Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Browsing Category
Education
All education-related news will be uploaded will be uploaded in this page
ଅଷ୍ଟମ ଶ୍ରେଣୀ ବହିରେ ପ୍ରକାଶିତ ଚାପ୍ଟର ପାଇଁ ନିସର୍ତ୍ତ କ୍ଷମା ମାଗିଲା NCERT
କ୍ଷମା ମାଗିଲା ଏନସିଇଆରଟି । ଅଷ୍ଟମ ଶ୍ରେଣୀର ସାମାଜିକ ବିଜ୍ଞାନ ବହିରେ ନ୍ୟାୟପାଳିକାରେ ଦୁର୍ନୀତିକୁ ନେଇ ବିବାଦ ଘଟଣାର ଦୁଇ ସପ୍ତାହ ପରେ ସଂସ୍ଥା କ୍ଷମା ମାଗିଛି । ବିବାଦୀୟ ବିଷୟକୁ ସୁପ୍ରିମକୋର୍ଟ ଗୁରୁତର ସହ ନେଇଥିଲେ । ଏପରିକି ବହିକୁ ବ୍ୟାନ୍ କରିଥିଲେ । ଆହୁରି ମଧ୍ୟ ଏନସିଇଆରଟି…
୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
ଆନ୍ଧ୍ରପ୍ରଦେଶରେ ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ହୋଇଛି। ମୁଖ୍ୟମନ୍ତ୍ରୀ ଏନ୍.ଚନ୍ଦ୍ରବାବୁ ନାୟଡୁ ଶୁକ୍ରବାର ଏ ନେଇ ଘୋଷଣା କରିଛନ୍ତି। ଏହି କଟକଣା ଆଗାମୀ ୯୦ ଦିନରେ ପର୍ଯ୍ୟାୟକ୍ରମେ ରାଜ୍ୟରେ ଲାଗୁ ହେବ। ନାୟଡୁ କହିଛନ୍ତି ଯେ ରାଜ୍ୟ ସରକାର ଏହି କଟକଣାକୁ…
ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି । ତେବେ କୌଣସି ଅଭିଯୁକ୍ତଙ୍କୁ ବୋର୍ଡର…
ସରିଲା ମାଟ୍ରିକ୍ ପରୀକ୍ଷା, ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ
ସରିଲା ମାଟ୍ରିକ ପରୀକ୍ଷ । ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଦେଇଛନ୍ତି ସାଢ଼େ ୫ଲକ୍ଷ ପରୀକ୍ଷାର୍ଥୀ । ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ । ଏଥିପାଇଁ ପୀରକ୍ଷା ସରିବା ପରେ ଖୁବଶୀଘ୍ର ଆରମ୍ଭ ହେବ ଖାତା ଦେଖା । ଖାତା ଦେଖା ଶୀଘ୍ର ସାରିବା ପାଇଁ ବିଭାଗ…
ହିଟ୍ ୱେଭଙ୍କୁ ନେଇ ସବୁ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜଗୁଡିକ ପାଇଁ ଏସଓପି ଜାରି କଲା ଉଚ୍ଚ ଶିକ୍ଷା ବିଭାଗ,ସକାଳ…
ଧିରେ ଧିରେ ବଢୁଛି ତାତି । ତେଣୁ ହିଟ୍ ୱେଭଙ୍କୁ ନେଇ ସବୁ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜଗୁଡିକ ପାଇଁ ଏସଓପି ଜାରି କଲା ଉଚ୍ଚ ଶିକ୍ଷା ବିଭାଗ । ସକାଳ ସମୟରେ ସବୁ ପରୀକ୍ଷା କରିବାକୁ କୁହାଯାଇଛି । ଖେଳକୁଦ ଭଳି ଆଉଟ୍ ଡୋର୍ ଆକ୍ଟିଭିଟି ଅପରାହ୍ଣ ସମୟରେ ନ କରିବାକୁ କୁହାଯାଉଛି । ଯଦି…
ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ
ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ମାଟ୍ରିକ ଫଳାଫଳ । ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ମୂଲ୍ୟାୟନ । ୫୧ ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ମାଟ୍ରିକ ଖାତା ଦେଖା । ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଚଳିତ ବର୍ଷ ରାଜ୍ୟର…
ଫେବୃଆରୀ ୨୭ରୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ପୋର୍ଟାଲରେ ଆବେଦନ କରିବେ ଛାତ୍ରଛାତ୍ରୀ
ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ଵିଜ୍ଞପ୍ତି ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ବିଭାଗ ଏନେଇ ନୂଟିସ ଜାରି କରିଛି। ଏବର୍ଷ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛି ବିଭାଗ।
ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ…
କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ
୨୦୨୬ - ଭାରତର ଶିକ୍ଷା ବ୍ୟବସ୍ଥାକୁ ଅଧିକ ସମୃଦ୍ଧ ଓ ପ୍ରଯୁକ୍ତିବିଦ୍ୟା ସମ୍ପନ୍ନ କରିବା ଦିଗରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭାରତୀ ଏୟାରଟେଲ୍ ଫାଉଣ୍ଡେସନର ଏକ ଅଭିନବ ପ୍ରୟାସ ‘ଦ ଟିଚର୍ ଆପ୍ ୨.୦’ (The…
ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା ଖାତା ଦେଖା ,ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ୍ ୨ ତାରିଖ ସୁଦ୍ଧା…
ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ହିନ୍ଦୀ ଓ ସଂସ୍କୃତ ପରୀକ୍ଷା ଶେଷ ହୋଇଛି। ଏଥିରେ କେହି ପରୀକ୍ଷାର୍ଥୀ କପି ଅଭିଯୋଗରେ ବୁକ୍ ବା ଏମ୍ପି ହୋଇନଥିବା ବୋର୍ଡ ପକ୍ଷରୁ କୁହାଯାଇଛି । ଓଡ଼ିଆ, ଇଂରାଜୀ ଓ ହିନ୍ଦୀ, ସଂସ୍କୃତ ବିଷୟ ପରୀକ୍ଷା ଶେଷ ହେବା ପରେ ଏହି ତିନୋଟି ବିଷୟର ଉତ୍ତର ଖାତା ମଙ୍ଗଳବାରଠୁ…
ଦ୍ବିତୀୟ ମେରିଟ୍ ଲିଷ୍ଟ ବାହାର କରିବା ଦାବିରେ ରାଜରାସ୍ତାରେ କନିଷ୍ଠ ଶିକ୍ଷକ ଆଶାୟୀ
ରାଜରାସ୍ତାରେ କନିଷ୍ଠ ଶିକ୍ଷକ ଆଶାୟୀ । ଦ୍ବିତୀୟ ମେରିଟ୍ ଲିଷ୍ଟ ବାହାର କରିବା ସହ ବଳକା ପଦବୀ ପୂରଣ କରିବାକୁ ଦାବି କରୁଛନ୍ତି ଆଶାୟୀ । ୨୦୨୩ ରେ ରାଜ୍ୟ ସରକାରଙ୍କ ପକ୍ଷରୁ, ୨ ହଜାର କନିଷ୍ଠ ଶିକ୍ଷକ ପଦ ପାଇଁ ବାହାରିଥିଲା ନୋଟିଫିକେସନ । ପୂରଣ ହେଲା ପ୍ରାୟ ୧୩ ଶହ ପଦବୀ । ବଳି ପଡିଗଲେ ୬…