Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Education
All education-related news will be uploaded will be uploaded in this page
ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି
ଆସନ୍ତ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ମାଟ୍ରିକ ସମେତ ଏସଓଏସସି ଏବଂ ମଧ୍ୟମା ପରୀକ୍ଷାର…
ପରୀକ୍ଷାର୍ଥୀଙ୍କୁ ମୋଦୀଙ୍କ ଟିପ୍ସ ,ପିଲାଙ୍କୁ ଅଧିକ ଚାପ ନ ଦେବାକୁ ଅଭିଭାବକ ଓ ଶିକ୍ଷକ ମାନଙ୍କୁ ବାର୍ତ୍ତା
ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପିଏମ୍ ମୋଦୀ ପରୀକ୍ଷାର୍ଥୀ ମାନଙ୍କୁ କହିଛନ୍ତି କେବେ କେବେ ନିଜ ସହ ମଧ୍ୟ କଥା ହେବା ଉଚିତ୍। ଯେଉଁଠି କେହି ନ ଥିବେ ସେଠି ଆପଣ ପହଞ୍ଚନ୍ତୁ , ନେତୃତ୍ଵ ନେଇପାରିବେ। ଉତ୍ତମ ସ୍ଵାସ୍ଥ୍ୟ ପାଇଁ ମଧ୍ୟ ପରୀକ୍ଷାର୍ଥୀ…
ପରୀକ୍ଷା ପେ ଚର୍ଚ୍ଚାରେ ଆଜି ଛାତ୍ରଛାତ୍ରୀଙ୍କୁ ସମ୍ୱୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷାପେ ଚର୍ଚ୍ଚାରେ ଆଜି ଛାତ୍ରଛାତ୍ରୀଙ୍କୁ ସମ୍ୱୋଧିତ କରିବେ । ଦିଲ୍ଲୀର ପ୍ରଗତି ମୈଦାନରେ ଥିବା ଭାରତ ମଣ୍ଡପରେ ଆୟୋଜିତ ହେବ ଏହି କାର୍ଯ୍ୟକ୍ରମ । ଚଳିତ ବର୍ଷ ବୋର୍ଡ ପରୀକ୍ଷାକୁ ନେଇ ପ୍ରତିବର୍ଷ ଭଳି ଏଥର ମଧ୍ୟ ପ୍ରଧାନମନ୍ତ୍ରୀ ପରୀକ୍ଷା ପେ…
ମେ ୪ ରୁ ନିଟ୍ ୟୁଜି ପରୀକ୍ଷା
ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଫେବ୍ରୁଆରି ୭ରେ ନିଟ୍ ୟୁଜି ୨୦୨୫ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛି। ଏନଟିଏ ଅନୁଯାୟୀ, ନିଟ୍ ୟୁଜି ପରୀକ୍ଷା ମେ ୪ ତାରିଖ ଅପରାହ୍ନ ୨ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ତିନି ଘଣ୍ଟା ଧରି ଅନୁଷ୍ଠିତ ହେବ। ଏନଟିଏ ମଧ୍ୟ ଆବେଦନ ପ୍ରକ୍ରିୟା ଆରମ୍ଭ…
ଆସନ୍ତା ୧୮ ତାରିଖରୁ ମାର୍ଚ୍ଚ ୨୭ ଯାଏ ଚାଲିବ ପରୀକ୍ଷା, ଯେଉଁମାନେ ଲିକ କରିବେ କିମ୍ବା କୌଣସି ଭୁଲ ଖବର ବୁଲେଇବେ…
ଆସନ୍ତା ୧୮ ତାରିଖରୁ ମାର୍ଚ୍ଚ ୨୭ ଯାଏ ଚାଲିବ ପରୀକ୍ଷା । ଏଥର ୨୨ ଟି ସିଟିଂ ହେବ ପରୀକ୍ଷା । ପରୀକ୍ଷା ସମୟ ଦିନ ୧୦ ରୁ ୧ ପର୍ୟ୍ୟନ୍ତ ଚାଲିବ । ଦିବ୍ୟାଙ୍ଗ ଶିକ୍ଷାର୍ଥୀଙ୍କ ପାଇଁ ଆଉ ଏକ ଘଣ୍ଟା ଅଧିକ ମିଳିବ । ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ମୁତୟନ ହେବେ ଆର୍ମ ଫୋର୍ସ । ଏଥର ଦୁଇସ୍ତରୀୟ…
ଆସନ୍ତା ୧୮ତାରିଖରୁ ଆରମ୍ଭ ହେବ +୨ ପରୀକ୍ଷା
ଆସନ୍ତା ୧୮ତାରିଖରୁ ଆରମ୍ଭ ହେବ +୨ ପରୀକ୍ଷା। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଏକା ସମୟରେ ହେବ। ଆସନ୍ତା ୧୨ରୁ ୧୫ ତାରିଖ ମଧ୍ୟରେ…
ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି…
ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ ସରସ୍ଵତୀ ପୂଜା।…
ଦୀର୍ଘବର୍ଷ ପରେ ଫିଟିଲା ‘ବର୍ଣ୍ଣବୋଧ’ର ଭାଗ୍ୟ, ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ଦୀର୍ଘବର୍ଷ ପରେ ଫିଟିଲା ‘ବର୍ଣ୍ଣବୋଧ’ର ଭାଗ୍ୟ। ବହୁ ବାଦବିବାଦ, ମାମଲା ପରେ ଆଜି ‘ବର୍ଣ୍ଣବୋଧ’ର ଲୋକାର୍ପଣ କରାଯିବ। ମଧୁସୂଦନ ରାଓଙ୍କ ଜନ୍ମତିଥିରେ କୃଷିଭବନଠାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏହି ପୁସ୍ତକକୁ ଲୋକାର୍ପିତ କରିବେ ବୋଲି ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ସୂଚନା…
ବାସି ପଖାଳ ଖାଇ 22 ପିଲା ଅସୁସ୍ଥ
ବାସି ଖାଦ୍ୟ ଖାଇ ୨୨ ଜଣ ଛାତ୍ରୀ ଅସୁସ୍ଥ । କେନ୍ଦୁଝର ଜିଲ୍ଲା ତେଲକୋଇ ଆଦର୍ଶ ବିଦ୍ୟାଳୟର ୨୨ ଜଣ ହଷ୍ଟେଲ ଛାତ୍ରୀ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତେଲକୋଇ ବ୍ଲକ ଓରିଆ ଠାରେ ଥିବା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ଥିବା ଛାତ୍ରୀମାନେ ବାସି ପଖାଳ ଖାଇବା ପରେ ଅସୁସ୍ଥ ହୋଇଛନ୍ତି…