Browsing Category

Education

All education-related news will be uploaded will be uploaded in this page

ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ନା

ରାଜଧାନୀ ଭୁବନେଶ୍ବରରେ ନିଶା ବେପାର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।…

ମାଗଣାରେ ମିଳିବ ନିଟ୍‌ ଓ ଜେଇଇ ପାଇଁ କୋଚିଂ

ଛତିଶଗଡ ସରକାର ନିଟ୍‌ ଓ ଜେଇଇ ପାଇଁ ପ୍ରସ୍ତୁତ କରୁଥିବା ଛାତ୍ରଛାତ୍ରୀଙ୍କୁ ବଡ ଭେଟି ଦେଇଛନ୍ତି। ଏମାନଙ୍କୁ ମାଗଣାରେ କୋଚିଂ ପ୍ରଦାନ କରାଯିବ। ଛତିଶଗଡ ସରକାରଙ୍କ ଅନୁସାରେ ଏହି କୋଚିଂରେ ଛାତ୍ରଛାତ୍ରୀଙ୍କୁ ସମସ୍ତ ସୁବିଧା ପ୍ରଦାନ କରାଯିବ। ସହରରେ ୬୦୦ ଛାତ୍ରଛାତ୍ରୀଙ୍କୁ ମାଗଣାରେ କୋଚିଂ…

ଜାତୀୟ ଶିକ୍ଷା ନୀତି ଅନୁସାରେ ହେବ ପାଠପଢ଼ା, ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୫୫ଟି ପାଠ୍ୟପୁସ୍ତକ ପରିବର୍ତ୍ତନ…

ଜାତୀୟ ଶିକ୍ଷା ନୀତି ଅନୁସାରେ ହେବ ପାଠପଢ଼ା । ଏ ନେଇ ପ୍ରସ୍ତୁତ ହେଉଛି ନୂଆ ପାଠ୍ୟପୁସ୍ତକ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୫୫ଟି ପାଠ୍ୟପୁସ୍ତକ ପରିବର୍ତ୍ତନ କରାଯିବ । ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଘନ ଘନ ବୈଠକ । ନୂଆ ନୂଆ ପରିବର୍ତ୍ତନ । ଜାତୀୟ ଶିକ୍ଷା ନୀତି କାର୍ଯ୍ୟକାରୀ…

ଚଳିତ ମାସ 29 ତାରିଖ ରାଜ୍ୟର ସମସ୍ତ ସ୍କୁଲ ଛୁଟି

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଖାଇ ଉପଲକ୍ଷରେ ରାଜ୍ୟ ସରକାର ୨୯ ଅଗଷ୍ଟ (ଶୁକ୍ରବାର) ରାଜ୍ୟର ସମସ୍ତ ସ୍କୁଲ୍‌ ବନ୍ଦ୍‌ ରଖିବାକୁ ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗର ବିଜ୍ଞପ୍ତିରେ ଏହା ସ୍ପଷ୍ଟ କରାଯାଇଛି। ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରୁ ଜାରି ହୋଇଥିବା…

ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ

ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍‌ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ ପଶୁ ସମ୍ପଦ…

ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ପ୍ରକାଶ

ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି ପରୀକ୍ଷାରେ ମୋଟ ୮୦୬ଜଣ କୃତକାର୍ୟ୍ୟ ହୋଇଥିଲା ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି ।…

ସବୁ ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍‍ ସୁବିଧା

ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍‍ ସୁବିଧା । ପୂର୍ବରୁ ଏସ.ସି ଓ ଏସଟି ପିଲାଙ୍କୁ ମାଗଣା ବହି ମିଳୁଥିଲା, ସରକାର ଏବେ ସବୁ ପିଲାଙ୍କୁ ମାଗଣା ବହି ଦେବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପିଲାମାନେ ସ୍କୁଲକୁ ଯାତାୟାତ କରିବା ସମୟରେ…

ସ୍ପେଶାଲ OTET ପୁଣି ସ୍ଥଗିତ

ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଖୁବଶୀଘ୍ର OTET ପରୀକ୍ଷାର ଆଉ ଏକ ତାରିଖ ଘୋଷଣା…

ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର

ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର। ୩ ଲକ୍ଷ ୧୦ ହଜାର ୮୩୯ ଶିଶୁ ବାଟିକା ଛାତ୍ରଛାତ୍ରୀଙ୍କୁ ମାଗଣା ସ୍କୁଲ ପୋଷାକ, ଜୋତା ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ବଣ୍ଟନ ପାଇଁ ପ୍ରତି ଛାତ୍ର ପାଇଁ ଏକ ହଜାର ଟଙ୍କା…

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ -…