Browsing Category

Education

All education-related news will be uploaded will be uploaded in this page

ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ

ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ। ସମସ୍ତ ୪ଟି ପଦବୀରେ ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନର ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଛାତ୍ରସଂଘ ସଭାପତି ଭାବେ ବିଜୟୀ ହୋଇଛନ୍ତି ଏଆଇଏସଏର ଅଦିତି ମିଶ୍ରା । ଏବିଭିପି ପ୍ରାର୍ଥୀ ବିକାଶ ପଟେଲଙ୍କୁ ପରାଜିତ…

ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମରେ ସାମିଲ ହେବ ଏଆଇ

ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ପାଠ୍ୟକ୍ରମରେ ଶିକ୍ଷା ପ୍ରଦାନ କରାଯିବ। ୨୦୨୬-୨୭ ଶିକ୍ଷାବର୍ଷରୁ ସାରା ଦେଶରେ ଏହାକୁ ଲାଗୁ କରିବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଣ୍ଟା ଭିଡ଼ିଛି। ଚଳିତବର୍ଷ ଶେଷ ସୁଦ୍ଧା ପାଠ୍ୟ ଉପକରଣ, ହ୍ୟାଣ୍ଡ୍‌ବୁକ୍ ଓ…

କ୍ୟାମ୍ପସ୍‌ ହେବ ନିଶାମୁକ୍ତ , ପ୍ରତି କ୍ୟାମ୍ପସ୍‌ରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର

କ୍ୟାମ୍ପସ୍‌କୁ ନିଶାମୁକ୍ତ କରିବା ଲାଗି ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ପ୍ରତି କ୍ୟାମ୍ପସ୍‌ରେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର ନିଯୁକ୍ତ ହେବେ। କଲେଜ ଏବଂ ବିଶ୍ବ ବିଦ୍ୟାଳୟର ଜଣେ ଅଧ୍ୟାପକ କିମ୍ବା ଅଧ୍ୟାପିକାଙ୍କୁ ମଧ୍ୟ…

ବାତ୍ୟା ମନ୍ଥା ପାଇଁ ଘୁଞ୍ଚିଲା ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖ

ବାତ୍ୟା ମନ୍ଥା ପାଇଁ ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଅକ୍ଟୋବର ୨୮ରେ ୨୦୨୬ର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣର ଶେଷ ତାରିଖ ଥିଲା। ହେଲେ ବାତ୍ୟା ମନ୍ଥା ପ୍ରଭାବ ପାଇଁ ଅନେକ କଲେଜର ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିନାହାନ୍ତି। ଏ ନେଇ କଲେଜ ଗୁଡିକ ଠାରୁ…

ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨୮, ୨୯ରେ ଛୁଟି ନେଇ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…

ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା

ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ,…

ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ, ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ…

ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି…

ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ

ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ। ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ। ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ…

ଆସନ୍ତା ଫେବ୍ରୁଆରୀ ୧୫ରୁ ୨୫ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା

ଆସନ୍ତା ଫେବ୍ରୁଆରୀ ୧୫ରୁ ୨୫ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୫ରୁ ୨୫ଭିତରେ ଯେକୌଣସି ତାରିଖରେ ପରୀକ୍ଷା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଉଚ୍ଚମାଧ୍ୟମକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡା । ଡିସେମ୍ବର ୧୫ତାରିଖ ସୁଦ୍ଧା ପିଲମାନଙ୍କୁ ମିଳିବ ଆଡମିଟ୍‍ କାର୍ଡ ।…

ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସିଟିଭି ଲଗାଇବାକୁ ଆସିଲା ନିର୍ଦ୍ଦେଶ

୨୦୨୬ରେ ହେବାକୁ ଥିବା ଯୁକ୍ତ୨ ପ୍ରାକ୍ଟିକାଲ ଓ ଥିଓରି ପରୀକ୍ଷା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ପରିଷଦ ଦ୍ବାରା ପରିଚାଳିତ ହେଉଥିବା ଏହି ପ୍ରାକ୍ଟିକାଲ ପରୀକ୍ଷା ପାଇଁ ହାତରେ ଆଉ ଅଢ଼େଇ ମାସ ବାକି ରହିଛି । ତା’ପୂର୍ବରୁ ପରୀକ୍ଷା…