Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Education
All education-related news will be uploaded will be uploaded in this page
6 ବର୍ଷ ନ ହେଲେ ସ୍କୁଲ ମନା
୬ ବର୍ଷ ହେଲେ ସ୍କୁଲ ଯିବେ ପିଲା । ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଜଣେ ପିଲାକୁ ୬ ବର୍ଷ କିମ୍ବା ତା'ଠାରୁ ଅଧିକ ହେବା ଜରୁରୀ । ଛାତ୍ରଛାତ୍ରୀଙ୍କ ଉତ୍କୃଷ୍ଟ ଶୈକ୍ଷିକ ବିକାଶ ପାଇଁ ଜାତୀୟ ଶିକ୍ଷା ନୀତି ୨୦୨୦ରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ନେଇ ଏହି ନିଷ୍ପତ୍ତି ନିଆଯାଇଛି ।…
ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍ ପାଠ୍ୟକ୍ରମ
ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍ ପାଠ୍ୟକ୍ରମ। ଏନେଇ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୮ଟି ବିଏଡ୍ କଲେଜ ଅର୍ଥାତ୍ ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର (ଏମ୍ଓୟୁ) ସାକ୍ଷର ହୋଇଛି ।…
ବଦଳିବନି ରେଭେନ୍ସା କଲେଜର ନାଁ
ବଦଳିବନି ରେଭେନ୍ସା କଲେଜର ନାଁ । ନାମ ପରିବର୍ତ୍ତନ ନେଇ ସରକାରଙ୍କ ନିକଟରେ ନାହିଁ କୌଣସି ପ୍ରସ୍ତାବ । ଆଜି ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜଙ୍କ ଉତ୍ତର ଏହି ପ୍ରସଙ୍ଗକୁ ପୁଣି ଚର୍ଚ୍ଚାକୁ ଆଣିଛି । ରେଭେନ୍ସା କଲେଜର ନାଁ ବଦଳାଇବା ନେଇ କେନ୍ଦ୍ର ମନ୍ତ୍ରୀ…
ସରିଲା ମାଟ୍ରିକ ପରୀକ୍ଷା , ମାର୍ଚ୍ଚ ୧୯ରୁ ଖାତା ଦେଖା, ମେ’ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ପରୀକ୍ଷାଫଳ
ମେ’ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷାଫଳ । ମାର୍ଚ୍ଚ ୧୯ରୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ ହେବ । ଏନେଇ ଗୁରୁବାର ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି ।
ସୂଚନାନୁଯାୟୀ, ଶେଷ ହୋଇଛି ମାଟ୍ରିକ୍ ପରୀକ୍ଷା । ସୁରୁଖୁରୁରେ ପରୀକ୍ଷା ଶେଷ ହୋଇଛି ବୋଲି ବୋର୍ଡ…
ଆଜି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଖୋଲା
ବୁଧବାର ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ବିଶ୍ବବିଦ୍ୟାଳୟ, ଡିଗ୍ରୀ ମହାବିଦ୍ୟାଳୟ ଓ ଶିକ୍ଷକ ପ୍ରତିଷ୍ଠାନ ଖୋଲା ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶନାମା ପ୍ରକାଶ ପାଇଛି। ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବ…
ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍ତେଜନା , ବିକ୍ଷୋଭ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କ ଗାଡ଼ି ଭାଙ୍ଗିଛନ୍ତି ବାଣୀବିହାର…
ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍ତେଜନା । ବିକ୍ଷୋଭ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କ ଗାଡ଼ି ଭାଙ୍ଗିଛନ୍ତି ବାଣୀବିହାର ଛାତ୍ର । ବିକ୍ଷାଭ ନାଁରେ ଉତ୍ପାତ କରିଛନ୍ତି ବାଣିବିହାର ଛାତ୍ର । ଜୟ ଭୀମ୍ ଛାତ୍ର ସଂଗଠନକୁ ବିରୋଧ କରି ସାମୂହିକ ଭାବେ ଏବିଭିପି, ଛାତ୍ର କଂଗ୍ରେସ ଓ ଅନ୍ୟ ସମସ୍ତ…
ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଓ କଲେଜ ପାଇଁ ଖୁବ ଶୀଘ୍ର ଆସିବ ଗାଇଡଲାଇନ୍
ସ୍କୁଲ ଓ କଲେଜ ପାଇଁ ଖୁବ ଶୀଘ୍ର ଆସିବ ଗାଇଡଲାଇନ୍ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଏହି ସ୍ବତନ୍ତ୍ର ଗାଇଡଲାଇନ୍ ଆସିବ ବୋଲି ସୂଚନା ରହିଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ ବିଭାଗର ଏନେଇ ଆଲୋଚନ ସରିଥିବା ଜଣାଯାଇଛି।…
ମାଟ୍ରିକ ପରୀକ୍ଷା – ଆଜି ବିଜ୍ଞାନ ପରୀକ୍ଷା ଦେବେ ଛାତ୍ରଛାତ୍ରୀ
ଆଜି ବିଜ୍ଞାନ ପରୀକ୍ଷା ଦେବେ ଦଶମ ଛାତ୍ରଛାତ୍ରୀ। ୨୧ ତାରିଖ ଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷାରେ ଆଜି ବିଜ୍ଞାନ ବିଷୟ ରହିଛି। କପି ରୋକିବାକୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରୀକ୍ଷା ସୁପରିଚାଳନା ଲାଗି ଏଥର ଚାରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସମସ୍ତ…
ହିଟ୍ ୱେଭର ମୁକାବିଲା ଓ ଏଥିପାଇଁ ଆଗୁଆ ପ୍ରସ୍ତୁତି ପାଇଁ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି
ବଢ଼ୁଥିବା ଖରାକୁ ଦେଖି ସତର୍କ ହୋଇଛି ସ୍କୁଲ ଓ ଗଣଶିକ୍ଷା ବିଭାଗ । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ବିଭାଗ। ହିଟ୍ ୱେଭର ମୁକାବିଲା ଓ ଏଥିପାଇଁ ଆଗୁଆ ପ୍ରସ୍ତୁତି ପାଇଁ ଚିଠିରେ କୁହାଯାଇଛି ।
ସ୍କୁଲରେ ଯେପରି ପାନୀୟ ଜଳ ସୁବିଧା ରହିବ, ତାହା ସୁନିଶ୍ଚିତ କରାଇବାକୁ…
ଆଜିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ
ଛାତ୍ର ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ପରୀକ୍ଷା କୁହାଯାଉଥିବା ମାଟ୍ରିକ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଆଉ କିଛି ସମୟ ପରେ ଆରମ୍ଭ ହେବ ପରୀକ୍ଷା । ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ପର୍ୟ୍ୟନ୍ତ ଚାଲିବ । ସକାଳ ସାଢ଼େ ୭ଟାରେ ପରୀକ୍ଷା କେନ୍ଦ୍ର…