Browsing Category

Education

All education-related news will be uploaded will be uploaded in this page

ଓଡ଼ିଶାର ୩ଟି ସରକାରୀ ମେଡିକାଲ କଲେଜରେ ୧୧ଟି ପୋଷ୍ଟ-ଡିପ୍ଲୋମା ଡିଏନବି ସିଟ୍ କୁ ଅନୁମୋଦନ

ଓଡ଼ିଶାର ୩ଟି ସରକାରୀ ମେଡିକାଲ କଲେଜରେ ୧୧ଟି ପୋଷ୍ଟ-ଡିପ୍ଲୋମା ଡିଏନବି (DNB) ସିଟ୍କୁ ଅନୁମୋଦନ ମିଳିଛି । ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ବୋର୍ଡ ଅଫ୍ ଏଗଜାମିନେସନ ଇନ ମେଡିକାଲ ସାଇନ୍ସ (NBEMS) ପକ୍ଷରୁ ରାଜ୍ୟର ୩ଟି ସରକାରୀ ମେଡିକାଲ କଲେଜରେ ୫ଟି ବ୍ରଡ୍ ସ୍ପେସିଆଲିଟିରେ ମୋଟ୍ ୧୧ଟି…

ବର୍ଷା ହେଲେ ସ୍କୁଲ ଛାତରୁ ପାଣି ଗଳୁଛି ତ କେଉଁଠି ଛାତରୁ କଂକ୍ରିଟ୍ ଖସୁଛି,ପିଲାଙ୍କ ସୁରକ୍ଷାକୁ ନେଇ ସ୍କୁଲରେ ତାଲା…

ସ୍କୁଲ ଛାତରୁ ଗଳୁଛି ପାଣି ।  ଭୟରେ ସ୍କୁଲରେ ତାଲା ପକାଇଲେ ଅଭିଭାବକ ।  ବର୍ଷା ହେଲେ ସ୍କୁଲ ଛାତରୁ ପାଣି ଗଳୁଛି ତ କେଉଁଠି ଛାତରୁ କଂକ୍ରିଟ୍ ଖସୁଛି  ।  ଏଭଳି ବିପଦପୂର୍ଣ୍ଣ ପରିବେଶରେ ପାଠ ପଢ଼ୁଛନ୍ତି କୁନି କୁନି ପିଲା ।  ପିଲାଙ୍କ ସୁରକ୍ଷାକୁ ନେଇ ସ୍କୁଲରେ ତାଲା ପକାଇଲେ ଅଭିଭାବକ ।…

ଜଣିକିଆ ଶିକ୍ଷକ ଥିବା ସ୍କୁଲରେ ଶିକ୍ଷକ ନିଯୁକ୍ତି କରିବେ ସରକାର, ୧୫ ଦିନ ଭିତରେ ସରିବ ଶିକ୍ଷକ ନିଯୁକ୍ତି

ଜଣିକିଆ ଶିକ୍ଷକ ଥିବା ସ୍କୁଲରେ ଶିକ୍ଷକ ନିଯୁକ୍ତି କରିବେ ସରକାର । ଜଣେ ଶିକ୍ଷକରେ ଚାଲିଥିବା ସ୍କୁଲର ତାଲିକା ହେବ । ୧୫ ଦିନ ଭିତରେ ସରିବ ଶିକ୍ଷକ ନିଯୁକ୍ତି । ଜିଲ୍ଲାପାଳ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କୁ ଗଣଶିକ୍ଷା ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁଇ ମାସ ହେଲା ଶିକ୍ଷକ…

ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି,ଜିଲ୍ଲାରେ ସବୁ ସ୍କୁଲ…

ଆଜି ମୟୂରଭଞ୍ଜ ଜିଲ୍ଲାରେ ସବୁ ସ୍କୁଲ ଛୁଟି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆଜି ସରକାରୀ, ବେସରକାରୀ ସ୍କୁଲ ସହ ସବୁ ଉଚ୍ଚ ମାଧ୍ୟମିକ ସ୍କୁଲ ବନ୍ଦ…

BRICS ଶିକ୍ଷାମନ୍ତ୍ରୀ ବୈଠକ ଅନୁଷ୍ଠିତ , ଭବିଷ୍ୟତମୁଖୀ ଶିକ୍ଷା ବ୍ୟବସ୍ଥା ଗଢ଼ିବା ବୈଠକର ମୁଖ୍ୟ ଲକ୍ଷ୍ୟ

ଭୁବନେଶ୍ୱରରେ ଆୟୋଜିତ BRICS ଶିକ୍ଷାମନ୍ତ୍ରୀ ବୈଠକରେ ଭବିଷ୍ୟତମୁଖୀ ଶିକ୍ଷା, ଦକ୍ଷତା ଓ ଗବେଷଣା ସହଯୋଗ ଉପରେ ଗୁରୁତ୍ୱ। ୧୩ତମ BRICS ଶିକ୍ଷାମନ୍ତ୍ରୀ ବୈଠକ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ବରରେ ଏକ ହୋଟେଲରେ ଆୟୋଜନ ହୋଇଛି। ବ୍ରାଜିଲ, ରୁଷ, ଚୀନ, ଦକ୍ଷିଣ ଆଫ୍ରିକା,…

ଭୁବନେଶ୍ୱରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ,୧୩ ତମ BRICS ଶିକ୍ଷାମନ୍ତ୍ରୀ ସମ୍ମିଳନୀରେ ଦେବେ ଯୋଗ

୧୩ ତମ BRICS ଶିକ୍ଷାମନ୍ତ୍ରୀ ସମ୍ମିଳନୀରେ ଯୋଗଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା , ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତମୂଳକ ଜାମିନ

ପାଠ୍ୟପୁସ୍ତକ ତ୍ରୁଟି ମାମଲା । ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତମୂଳକ ଜାମିନ। ଓଡ଼ିଶାର ସରକାରୀ ସ୍କୁଲ ପାଠ୍ୟପୁସ୍ତକରେ ଏକାଧିକ ତଥ୍ୟଗତ ଓ ବିଷୟବସ୍ତୁଗତ ତ୍ରୁଟିକୁ ନେଇ ସୃଷ୍ଟି ହୋଇଥିବା ବହୁଚର୍ଚ୍ଚିତ ମାମଲାରେ ବଡ଼ ଅପଡେଟ୍ । SCERTର ପୂର୍ବତନ ନିର୍ଦ୍ଦେଶକ ମନୋଜ…

ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ହସ୍ତକ୍ଷେପକୁ ବିରୋଧ କରି ହଷ୍ଟେଲ୍ର ସମସ୍ତ ଓ୍ୱାର୍ଡେନ ଇସ୍ତଫା…

ଘନେଇଲା ବିବାଦ । ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାଜନୈତିକ ହସ୍ତକ୍ଷେପକୁ ବିରୋଧ କରି ହଷ୍ଟେଲ୍ର ସମସ୍ତ ଓ୍ୱାର୍ଡେନ ଇସ୍ତଫା ପ୍ରଦାନ କରିଛନ୍ତି । ହଷ୍ଟେଲ ଦାୟିତ୍ୱରୁ ଓହରିବା ସହ ଭିସିଙ୍କୁ ଇସ୍ତଫା ଦେଇଥିବା ସୂଚନା । ଖବର ଅନୁଯାୟୀ, ଦିନ ଗଡ଼ିବା ସହ ରେଭେନ୍ସା…

ଓୟୁଏଟିର ପିଜି ଏବଂ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଆଗକୁ ନେବା ପାଇଁ ଓଡ଼ିଶା ସରକାରଙ୍କ କୃଷି ବିଭାଗ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ପିଜି ଏବଂ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ମାସିକ ଭତ୍ତା (ଷ୍ଟାଇପେଣ୍ଡ) ଘୋଷଣା କରାଯାଇଛି । ଉପମୁଖ୍ୟମନ୍ତ୍ରୀ ତଥା…

ଆନ୍ଦୋଳନକୁ ଓହ୍ଲାଇଛନ୍ତି ରେଭେନ୍ସାର ଇଷ୍ଟ ହଷ୍ଟେଲର ଶତାଧିକ ଛାତ୍ର,ହାତରେ ପ୍ଲାକାର୍ଡ ଏବଂ ଡେପୁଟି ୱାର୍ଡେନଙ୍କ…

ରେଭେନ୍ସାରେ ଛାତ୍ର ଅଶାନ୍ତି । ଆନ୍ଦୋଳନକୁ ଓହ୍ଲାଇଛନ୍ତି ଇଷ୍ଟ ହଷ୍ଟେଲର ଶତାଧିକ ଛାତ୍ର । ପ୍ରାୟ ୨୪ ଘଣ୍ଟାରୁ ଅଧିକ ସମୟ ହେଲାଣି ଛାତ୍ର ମାନେ ଅନଶନରେ ବସିଛନ୍ତି । ହାତରେ ପ୍ଲାକାର୍ଡ ଏବଂ ଡେପୁଟି ୱାର୍ଡେନଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ଛାତ୍ର ମାନେ । ହଷ୍ଟେଲ ମେସ୍ ରବିବାର…