Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Browsing Category
Education
All education-related news will be uploaded will be uploaded in this page
ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷା ଫଳ
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ ଷ୍ଟାଣ୍ଡାର୍ଡ ଓଡ଼ିଆ ଭାଷା ପରୀକ୍ଷା ୨୦୨୫ର ଫଳ ଜାନୁଆରୀ ୧୭ ତାରିଖ (ଶନିବାର) ଅପରାହ୍ନ ୨ଟାରେ ପ୍ରକାଶ ପାଇବ। ବୋର୍ଡ ଓ୍ବେବ୍ସାଇଟ୍…
ଚଳିତ ବର୍ଷ ଯୁକ୍ତ ୨ କଳା ଖାତା ଦେଖା ଅନଲାଇନ୍ରେ ହେବ -ନିତ୍ୟାନନ୍ଦ ଗଣ୍ଡ
ଚଳିତ ବର୍ଷରୁ ବଦଳିପାରେ ଯୁକ୍ତ ୨ ଖାତାଦେଖା ଢ଼ାଞ୍ଚା । ଯୁକ୍ତ ୨ କଳା ଖାତା ଦେଖା ଅନଲାଇନ୍ରେ ହୋଇପାରେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । କଳା ବିଭାଗ ଖାତାଦେଖା ଅନଲାଇନ୍ରେ ହେବା ପାଇଁ ପ୍ରସ୍ତୁତି କରାଯାଉଛି । ଚୂଡ଼ାନ୍ତ ପାଇଁ ବଜେଟ୍…
ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନରେ ଶୁଭିଲା ‘ବନ୍ଦେ ମାତରମ୍’ ସାମୁହିକ ଗାନ
ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନରେ ଶୁଭିଲା ‘ବନ୍ଦେ ମାତରମ୍’ ସାମୁହିକ ଗାନ। ରାଜ୍ୟର ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍’ ସାମୁହିକ ଗାନ କଲେ ଛାତ୍ରଛାତ୍ରୀ ଏବଂ ଶିକ୍ଷାଦାନ କରୁଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀ। ‘ବନ୍ଦେ ମାତରମ୍’ର ୧୫୦ ତମ…
୨୭ରୁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ଓଜେଇଇ ଆବେଦନ
ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ବର୍ଷ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଚଳିତ ମାସ ୨୭ରୁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ବିଦ୍ୟାର୍ଥୀ ଅନ୍ଲାଇନରେ ଆବେଦନ କରିବେ। ମାର୍ଚ୍ଚ ୨୬ ଆବେଦନର ଶେଷ ତାରିଖ ରହିଛି। ମେ’ ୧୧ରୁ ୧୭ ପର୍ଯ୍ୟନ୍ତ…
ଛାତ୍ର ଛାତ୍ରୀ ସ୍କୁଲ ନ ଆସିଲେ ଘରକୁ ଯାଇ କାରଣ ଖୋଜିବେ ଶିକ୍ଷକ
ଘରକୁ ଯିବେ ସାର | ଛାତ୍ରୀ ଛାତ୍ର ସ୍କୁଲ ନ ଆସିଲେ ଘରକୁ ଯାଇ କାରଣ ଖୋଜିବେ ଶିକ୍ଷକ | ବିଦ୍ୟାଳୟରେ କୌଣସି ପିଲା ସାତରୁ ଅଧିକ ଦିନ ଅନୁପସ୍ଥିତ ରହିଲେ ଘରକୁ ଯିବେ ଶିକ୍ଷକ | ସେମାନଙ୍କୁ ପୁଣି ଶିକ୍ଷାଦାନର ମୂଳସ୍ରୋତକୁ ଫେରାଇ ଆଣିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର|…
ନିଆଁରେ ପୋଡ଼ି ହୋଇ ୪ ଛାତ୍ର ଗୁରୁତର ହେବା ଘଟଣା,୫ଜଣ ଶିକ୍ଷକଙ୍କ ବିରେଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ
ନିଆଁରେ ପୋଡ଼ି ହୋଇ ୪ ଛାତ୍ର ଗୁରୁତର ହେବା ଘଟଣାରେ କାର୍ଯ୍ୟାନୁଷ୍ଠାନ। ଜିଲ୍ଲା ପ୍ରଶାସନ ପାଇକ ଡାକୁଲଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟର ୫ଜଣ ଶିକ୍ଷକଙ୍କ ବିରେଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୫ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିବା ସାଙ୍ଗକୁ କାରଣ ଦର୍ଶାଅ ନୋଟିସ ଜାରି…
ନୂଆବର୍ଷରେ ରାଇରଙ୍ଗପୁରକୁ ରାଷ୍ଟ୍ରପତିଙ୍କ ଭେଟି , ଖୋଲିଲା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ଵବିଦ୍ୟାଳୟ
ନୂଆବର୍ଷରେ ରାଇରଙ୍ଗପୁରକୁ ରାଷ୍ଟ୍ରପତିଙ୍କ ଭେଟି । ଖୋଲିଲା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ଵବିଦ୍ୟାଳୟ । ନୂଆବର୍ଷରେ IGNOU ଆଞ୍ଚଳିକ କେନ୍ଦ୍ର ଓ କୌଶଳ କେନ୍ଦ୍ରକୁ ରାଷ୍ଟ୍ରପତି ଭର୍ଚ୍ଚୁଆଲରେ ଉଦଘାଟନ କରିଥିଲେ । ଉତ୍ସବ ପାଇଁ ସ୍ଥାନୀୟ ମହତାବ ଭବନରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ…
ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା, ଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ଏ ସଂପର୍କିତ…
ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ୍ ସେବା ମିଳିବ। ଦୂରତା କାରଣରୁ ଡ୍ରପ୍ଆଉଟ୍ ହ୍ରାସ କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏଥିପାଇଁ ପରିବହନ ବିଭାଗକୁ…
୨୦ ଜଣ ପିଲାଙ୍କୁ ରାଷ୍ଟ୍ରୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କରିଛନ୍ତି। ଦଶମ ଏବଂ ଶେଷ ଶିଖ ଗୁରୁ ଶ୍ରୀ ଗୋବିନ୍ଦ ସିଂହଙ୍କ ଚାରି ପୁତ୍ରଙ୍କ ସହିଦତାକୁ ସମ୍ମାନ ଜଣାଇ ପ୍ରତିବର୍ଷ ଡିସେମ୍ବର ୨୬କୁ ବୀର ବାଳ ଦିବସ ଭାବରେ ପାଳନ କରାଯାଏ ଏବଂ ପ୍ରଧାନମନ୍ତ୍ରୀ…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ ପାଇଁ ଆବେଦନ ଆରମ୍ଭ
ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବେ ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ ପାଇଁ ୨୪…