନ୍ନତ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫…
ପ୍ରକାଶ ପାଇଛି ଏନଆଇଆରଏଫ୍ ରାକିଂ , ଟପ୍-୧୦୦ରେ ଓଡ଼ିଶାର କୌଣସି ବି କଲେଜ ସାମିଲ ହୋଇପାରିନି
କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଏନଆଇଆରଏଫ୍ ରାକିଂ ପ୍ରକାଶ ପାଇଛି । ତାଲିକାରେ ମହାବିଦ୍ୟାଳୟ ଶ୍ରେଣୀରେ ଟପ୍-୧୦୦ରେ ଓଡ଼ିଶାର କୌଣସି ବି କଲେଜ ସାମିଲ ହୋଇପାରିନି । ତେବେ ସାମଗ୍ରୀକ ପ୍ରତିଷ୍ଠାନ ତାଲିକାର ୨୫ ତମ ସ୍ଥାନରେ ସୋଆ ସ୍ଥାନ ପାଇଥିବାବେଳେ ୨୭ରେ କିଟ୍ ରହିଛି । ୩୪ ତମ…
ସୁପ୍ରିମକୋର୍ଟଙ୍କ TET ରାୟକୁ ତର୍ଜମା କରିବେ ରାଜ୍ୟ ସରକାର – ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଶିକ୍ଷକ ନିଯୁକ୍ତି ପାଇବାକୁ ଚାହୁଁଥିବା ଏବଂ ଚାକିରିରେ ଥିବା ଶିକ୍ଷକ ପଦୋନ୍ନତି ପାଇଁ ଆଶାୟୀ ଥିଲେ ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET)ରେ କୃତକାର୍ଯ୍ୟ ହେବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ସୋମବାର ରାୟ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା…
ସୁପ୍ରିମକୋର୍ଟ କହିଲେ TET ଉତ୍ତୀର୍ଣ୍ଣ ବାଧ୍ୟତାମୂଳକ, ଶିକ୍ଷକଙ୍କ ଚିନ୍ତା ବଢ଼ିଲା
ସୁପ୍ରିମକୋର୍ଟ କହିଲେ TET ଉତ୍ତୀର୍ଣ୍ଣ ବାଧ୍ୟତାମୂଳକ, ଶିକ୍ଷକଙ୍କ ଚିନ୍ତା ବଢ଼ିଲା । ପାଠପଢ଼ାର କ୍ବାଲିଟି ଉପରେ ସାଲିସ କରାଯାଇପାରିବ ନାହିଁ ବୋଲି କହିଛନ୍ତି ସର୍ବୋଚ୍ଚ କୋର୍ଟ । ଟିଚର ଇଲିଜିବିଲିଟି ଟେଷ୍ଟ (TET) ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି । TET ଉତ୍ତୀର୍ଣ୍ଣ…
ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ନା
ରାଜଧାନୀ ଭୁବନେଶ୍ବରରେ ନିଶା ବେପାର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।…
ମାଗଣାରେ ମିଳିବ ନିଟ୍ ଓ ଜେଇଇ ପାଇଁ କୋଚିଂ
ଛତିଶଗଡ ସରକାର ନିଟ୍ ଓ ଜେଇଇ ପାଇଁ ପ୍ରସ୍ତୁତ କରୁଥିବା ଛାତ୍ରଛାତ୍ରୀଙ୍କୁ ବଡ ଭେଟି ଦେଇଛନ୍ତି। ଏମାନଙ୍କୁ ମାଗଣାରେ କୋଚିଂ ପ୍ରଦାନ କରାଯିବ। ଛତିଶଗଡ ସରକାରଙ୍କ ଅନୁସାରେ ଏହି କୋଚିଂରେ ଛାତ୍ରଛାତ୍ରୀଙ୍କୁ ସମସ୍ତ ସୁବିଧା ପ୍ରଦାନ କରାଯିବ। ସହରରେ ୬୦୦ ଛାତ୍ରଛାତ୍ରୀଙ୍କୁ ମାଗଣାରେ କୋଚିଂ…
ଜାତୀୟ ଶିକ୍ଷା ନୀତି ଅନୁସାରେ ହେବ ପାଠପଢ଼ା, ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୫୫ଟି ପାଠ୍ୟପୁସ୍ତକ ପରିବର୍ତ୍ତନ…
ଜାତୀୟ ଶିକ୍ଷା ନୀତି ଅନୁସାରେ ହେବ ପାଠପଢ଼ା । ଏ ନେଇ ପ୍ରସ୍ତୁତ ହେଉଛି ନୂଆ ପାଠ୍ୟପୁସ୍ତକ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୫୫ଟି ପାଠ୍ୟପୁସ୍ତକ ପରିବର୍ତ୍ତନ କରାଯିବ । ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଘନ ଘନ ବୈଠକ । ନୂଆ ନୂଆ ପରିବର୍ତ୍ତନ । ଜାତୀୟ ଶିକ୍ଷା ନୀତି କାର୍ଯ୍ୟକାରୀ…
ଚଳିତ ମାସ 29 ତାରିଖ ରାଜ୍ୟର ସମସ୍ତ ସ୍କୁଲ ଛୁଟି
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଖାଇ ଉପଲକ୍ଷରେ ରାଜ୍ୟ ସରକାର ୨୯ ଅଗଷ୍ଟ (ଶୁକ୍ରବାର) ରାଜ୍ୟର ସମସ୍ତ ସ୍କୁଲ୍ ବନ୍ଦ୍ ରଖିବାକୁ ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗର ବିଜ୍ଞପ୍ତିରେ ଏହା ସ୍ପଷ୍ଟ କରାଯାଇଛି।
ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରୁ ଜାରି ହୋଇଥିବା…
ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ ପଶୁ ସମ୍ପଦ…