Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Education
All education-related news will be uploaded will be uploaded in this page
ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ପ୍ରକାଶ
ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି ପରୀକ୍ଷାରେ ମୋଟ ୮୦୬ଜଣ କୃତକାର୍ୟ୍ୟ ହୋଇଥିଲା ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି ।…
ସବୁ ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍ ସୁବିଧା
ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍ ସୁବିଧା । ପୂର୍ବରୁ ଏସ.ସି ଓ ଏସଟି ପିଲାଙ୍କୁ ମାଗଣା ବହି ମିଳୁଥିଲା, ସରକାର ଏବେ ସବୁ ପିଲାଙ୍କୁ ମାଗଣା ବହି ଦେବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପିଲାମାନେ ସ୍କୁଲକୁ ଯାତାୟାତ କରିବା ସମୟରେ…
ସ୍ପେଶାଲ OTET ପୁଣି ସ୍ଥଗିତ
ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଖୁବଶୀଘ୍ର OTET ପରୀକ୍ଷାର ଆଉ ଏକ ତାରିଖ ଘୋଷଣା…
ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର
ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର। ୩ ଲକ୍ଷ ୧୦ ହଜାର ୮୩୯ ଶିଶୁ ବାଟିକା ଛାତ୍ରଛାତ୍ରୀଙ୍କୁ ମାଗଣା ସ୍କୁଲ ପୋଷାକ, ଜୋତା ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ବଣ୍ଟନ ପାଇଁ ପ୍ରତି ଛାତ୍ର ପାଇଁ ଏକ ହଜାର ଟଙ୍କା…
ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି ମୋଦୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ -…
ମହଙ୍ଗା ହେଲା ଏମ୍ବିବିଏସ୍ ମେଡିକାଲ ପାଠପଢା
ମହଙ୍ଗା ହେଲା ମେଡିକାଲ ପାଠପଢା। ଏଣିକି ଓଡ଼ିଶାରେ ଥିବା ଘରୋଇ ମେଡିକାଲ କଲେଜରେ ଡାକ୍ତରୀ ପାଠ ପଢିବା ପାଇଁ ଛାତ୍ରଛାତ୍ରୀଙ୍କୁ ଅଧିକ ଫି ଦେବାକୁ ପଡ଼ିବ। ଏମ୍ବିବିଏସ୍ ପଢିବାକୁ ଛାତ୍ରଛାତ୍ରୀଙ୍କୁ ପ୍ରାୟ ୭୫ ପ୍ରତିଶତ ଅଧିକ ଫି ଦେବାକୁ ପଡ଼ିବ। ଯେତେବେଳେ କି ପିଜି ପାଠ୍ୟକ୍ରମ ଫି ମଧ୍ୟ…
ଓଡ଼ିଶାରେ ଶିକ୍ଷକ ନିଯୁକ୍ତି ନୀତି ଉଲ୍ଲଂଘନର ତଦନ୍ତ ଆରମ୍ଭ
ଓଡ଼ିଶାରେ ଅନେକ କନିଷ୍ଠ ଶିକ୍ଷକ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଉତ୍ତୀର୍ଣ୍ଣ ନହୋଇ ମଧ୍ୟ ଛଅ ବର୍ଷ ସେବା ପରେ ସରକାରୀ ଚାକିରିରେ ନିୟମିତ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ଗୁରୁତର ଭାବେ ଗ୍ରହଣ କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତଦନ୍ତ ଆରମ୍ଭ କରିଛି।…
ରାତି ପାହିଲେ ୭୯ତମ ସ୍ୱାଧୀନତା ଦିବସ, ପରେଡ୍ରେ ସାମିଲ ହେବେ ୪୮ଟି କଣ୍ଟିଜେଣ୍ଟ
ଶୁକ୍ରବାର ସାରା ଦେଶରେ ପାଳିତ ହେବ ୭୯ତମ ସ୍ୱାଧୀନତା ଦିବସ। ଭୁବନେଶ୍ୱର ଗାନ୍ଧୀମାର୍ଗରେ ମହାସମାରୋହରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହେବ। ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବେ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି।…
ଓଟିଇଟି ପ୍ରଶ୍ନପତ୍ର କେଳେଙ୍କାରୀ ଘଟଣା : ଅଧିକ ପ୍ରମାଣ ପାଇଛି କ୍ରାଇମ ବ୍ରାଞ୍ଚ
ଓଟିଇଟି ପ୍ରଶ୍ନପତ୍ର କେଳେଙ୍କାରୀ ଘଟଣାକୁ ନେଇ ଏବେ ଛନକା ପଶିଛି । ଗୋଟେ ପରେ ଗୋଟେ ଗିରଫ ସଂଖ୍ୟା ବଢ଼ିବା ପରେ କିଏ ସେ ମୁଖ୍ୟ କାର୍ପଟଦାର ତାକୁ ନେଇ ଚର୍ଚା ବଢ଼ୁଛି । କ୍ରାଇମ୍ବ୍ରାଞ୍ଚ ହାତରେ ଆହୁରି ଅଧିକ ପ୍ରମାଣ ଲାଗିଛି। ବର୍ଷ ବର୍ଷ ଧରି ଅଭିଯୋଗ ହେଉଥିଲା । ଏବେ ସତ୍ୟ ପଦାକୁ…
ଏଣିକି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ ଶତପ୍ରତିଶତ ଅନ୍ଲାଇନ୍ରେ ହେବ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ କ୍ଷେତ୍ରରେ ଆସିବ ସ୍ବଚ୍ଛତା। ୨୦୨୫-୨୬ ଶିକ୍ଷାବର୍ଷରୁ ଛାତ୍ରଛାତ୍ରୀ ଆଉ ପରୀକ୍ଷା ପାଇଁ ଅଫ୍ଲାଇନ୍ରେ ଫର୍ମପୂରଣ କରିବେନି ବରଂ ଶତପ୍ରତିଶତ ଅନ୍ଲାଇନ୍ରେ ଫର୍ମପୂରଣ କରାଯିବ। ଫର୍ମପୂରଣ ପାଇଁ ପରିଷଦ ସାମ୍ସଠାରୁ ନାମଲେଖା…