Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Browsing Category
Education
All education-related news will be uploaded will be uploaded in this page
କୁଟିଆ କନ୍ଧଙ୍କ ଜୀବନ ସଂଘର୍ଷକୁ ନେଇ ଖୋର୍ଧା ଜିଲ୍ଲାପାଳଙ୍କ ଉପନ୍ୟାସ ‘ପାର୍ଶ୍ଵସ୍ରୋତ’ ଉନ୍ମୋଚିତ
ଭୁବନେଶ୍ୱର : ପ୍ରଶାସନିକ ଦାୟିତ୍ୱର ବ୍ୟସ୍ତତା ଭିତରେ ଖୋର୍ଧା ଜିଲ୍ଲାପାଳଙ୍କ ସାରସ୍ୱତ ସାଧନା। ଓଡ଼ିଶାର ଅନ୍ୟତମ ବିରଳ ଜନଜାତି ‘କୁଟିଆ କନ୍ଧ’ଙ୍କ ଅନାଲୋଚିତ ଜୀବନଶୈଳୀ, ସଂସ୍କୃତି ଓ ପରମ୍ପରାକୁ ନେଇ ରଚିତ ଉପନ୍ୟାସ ‘ପାର୍ଶ୍ଵସ୍ରୋତ’ ବୁଧବାର ସନ୍ଧ୍ୟାରେ ଉନ୍ମୋଚିତ ହୋଇଯାଇଛି।…
ଉନ୍ମୋଚିତ ହେଲା ଡ. ପୂର୍ଣ୍ଣଚନ୍ଦ୍ର ଦାଶଙ୍କ ଦୁଇ ଆଧ୍ୟାତ୍ମିକ ଗ୍ରନ୍ଥ ‘ଶ୍ରୀ ରାମାୟଣ’ ଓ ‘ଜଗନ୍ନାଥ ବିଳାସ…
ରାଜଧାନୀ ଭୁବନେଶ୍ୱରସ୍ଥିତ ଲୋହିଆ ଏକାଡେମୀ ପରିସରରେ ଏକ ଭବ୍ୟ ସାରସ୍ୱତ ସମାରୋହରେ ଲେଖକ ଡ. ପୂର୍ଣ୍ଣଚନ୍ଦ୍ର ଦାଶଙ୍କ ଦ୍ୱାରା ରଚିତ ଦୁଇଟି ମହତ୍ତ୍ୱପୂର୍ଣ୍ଣ ଆଧ୍ୟାତ୍ମିକ ଗ୍ରନ୍ଥ “ଶ୍ରୀ ରାମାୟଣ” ଏବଂ “ଜଗନ୍ନାଥ ବିଳାସ ଚନ୍ଦ୍ରିକା” ଉନ୍ମୋଚିତ ହୋଇଯାଇଛି। ଓଡ଼ିଆ ସାହିତ୍ୟ ଏବଂ…
ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ
ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ। ଆଦିବାସୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ଉଦ୍ଦେଶ୍ୟରେ ଏହା ନିର୍ମାଣ ହେବ। ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବଡ଼ ଯୋଜନା ଆଣିବାକୁ…
ଏପ୍ରିଲ ୧୮ରୁ ଖରା ଛୁଟି
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର। ଏପ୍ରିଲ ୧୮ରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ।
ରାଜ୍ୟରେ AI ବା କୃତ୍ରିମ ବୁଦ୍ଧିମତା ସ୍କୁଲ ଖୋଲିବ ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ AI ବା କୃତ୍ରିମ ବୁଦ୍ଧିମତା ସ୍କୁଲ ଖୋଲିବ। AI ଦିଗରେ ଓଡ଼ିଶା ଆଗେଇ ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଆଇ କମ୍ପାନୀ ସର୍ଭମ ସହ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଓଡ଼ିଶାରେ AI ବା…
‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଜ୍ଞାନ ଓ ବିଜ୍ଞାନର ସମନ୍ୱୟରେ ଓଡ଼ିଶାର ଛାତ୍ରୀମାନେ ଏବେ ସ୍ୱପ୍ନ ଦେଖିବେ ନାହିଁ, ବରଂ ସେହି ସ୍ୱପ୍ନକୁ ବାସ୍ତବରେ ରୂପାନ୍ତରିତ କରିବେ। ପ୍ରଥମ ପର୍ଯ୍ୟାୟରେ ସମ୍ବଲପୁରର ଐତିହାସିକ ଚନ୍ଦ୍ରଶେଖର ବେହେରା(ସିଏସବି) ଜିଲ୍ଲା ସ୍କୁଲ ସମେତ ତିନୋଟି ସ୍ଥାନରେ ଉଦଘାଟିତ 'ବୋଇଂ ସୁକନ୍ୟା ଷ୍ଟେମ୍…
ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ,ବିଭିନ୍ନ ଶିକ୍ଷାନୁଷ୍ଠାନରେ ଭକ୍ତିର ସହ ପୂଜା ଅର୍ଚ୍ଛନା
ହସ୍ତେ ସ୍ଫଟିକମାଳିକାଂ ବିଦଧତିଂ, ପଦ୍ମାସନେ ସଂସ୍ଥିତାଂ, ବନ୍ଦେତାଂ ପରମେଶ୍ୱରୀ ଭଗବତୀଂ ବୁଦ୍ଧିପ୍ରଦାଂ ଶାରଦାଂ । ସରସ୍ୱତୀ ମହାଭାଗେ ବିଦ୍ୟେ କମଳଲୋଚନେ ବିଦ୍ୟାରୂପେ ବିଶାଳାକ୍ଷି ବିଦ୍ୟାଂ ଦେହି ନମୋସ୍ତୁତେ ।
ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ…
ଗୁଜରାଟରେ ଓଡ଼ିଆ ଭାଷା ଓ ଶିକ୍ଷାର ପ୍ରଚାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ପତ୍ର ଲେଖିଲେ…
ଗୁଜରାଟ ବିଶେଷ ଭାବରେ ସୁରଟରେ ବସବାସ କରୁଥିବା ଓଡ଼ିଆ ସମ୍ପ୍ରଦାୟର ସାମାଜିକ ଏବଂ ଶିକ୍ଷାଗତ ବିକାଶ ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ଏକ ପତ୍ର ଲେଖି ଅନୁରୋଧ କରିଛନ୍ତି । ଗୁଜରାଟରେ ଓଡ଼ିଆ ଭାଷା ଓ ଶିକ୍ଷାର…
୭୨ ଜଣ ପ୍ରଧାନଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ଏକ ମାସର ଦରମା ବନ୍ଦ
ଆକ୍ସନ ମୋଡରେ ଜିଲ୍ଲା ଶିକ୍ଷାଧିକାରୀ । ପୁରୀ ଜିଲ୍ଲାର ୭୨ ଜଣ ପ୍ରଧାନଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ଏକ ମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ ଏବଂ ସାପ କାମୁଡିଲେ ତୁରନ୍ତ କିଭଳି ପ୍ରାଥମିକ…
ଆଜି ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା
ଆଜି ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍ଏସ୍ଟିଇଟି) ଆଜି ସକାଳ ୧୦ଟାରୁ ଆରମ୍ଭ ହୋଇ ୧୨ଟା ୩୦ ପର୍ଯ୍ୟନ୍ତ ଚାଲିବ । ଉଭୟ ପେପର-୧ ଓ ପେପର-୨…