Trending
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
Browsing Category
Education
All education-related news will be uploaded will be uploaded in this page
ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପିଲା ଫେଲ୍ ହେଲେ ପୁଣି ପରୀକ୍ଷା ସୁଯୋଗ ପାଇବେ
ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି। ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପିଲା ଫେଲ୍ ହେଲେ ପୁଣି ପରୀକ୍ଷା ସୁଯୋଗ ପାଇବେ । ୨ ମାସ ମଧ୍ୟରେ ପୁନଃ ପରୀକ୍ଷା ପାଇଁ ସ୍କୁଲ…
+୨ ନାମଲେଖା ,ଆଜି ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ
୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା କନିଷ୍ଠ ମହାବିଦ୍ୟାଳୟ ଗୁଡ଼ିକରେ +୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାରେ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ଶେଷ ହୋଇଛି। ଆଜି ପୂର୍ବାହ୍ଣ ୧୧ଟା ୪୫ ମିନିଟ୍ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଏହାକୁ ନେଇ…
ଦଶମ ପରୀକ୍ଷାକୁ ନେଇ ସିବିଏସ୍ଇର ବଡ଼ ନିଷ୍ପତ୍ତି,୨୦୨୬ରୁ ଦୁଇଟି ପର୍ଯ୍ୟାୟରେ ହେବ ବୋର୍ଡ ପରୀକ୍ଷା
ଦଶମ ପରୀକ୍ଷାକୁ ନେଇ ସିବିଏସ୍ଇର ବଡ଼ ନିଷ୍ପତ୍ତି । ୨୦୨୬ରୁ ଦୁଇଟି ପର୍ଯ୍ୟାୟରେ ହେବ ବୋର୍ଡ ପରୀକ୍ଷା । ସିବିଏସ୍ଇ ବୋର୍ଡ ମାନଦଣ୍ଡକୁ ଦେଲା ମଞ୍ଜୁରି , ବର୍ଷକୁ ଦୁଇ ଥର ହେବ ସିବିଏସ୍ଇ ଦଶମ ପରୀକ୍ଷା । ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଫେବ୍ରୁଆରିରେ ହେବ । ଏହା ପରେ ମେ' ମାସରେ ହେବ…
ସ୍କୁଲ ପାକ୍ୟକ୍ରମରେ ଯୋଗ ହେବ ସାମିଲ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କହିଛନ୍ତି ଯେ, ରାଜ୍ୟ ସରକାର ସ୍କୁଲ ପାଠ୍ୟକ୍ରମ ଏବଂ ସାର୍ବଜନୀନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ଯୋଗକୁ ଅନ୍ତର୍ଭୁକ୍ତ କରିବା ପାଇଁ ପଦକ୍ଷେପ ନେଉଛନ୍ତି କାରଣ ଏହା ଏକ ସୁସ୍ଥ, ସ୍ୱାବଲମ୍ବୀ ଏବଂ ଦକ୍ଷ ଭାରତ ଗଠନ କରିବାରେ ସାହାଯ୍ୟ କରେ।…
ଜୁନ 2୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ
ଆସନ୍ତା ୨୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନଜରରେ ରଖି ୨ ସହରର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।…
ଜୁନ ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ
ରାଜ୍ୟରେ ଆସନ୍ତା ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ । ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ ଉପରେ ଗୁରୁତ୍ବ ଦିଆଯାଇଛି। ବିଦ୍ୟାଳୟ ଖୋଲିବାର…
ରାଜ୍ୟରେ ବିଦ୍ୟାଳୟସ୍ତରରେ ପାଳିତ ହେବ ଯୋଗ ଦିବସ
ଆସନ୍ତା ୨୧ ତାରିଖରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତବର୍ଷର ବିଷୟବସ୍ତୁ ରହିଛି ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ ପର୍ଯ୍ୟନ୍ତ…
ପ୍ରକାଶ ପାଇଲା ନିଟ୍-ୟୁଜି ୨୦୨୫ ପରୀକ୍ଷା ଫଳ
ପ୍ରକାଶ ପାଇଲା ନିଟ୍-ୟୁଜି ୨୦୨୫ ପରୀକ୍ଷା ଫଳ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ରେଜଲ୍ଟ ପ୍ରକାଶ କରାଯାଇଛି । ରାଜସ୍ଥାନର ମହେଶ କୁମାର ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି । ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି । ସର୍ବଭାରତୀୟ ରାଙ୍କରେ ୬୦ତମ ସ୍ଥାନରେ ରହିଛନ୍ତି…
ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍ଅଫ୍ ତାଲିକା
ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍ଅଫ୍ ତାଲିକା ପ୍ରକାଶ ପାଇଛି । ସର୍ବାଧିକ କଟ୍ଅଫ୍ ସହ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଗରେ ରହିଛି । କଳା ବିଭାଗରେ ରାଜନୀତି ବିଜ୍ଞାନରେ ସର୍ବାଧିକ ୯୨.୮୦ %…
ଓଡ଼ିଆ ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଓ ଇଗ୍ନୋ ମଧ୍ୟରେ ରାଜିନାମା ସ୍ୱାକ୍ଷରିତ
ଓଡ଼ିଆ ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଇଗ୍ନୋ) ମଧ୍ୟରେ ଏକ ରାଜିନାମା ସ୍ୱାକ୍ଷରିତ ହୋଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଭାଗୀୟ ସଚିବ ଅରବିନ୍ଦ ଅଗ୍ରୱାଲ ଓ ଇଗ୍ନୋ କୁଳପତି…