Trending
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
Browsing Category
Education
All education-related news will be uploaded will be uploaded in this page
ଡିଗ୍ରୀ ପିଲାଙ୍କ ନୂଆ ଡ୍ରେସ
ଭାରତୀୟ ଶିକ୍ଷା ସଂସ୍ଥାର ଦୀକ୍ଷାନ୍ତ ସମାରୋହରେ ଏଣିକି ଚଳିବନି କଳା ଗାଉନ୍ ଏବଂ ଟୋପି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏ ନେଇ କେନ୍ଦ୍ରୀୟ ହସ୍ପିଟାଲକୁ ନିର୍ଦ୍ଦେଶ ଜାରି କରିଛି । ଏହି କାର୍ଯ୍ୟକ୍ରମରେ କଳା ଗାଉନ୍ ଏବଂ ଟୋପି ପରିବର୍ତ୍ତେ ଇଣ୍ଡିଆନ୍ ପୋଷାକ ପିନ୍ଧିବା ପାଇଁ ଚିଠି ଲେଖି ପରାମର୍ଶ…
ସେପ୍ଟେମ୍ବର ୧୩ ଓ ୧୪ରେ ଓଏସଏସସି ପରୀକ୍ଷା
ରାଜ୍ୟ ସରକାରଙ୍କର ୬ଟି ବିଭାଗରେ ଆୟୁର୍ବେଦିକ ଆସିଷ୍ଟାଣ୍ଟ, ହୋମିଓପାଥିକ ଆସିଷ୍ଟାଣ୍ଟ, ୟୁନାନି ଆସିଷ୍ଟାଣ୍ଟ, ଜୁନିୟର ମତ୍ସ୍ୟ ଟେକ୍ନିକାଲ ଆସିଷ୍ଟାଣ୍ଟ, କେୟାର ଟେକର ଓ ଅମିନ ପଦ ପୂରଣ ହେବ । ନିକଟରେ ଏହି ସମସ୍ତ ପଦ ପାଇଁ ପ୍ରିଲିମ୍ସ ପରୀକ୍ଷା ହୋଇଥିବା ବେଳେ ଏବେ ତା’ର ରେଜଲ୍ଟ ଜାରି…
ସବୁ ଶିକ୍ଷାନୁଷ୍ଠାନକୁ ଦିଆଯିବ ଜମିପଟ୍ଟା
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରାଥମିକ ସ୍କୁଲଠାରୁ ଆରମ୍ଭ କରି ବିଶ୍ବବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନକୁ ଡିସେମ୍ବର ସୁଦ୍ଧା ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି।
୨୪ ବର୍ଷର ସରକାର ସମୟରେ ଅନେକ…
ବଦଳିଲା ଯୁକ୍ତ ଦୁଇ ପ୍ରଶ୍ନପତ୍ର
ଯେଉଁ ଛାତ୍ରଛାତ୍ରୀ ୨୦୨୩ରେ ପଞ୍ଜୀକୃତ କରିଥିବେ ଏବଂ ଆସନ୍ତାବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବେ ସେମାନଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି । ଏହା ଅନୁଯାୟୀ, ବାର୍ଷିକ ପରୀକ୍ଷାରେ ଏଣିକି ଆଉ ୧୦୦ ମାର୍କ ନୁହେଁ, ୮୦ ମାର୍କର ଥିଓରୀ ପରୀକ୍ଷା ଦେବାକୁ ହେବ। ପାସ୍ ହେବାକୁ ହେଲେ, ୩୦…
ଅଗଷ୍ଟ ୨୯ରୁ ଆରମ୍ଭ ହେବ ଏମଭିଆଇ
ଗତ ୧୦ ତାରିଖରେ ଏହି ସମସ୍ତ ପଦ ପାଇଁ କମ୍ପ୍ୟୁଟର ଦକ୍ଷତା ଟେଷ୍ଟ ଅନୁଷ୍ଠିତ ହୋଇଥିବା ବେଳେ ୯୮ ଜଣ ସମ୍ଭାବ୍ୟ ପ୍ରାର୍ଥୀ ଡକ୍ୟୁମେଣ୍ଟ ଯାଞ୍ଚ ଓ ସାକ୍ଷାତକାର ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ଆସନ୍ତା ୨୯ ତାରିଖରୁ ୩୧ ତାରିଖ ମଧ୍ୟରେ ଏହି ପରୀକ୍ଷା ହେବ । ଡକ୍ୟୁମେଣ୍ଟ ଯାଞ୍ଚ ଓ…
ପିଲାଙ୍କ ୟୁନିଫର୍ମ କିଣାରେ ଦୁର୍ନୀତି
ଅଙ୍ଗନବାଡି କୁନି କୁନି ପିଲାଙ୍କ ୟୁନିଫର୍ମରେ ଦୁର୍ନୀତି ଅଭିଯୋଗ। ୩ ହଜାର ୬୮୬ ଜଣ ପିଲାଙ୍କ ପୋଷାକ କିଣାରେ ଦୁର୍ନୀତି ଅଭିଯୋଗ ହୋଇଛି । କଟକ ନିଆଳି ବ୍ଲକ ୨୩ ଗୋଟି ପଞ୍ଚାୟତରେ ୮ଟି ସେକ୍ଟରରେ ଏହି ଘୋଟାଲା ହୋଇଥିବା ଅଭିଯୋଗ।୩ ହଜାର ୬୮୬ ଜଣ ପିଲାଙ୍କ ମଧ୍ୟରୁ ୧ ହଜାର ୮୮୭ ଜଣ ପୁଅ ,୧…
ମଧ୍ୟାହ୍ନ ଭୋଜନରେ ପରିବର୍ତ୍ତନ!
ପିଲାଙ୍କ ପାଇଁ ତିଆରି ହେଉଥିବା ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ହେବା ନେଇ ଆଲୋଚନା କରାଯାଉଛି । ଏଥର ମଧ୍ୟାହ୍ନ ଭୋଜନରେ ଏହି ଖାଦ୍ୟ ନ ଦେବାକୁ ସରକାରଙ୍କ ଚିଠି ଲେଖି ଅନୁରୋଧ କରିଛନ୍ତି ଜଣେ ଡାକ୍ତର । ଏଭଳି ଖାଦ୍ୟ ଖାଇବା ଦ୍ୱାରା ପିଲାମାନଙ୍କ ଉପରେ ଖରାପ ପ୍ରଭାବ ପକାଉଥିବା…
ଆସନ୍ତାବର୍ଷ ପୁଣି କଲେଜ ଇକ୍ସେନ
ପୁଣିଥରେ କଲେଜ୍ କ୍ୟାମ୍ପସରେ ଲାଗି ପୋଷ୍ଟର, ହେବ ଜୋରଦାର କ୍ୟାମ୍ପେନିଙ୍ଗ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ବଛା ହେବେ ଟାଣୁଆ ନେତା । ଆସନ୍ତାବର୍ଷରୁ ପୁଣିଥରେ କଲେଜ ପରିସରରେ ବଢିବ ଚଳଚଞ୍ଚଳ । କାରଣ ଆସନ୍ତାବାର୍ଷରୁ ପୁଣି ଆରମ୍ଭ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏ ନେଇ ଆଇନ୍…
ବିନା ପରୀକ୍ଷାରେ ସେଣ୍ଟ୍ରାଲ ବ୍ୟାଙ୍କରେ ନିଯୁକ୍ତି ସୁଯୋଗ
ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(CBI) ଏହାର ଅଧ୍ୟାପକ ଏବଂ ଗାର୍ଡ଼ ସହ ଗାର୍ଡ଼େନର ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି । ଇଚ୍ଛୁକ ପ୍ରାର୍ଥୀ ସେଣ୍ଟ୍ରାଲ ବ୍ୟାଙ୍କର ଅଫିସିଆଲ ୱେବସାଇଟ୍ centralbankofindia.co.inକୁ ଯାଇ ଆବେଦନ କରିପାରିବେ । ଉପରୋକ୍ତ ପଦବୀ ପାଇଁ ଆବେଦନ କରିବାର ଶେଷ…
ମଧ୍ୟାହ୍ନ ଭୋଜନ ଖାଇ ୬୦ ପିଲା ଗୁରୁତର
ଝାରସୁଗୁଡ଼ା ଜମେରା ୟୁଜି ଏମଇ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୬୦ ଶିଶୁ ଗୁରୁତର । ଗୁରୁତରଙ୍କୁ ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମଧ୍ୟାହ୍ନ ଭୋଜନ ଖାଇବା ପରେ ଛାତ୍ରଛାତ୍ରୀ ମାନଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଯାଥିଲା । ସଙ୍ଗେ ସଙ୍ଗେ ଛାତ୍ରଛାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ…