Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Browsing Category
Education
All education-related news will be uploaded will be uploaded in this page
ମାଟ୍ରିକ୍ ପରୀକ୍ଷାରେ ୧୨ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବା ସ୍ବୀକାର କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ମାଟ୍ରିକ୍ ପରୀକ୍ଷାରେ ୧୨ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବା ସ୍ବୀକାର କଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଲେ, ଏ ବିଷୟରେ ତର୍ଜମା କରାଯାଉଛି । କାହିଁକି ଅନୁପସ୍ଥିତ ରହିଲେ ସେନେଇ ତର୍ଜମା କରାଯାଉଛି । ଅନେକ ବ୍ୟକ୍ତିଗତ କାରଣରୁ ପରୀକ୍ଷା…
ସରିଲା ପ୍ରଥମ ଦିନର ପରୀକ୍ଷା ,ମାତୃଭାଷା ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୪୬ ହଜାର ୫୮୨ ପରୀକ୍ଷାର୍ଥୀ
ପରୀକ୍ଷା କେନ୍ଦ୍ର ସାମ୍ନାରେ ଶୁଭ କଳସୀ ସ୍ଥାପନ କରାଯାଇଥିଲା। ପ୍ରତି ପରୀକ୍ଷାର୍ଥୀଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରୁଥିଲେ ଶିକ୍ଷକ ଶିକ୍ଷୟତ୍ରୀ । ଛାତ୍ରଛାତ୍ରୀଙ୍କ ଜୀବନର ସବୁଠାରୁ ବଡ ପରୀକ୍ଷା ପାଇଁ ଥିଲା ଏତେ ସବୁ ଆୟୋଜନ । ଗୁରୁବାର ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଥିଲା ଚଳିତ ବର୍ଷର…
ଆଜିଠୁ ଛାତ୍ରଛାତ୍ରୀଙ୍କ ଜୀବନର ପ୍ରଥମ ବଡ଼ ପରୀକ୍ଷା ମାଟ୍ରିକ ପରୀକ୍ଷା
ଆଜିଠୁ ଛାତ୍ରଛାତ୍ରୀଙ୍କ ଜୀବନର ପ୍ରଥମ ବଡ଼ ପରୀକ୍ଷା ମାଟ୍ରିକ ପରୀକ୍ଷା । ରାଜ୍ୟର ୩ ହଜାର ୮୨ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ଛାତ୍ରଛାତ୍ରୀ। ପ୍ରଥମ ଦିନରେ ପ୍ରଥମ ଭାଷା ପରୀକ୍ଷା ହେବ । ସମସ୍ତ ପରୀକ୍ଷା ସକାଳ ୯ ଟାରୁ ସାଢେ ୧୧ ଯାଏଁ ଗୋଟିଏ ସିଟିଂରେ ହେବ । ସକାଳ ୮ଟା ୩୦…
ଆଜି ଠାରୁ ଆରମ୍ଭ ହେଉଛି +୨ ଥିଓରୀ ପରୀକ୍ଷା
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ +୨ ଥିଓରୀ ପରୀକ୍ଷା ଆଜି ଠାରୁ ଆରମ୍ଭ ହେଉଛି। ପ୍ରଥମ ଦିନ +୨ ବିଜ୍ଞାନର ମାତୃଭାଷା (ଏମ୍ଆଇଏଲ) ଓଡ଼ିଆ ବିଷୟର ପରୀକ୍ଷା ରହିଛି। ପ୍ରଥମ ଦିନ ୯୬,୬୨୯ ଛାତ୍ରଛାତ୍ରୀ +୨ ବିଜ୍ଞାନ ପରୀକ୍ଷା ଦେବେ। ସୂଚନା ଅନୁଯାୟୀ, ପରୀକ୍ଷା…
ଆଜି ଠୁ ସିବିଏସ୍ଇ ଦଶମ ଏବଂ ଦ୍ବାଦଶଶ୍ରେଣୀ ବୋର୍ଡ଼ ପରୀକ୍ଷା
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ) ପରିଚାଳିତ ଦଶମ ଏବଂ ଦ୍ବାଦଶଶ୍ରେଣୀ ବୋର୍ଡ଼ ପରୀକ୍ଷା ଆଜିଠାରୁ ଆରମ୍ଭ ହେବ। ଚଳିତବର୍ଷ ୪୬ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଦଶମ ଏବଂ ଦ୍ବାଦଶ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବାହ୍ଣ ୧୦ଟା ୩୦ରୁ ଆରମ୍ଭ ହେବ। ଛାତ୍ରଛାତ୍ରୀ ପୂର୍ବାହ୍ଣ…
ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ସିବିଏସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା
ଛାତ୍ରଛାତ୍ରୀଙ୍କ ପାଇଁ ନିୟମ କଡାକଡି କଲା ସିବିଏସି । ନିର୍ଦ୍ଧାରିତ ସମୟ ପୂର୍ବରୁ ନପହଞ୍ଚିଲେ ଦେଇପାରିବେନି ପରୀକ୍ଷା । ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ସିବିଏସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ନିର୍ଦ୍ଧାରିତ ସମୟରେ ପରୀକ୍ଷା କେନ୍ଦ୍ରକୁ ଆସିବା ପାଇଁ ଡେଡଲାଇନ ସ୍ଥିର କଲା…
ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା , ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର
ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା । ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର । ଫେବ୍ରୁଆରି ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୪ରୁ ୬ ଯାଏଁ ଦ୍ବିତୀୟ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍ ଗୁଡିକୁ ପ୍ରଶ୍ନପତ୍ର ପଠାଯିବ । ଆଜି ଦୂରଦୂରାନ୍ତ ଜିଲ୍ଲାଗୁଡ଼ିକୁ କଡ଼ା…
ପ୍ରକାଶ ପାଇଲା ଓଟିଇଟି ୨୦୨୫ର ରେଜଲ୍ଟ
ପ୍ରକାଶ ପାଇଲା ଓଟିଇଟି ୨୦୨୫ର ରେଜଲ୍ଟ। ୨୦୨୫ ଡିସେମ୍ବର ୧୭ ତାରିଖରେ ହୋଇଥିଲା ପରୀକ୍ଷା। ଚଳିତ ବର୍ଷ ମୋଟ ପାସ ହାର ରହିଛି ୬୮.୯୭ ପ୍ରତିଶତ । ପେପର ୧ ରେ ୭୧.୧୬ ଓ ପେପର ୨ ରେ ୬୮.୦୬ ପାସ ହାର ରହିଛି। ମୋଟ ୧୬୦୪୨୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୦୬୦୪୧ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅପରାହ୍ନ…
୧୯ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ, ଆଜିଠାରୁ ନୋଡାଲ୍ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର
୧୯ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବ । ଏଥିପାଇଁ ଆଜିଠାରୁ ନୋଡାଲ୍ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର । କଟକ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟ ଷ୍ଟ୍ରଙ୍ଗରୁମ୍ରୁ ପ୍ରଶ୍ନପତ୍ର ନୋଡାଲ୍ ସେଣ୍ଟରକୁ ପଠାଇବା ପ୍ରକ୍ରିୟା ଆରମ୍ଭ ହେବ। ଆଜି ପ୍ରଥମ ଦିନ ଦୂରଦୂରାନ୍ତରେ ଥିବା ୫ଟି ଜିଲ୍ଲାକୁ…
ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା, ୧୯ରୁ ହେବ ମାଟ୍ରିକ ପରୀକ୍ଷା,ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟ…
ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା, ୧୯ରୁ ହେବ ମାଟ୍ରିକ ପରୀକ୍ଷା । ପରୀକ୍ଷାକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ନେଇ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ପରୀକ୍ଷା ପରିଚାଳନାରେ କୌଣସି ଅବହେଳାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ । ସମସ୍ତ…