Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Education
All education-related news will be uploaded will be uploaded in this page
ନିର୍ମାଣ ହେବ 835 ଆଦର୍ଶ ବିଦ୍ୟାଳୟ
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛିଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ। ଏହି ବିଦ୍ୟାଳୟ ଗୁଡିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ…
୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍, ଏମ୍ଏଡ୍ ପାଠ୍ୟକ୍ରମ ପାଇଁ ଆଜିଠୁ ଅନଲାଇନ ଆବେଦନ ଆରମ୍ଭ
୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍, ଏମ୍ଏଡ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଦିନ ୧୧ଟାରୁ ସାମ୍ସ ୱେବ୍ସାଇଟ୍ରେ କମନ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ। ୧୭ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଆବେଦନ…
ସ୍କୁଲ ମଧ୍ୟାହ୍ନଭୋଜନରେ ଏଣିକି ଫଳ ମିଳିବ
ସ୍କୁଲ ମଧ୍ୟାହ୍ନଭୋଜନରେ ଏଣିକି ଫଳ ମିଳିବ। ପିଏମ୍ ପୋଷଣ ଯୋଜନାରେ ଆମିଷ ଖାଉ ନ ଥିବା ଛାତ୍ରୀଛାତ୍ରଙ୍କୁ ଅଣ୍ଡା ବଦଳରେ ଫଳ ଦିଆଯିବ। ଭୋଜନରେ ଋତୁକାଳୀନ ଫଳ ଯୋଗାଇ ଦେବାକୁ ଜିଲା ଶିକ୍ଷାଧିକାରୀଙ୍କୁ ପିଏମ୍ ପୋଷଣ ନୋଡାଲ ଅଫିସର ଚିଠି ଲେଖିଛନ୍ତି। ତେଣୁ ଅଣ୍ଡା ଖାଉ ନ ଥିବା ପିଲାଙ୍କ…
ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର(ଆଇ-କାର୍ଡ) ସାମାନ୍ୟ ବଦଳିବ । ସବୁଜ ରଙ୍ଗର ଆଇ-କାର୍ଡ ଏବେ ଗେରୁଆ ରଙ୍ଗ ହେବ । ୨୦୨୫-୨୬ ଶିକ୍ଷାବର୍ଷରେ ସମସ୍ତ ପ୍ରାଥମିକ ବିଦ୍ୟାଳୟ(ପ୍ରଥମରୁ ୮ମ ଶ୍ରେଣୀ) ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି। ଯେଉଁଥିରେ ପିଲାଙ୍କ ନାମ,…
ସିବିଏସ୍ଇ ଅନୁବନ୍ଧିତ ସମସ୍ତ ବିଦ୍ୟାଳୟରେ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା ସ୍ଥାପନ ବାଧ୍ୟତାମୂଳକ
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ନିୟମାବଳୀ ଜାରି କରାଯାଇଛି। ନିର୍ଦେଶାବଳୀ ଅନୁସାରେ, ସିବିଏସ୍ଇ ଅନୁବନ୍ଧିତ ସମସ୍ତ ବିଦ୍ୟାଳୟରେ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା ସ୍ଥାପନ…
ରେଭେନ୍ସା ବିଶ୍ୱବିଦ୍ୟାଳୟ ରେ ରାଗିଂ ଅଭିଯୋଗ , ୧୦ଜଣ ହଷ୍ଟେଲ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ
ପୁଣି ବିବାଦରେ ରେଭେନ୍ସା ବିଶ୍ୱବିଦ୍ୟାଳୟ । ରାଗିଂ ଅଭିଯୋଗ ଆସିବା ପରେ ୧୦ଜଣ ହଷ୍ଟେଲ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ । ଆଣ୍ଟି ରାଗିଂ ସେଲର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଇଷ୍ଟ ହଷ୍ଟେଲରେ ରହୁଥିବା ୟୁଜି ପ୍ରଥମ…
+୩ ରେ ୯୦ ହଜାର ଆସନ ଖାଲି
ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଶିକ୍ଷାନୁଷ୍ଠାନରେ ସ୍ନାତକ(+୩) ନାମଲେଖା ଶନିବାର ଶେଷ ହୋଇଛି। +୨ ଇନ୍ଷ୍ଟାଣ୍ଟ ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ଖୁବ୍ଶୀଘ୍ର +୩ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଫଳରେ ଇନ୍ଷ୍ଟାଣ୍ଟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା…
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ଏଫ୍ଏମ୍ କଲେଜରେ ପହଞ୍ଚିଲା ୟୁଜିସି ଫ୍ୟାକ୍ଟ ଫାଇଣ୍ଟିଂ ଟିମ୍
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ଏଫ୍ଏମ୍ କଲେଜରେ ପହଞ୍ଚିଲା ୟୁଜିସି ଫ୍ୟାକ୍ଟ ଫାଇଣ୍ଟିଂ ଟିମ୍ । ଦିଲ୍ଲୀରୁ ଆସି ବାଲେଶ୍ୱରରେ ପହଞ୍ଚିଛନ୍ତି ଫ୍ୟାକ୍ଟ ଫାଇଣ୍ଡିଂର ୪ଜଣିଆ ଟିମ୍ । କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ, ଆଇସିସି ସଦସ୍ୟଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରୁଛନ୍ତି ।…
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଇନ୍ଷ୍ଟାଣ୍ଟ ପରୀକ୍ଷା ଫଳ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନ୍ଷ୍ଟାଣ୍ଟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଏନେଇ ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଯୁକ୍ତ ଦୁଇ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମର ଶିକ୍ଷା…
ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍ ନମ୍ବର ଜାରି କଲା ବିଭାଗ
ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍ ନମ୍ବର ଜାରି କରାଯାଇଛି । ସଠିକ୍ ଭାବେ ଆବ୍ୟନ୍ତରୀଣ ଅଭିଯୋଗ କମିଟି (ଆଇଆଇସି) ଗଠନ ପାଇଁ…