Browsing Category

Education

All education-related news will be uploaded will be uploaded in this page

ଓସିଏସସି  ଦ୍ଵାରା କରାଯାଇଥିବା ପରୀକ୍ଷା ବାତିଲ ପରେ ଏବେ ଆଶାୟୀଙ୍କ ଭିତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି

ଓସିଏସସି  ଦ୍ଵାରା କରାଯାଇଥିବା ପରୀକ୍ଷା ବାତିଲ ପରେ ଏବେ ଆଶାୟୀଙ୍କ ଭିତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଛି। କାହିଁକି ଭୁଲ ପ୍ରଶ୍ନ ପତ୍ର ଆସିଲା, ସେଥିପାଇଁ ଦାୟୀ କିଏ?  ଖାମଖିଆଲି ଭାବେ ପରୀକ୍ଷା କରୁଛନ୍ତି କି ଦାୟିତ୍ୱରେ ଥିବା ଅଧିକାରୀ? ସରକାରୀ ଚାକିରି ଖଣ୍ଡିଏ ପାଇଁ…

ସରିଲା ନିଟ୍‌-ୟୁଜି ପରୀକ୍ଷା , ଜୁନ 14 ରେ ପ୍ରକାଶ ପାଇବ ଫଳ

ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ ନିଟ୍‌-ୟୁଜି ପରୀକ୍ଷା ଆଜି ଶେଷ ହୋଇଛି। ଚଳିତ ବର୍ଷ ସାରା ଦେଶରେ ୨୨ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ଏଥିରେ ଅଂଶଗ୍ରହଣ କରିଛନ୍ତି। ବିଦେଶର ୧୪ଟି ସହର ସମେତ ଦେଶର ୫୫୨ଟି ସହରରେ ୫,୪୫୩ ପରୀକ୍ଷା କେନ୍ଦ୍ର ହୋଇଥିଲା। ଓଡ଼ିଶାର ୨୭ ସହରରେ…

ଆଜି ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ,ମେ 5 ରୁ ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ଆଜି ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ । ତେବେ ଏହି ପରୀକ୍ଷା ଫଳକୁ ନେଇ ଆପଣ ସନ୍ତୁଷ୍ଟ ନାହାନ୍ତି କି? ଅଧିକ ମାର୍କ ରଖିବାର ଆଶା ଥିଲା ଓ ଚେକିଂ ପାଇଁ ଆବେଦନ କରିବାକୁ ଚାଁହୁଛନ୍ତି କି? ଯଦି ହଁ, ତେବେ…

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ, ବାଜିମାରିଲେ ଛାତ୍ରୀ

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । କଟକ ବୋର୍ଡ଼ ମୁଖ୍ୟାଳୟରେ ପ୍ରକାଶ ପାଇଲା ରେଜଲ୍ଟ. । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଚଳିତ ମାଟ୍ରିକ୍ ରେଜଲ୍ଟରେ ଛାତ୍ରୀ ବାଜିମାରିନେଇଛନ୍ତି । ପାସ୍ ହାର ୯୪.୯୩ ପ୍ରତିଶତ…

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ 4ଟାରେ ବୋର୍ଡ ଅଫିସରେ ପ୍ରକାଶ ପାଇବ ପରୀକ୍ଷା ଫଳ । ସନ୍ଧ୍ୟା 6ଟା ପରଠୁ ଓ୍ୱେବସାଇଟରେ ଉପଲବ୍ଧ ହେବ ରେଜଲ୍ଟ । www.bseodisha.ac.inରେ ଉପଲବ୍ଧ ହେବ ପରୀକ୍ଷା ଫଳ । ମାଟ୍ରିକ ପରୀକ୍ଷା ଦେବା ପରେ ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ…

ଓପିଏସ୍‌ସି ର ମେନ୍-୨୦୨୩ର ଆନ୍ଥ୍ରୋପୋଲୋଜି ପରୀକ୍ଷା ପୁଣି ଥରେ ଆୟୋଜନ ହେବ

ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସ୍ ସେବା ମେନ୍-୨୦୨୩ର ଆନ୍ଥ୍ରୋପୋଲୋଜି ପରୀକ୍ଷା ପୁଣି ଥରେ ଆୟୋଜନ ହେବ। ଏହି ପରୀକ୍ଷା ଆସନ୍ତା ୧୪ ତାରିଖରେ କରାଯିବ ବୋଲି ଓପିଏସ୍‌ସି କର୍ତ୍ତୃପକ୍ଷ ତରଫରୁ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ଓପିଏସ୍‌ସି…

ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି

ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’ । ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍‌କୁ ରାଜ୍ୟର ୪୫ ହଜାର ସ୍କୁଲକୁ ଦିଆଯିବ । ଏନେଇ ଖର୍ଚ୍ଚ ହେବ ପ୍ରାୟ ୯୦ କୋଟି । ପିଲାଙ୍କ ‘ଯାଦୁପେଡି’ ଦେଖିଲେ ମୁଖ୍ୟମନ୍ତ୍ରୀ । ପିଲାମାନଙ୍କୁ…

ମେ’ ୨ରୁ ଏହା ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ  ଓଜେଇଇ ପରୀକ୍ଷା

ଓଜେଇଇ ପରୀକ୍ଷା ପାଇଁ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ’ ୨ରୁ ଏହା ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ତିନିଟି ସିଫ୍ଟରେ ଏହି ପରୀକ୍ଷା ହେବ। ସାଢ଼େ ୮ଟାରୁ ସାଢ଼େ ୧୦ଟା, ସାଢ଼େ ୧୨ଟାରୁ ସାଢ଼େ…

ଓପିଏସ୍‌ସି  ଏବଂ ଓଏସଏସଏସସି ପ୍ରଶ୍ନପତ୍ର ତ୍ରୁଟି ଘଟଣାର ତଦନ୍ତ ହେବ – ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

ଓପିଏସ୍‌ସି  ଏବଂ ଓଏସଏସଏସସି ପ୍ରଶ୍ନପତ୍ର ତ୍ରୁଟି ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ପ୍ରତିକ୍ରିୟା । ମନ୍ତ୍ରୀ କହିଲେ, ଏହା ମୋ ବିଭାଗ ଅଧୀନରେ ଯାଉ ନାହିଁ । ଆଗରୁ ଓପିଏସସି କୁହନ୍ତୁ କିମ୍ବା ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିଟିରେ ବହୁତ ଅବ୍ୟବସ୍ଥା ରହିଆସିଛି ।…

ପ୍ରତିଯୋଗିତାମୂଳକ ପରୀକ୍ଷାରେ ତ୍ରୁଟି

ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (OSSC) ଏବଂ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ସାମ୍ନାକୁ ଆସିଛି । ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ ତ୍ରୁଟି ସ୍ବୀକାର କରିବା ସହ ନୋଟିସ୍ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି ଓପିଏସସି କର୍ତ୍ତୃପକ୍ଷ । OSSC ପରୀକ୍ଷାରେ ତ୍ରୁଟିକୁ…