Browsing Category

Education

All education-related news will be uploaded will be uploaded in this page

ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବଣ୍ଟନ କର ୟୁନିଫର୍ମ,ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ…

ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବଣ୍ଟନ କର ୟୁନିଫର୍ମ । ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଏଭଳି ନିର୍ଦ୍ଦେଶ ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପୂର୍ବ ଶିକ୍ଷାବର୍ଷରେ ପୋଷାକ ଦେବାରେ ହୋଇଥିଲା ବିଳମ୍ବ ହୋଇଥିବାରୁ ଏଥର ଛୁଟି ପୂର୍ବରୁ ପୋଷାକ…

B.Ed, B.H.Ed, M.Ed ପାଠ୍ୟକ୍ରମ ପାଇଁ ମାର୍ଚ୍ଚ ୨୩ରୁ ଆରମ୍ଭ ହେବ ଆବେଦନ ପ୍ରକିୟା

B.Ed, B.H.Ed, M.Ed ପାଇଁ ପ୍ରବେଶିକା ପରୀକ୍ଷା ଆବେଦନ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି। ସୋମବାର ଠାରୁ ଆବେଦନ ପ୍ରକିୟା ଆରମ୍ଭ ହେବ। ମେ' ୩୧ ରେ B.Ed ଏବଂ ଜୁନ ୩ରେ M.Ed ଏବଂ B.H.Ed ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସୂଚନା…

ପୁସ୍ତକମେଳା ଉଦଘାଟିତ,୧୦ ଦିନ ଧରି ଚାଲିବ

କଟକ ତଳ ବାଲିଯାତ୍ରା ପଡିଆରେ ପୁସ୍ତକମେଳା ଉଦଘାଟିତ ହୋଇଯାଇଛି ।  ମେୟର ସୁବାସ ସିଂ ପୁସ୍ତକମେଳାକୁ ଉଦଘାଟନ କରିଛନ୍ତି ।  କଟକ ମହାନଗର ନିଗମ ପକ୍ଷରୁ ଆୟୋଜିତ ଏହି ପୁସ୍ତକମେଳା ୧୦ ଦିନ ଧରି ଚାଲିବ ବୋଲି ଆୟୋଜକଙ୍କ ପକ୍ଷରୁ ଜଣାପଡିଛି ।  ମେଳାରେ ୧୬୫ଟି ଷ୍ଟଲ ପଡ଼ିଛି ।  ରାଜ୍ୟ ସଂସ୍କୃତି…

ନିୟମିତ ହେଲେ ସ୍କିମାଟିକ୍ କନିଷ୍ଠ ଶିକ୍ଷକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ…

ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ ଏଆଇ ଫର ଅଲ ପାଠ୍ୟକ୍ରମ – ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଏଆଇ ଶିକ୍ଷାକୁ ମିଳିବ ପ୍ରାଧାନ୍ୟ ।ଏନେଇ ଉଚ୍ଚ ଶିକ୍ଷା ପକ୍ଷରୁ ପ୍ରସ୍ତୁତି ଆରମ୍ଭ କରାଯାଇଛି  କଲେଜରେ ଆରମ୍ଭ ହେବ ଏଆଇ ଶିକ୍ଷା। ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ ଏଆଇ ଫର ଅଲ ପାଠ୍ୟକ୍ରମ। ରମାଦେବୀ ବିଶ୍ୱବିଦ୍ୟାଳୟରେ ଏଆଇ ଏଣ୍ତ ରବୋଟିକ ସେଣ୍ଟର ଅଫ୍‌ ଏକ୍ସଲେସନ ଖୋଲାଯାଇଛି। ଓଡିଶା…

୫,୪୬,୮୭୬ ଛାତ୍ରଛାତ୍ରୀ କଲେ ଫର୍ମ ଫିଲଅପ, ହେଲେ ପରୀକ୍ଷାରୁ ଉଭାନ ହୋଇଗଲେ ୯୯୩୦ – ବିଦ୍ୟାଳୟ ଓ ଗଣଶିକ୍ଷା…

ଶିକ୍ଷା ବିଭାଗର ବିକଳ ଚିତ୍ର । ସ୍କୁଲରେ ତଳେ ବସି ପଢୁଛନ୍ତି ଛାତ୍ରଛାତ୍ରୀ । ୧୯୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍ । ରାଜ୍ୟର ୧୯ ହଜାର ୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍ । ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉତ୍ତର । ଡେସ୍କ ଓ ବେଞ୍ଚ୍ ନଥିବାରୁ ତଳେ…

ଆଜିଠୁ ମାଟ୍ରିକ୍ ଖାତାଦେଖା , ରାଜ୍ୟରେ ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି

ଆଜିଠୁ ମାଟ୍ରିକ୍ ଖାତାଦେଖା। ସବଜେକ୍ଟିଭ୍ ପେପର୍ ଦେଖିବେ ନୀରିକ୍ଷକ। ରାଜ୍ୟରେ ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି ସେଥିପାଇଁ ୧୫ ହଜାର ନୀରିକ୍ଷକଙ୍କୁ ନିୟୋଜିତ କରାଯାଇଛି। ତେବେ ପୂର୍ବରୁ ଓଏମଆର ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିବାବେଳେ ଆଜିଠାରୁ ସବଜେକ୍ଟିଭ୍ ଖାତା ଦେଖାଯାଉ। ତେବେ…

ଇଦୁଲ ଫିତର ଓ ରାମ ନବମୀରେ ସବୁ ଛୁଟି ରହୁଥିଲେ ହେଁ ଦଶମ ଶ୍ରେଣୀ ଖାତା ଦେଖା ଚାଲିବ

ଆସନ୍ତା ୧୯ ତାରିଖରୁ ଏପ୍ରିଲ ୨ ତାରିଖ ଯାଏ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀମାନେ ଚଳିତ ବର୍ଷର ଦଶମ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ କରିବେ। ଖାତା ଦେଖା ସର୍ବନିମ୍ନ ଦଶ ଦିନ ଲାଗିପାରେ। ଏଥିପାଇଁ ବୋର୍ଡ ତରଫରୁ ବିଧିବଦ୍ଧ ଭାବେ ନୋଟିସ ଜାରି କରାଯାଇଛି। କିନ୍ତୁ ବୋର୍ଡର ଅଜବ ନିୟମ ଇଦୁଲ…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରିଛି। ବୋର୍ଡ କହିଛି ଯେ ଯୁଦ୍ଧ ଯୋଗୁଁ ପଶ୍ଚିମ ଏସିଆର ପରିସ୍ଥିତି ଖରାପ ହେବାରେ ଲାଗିଛି। ଏପରି ପରିସ୍ଥିତିରେ ପରୀକ୍ଷା ପରିଚାଳନା ଅସମ୍ଭବ। ତେଣୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରିବାର ନିଷ୍ପତ୍ତି…

ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା

ଆସନ୍ତା ଶିକ୍ଷା ବର୍ଷରୁ ଶାରୀରିକ ଶିକ୍ଷା । ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା । ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଶାରୀରିକ ଶିକ୍ଷା ଦିଆଯିବ । ଏବେ ଡିଜିଟାଲ୍ କ୍ଲାସରୁମ୍‌ରେ …