Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Education
All education-related news will be uploaded will be uploaded in this page
ସ୍କୁଲ ମଧ୍ୟାହ୍ନଭୋଜନରେ ଏଣିକି ଫଳ ମିଳିବ
ସ୍କୁଲ ମଧ୍ୟାହ୍ନଭୋଜନରେ ଏଣିକି ଫଳ ମିଳିବ। ପିଏମ୍ ପୋଷଣ ଯୋଜନାରେ ଆମିଷ ଖାଉ ନ ଥିବା ଛାତ୍ରୀଛାତ୍ରଙ୍କୁ ଅଣ୍ଡା ବଦଳରେ ଫଳ ଦିଆଯିବ। ଭୋଜନରେ ଋତୁକାଳୀନ ଫଳ ଯୋଗାଇ ଦେବାକୁ ଜିଲା ଶିକ୍ଷାଧିକାରୀଙ୍କୁ ପିଏମ୍ ପୋଷଣ ନୋଡାଲ ଅଫିସର ଚିଠି ଲେଖିଛନ୍ତି। ତେଣୁ ଅଣ୍ଡା ଖାଉ ନ ଥିବା ପିଲାଙ୍କ…
ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର(ଆଇ-କାର୍ଡ) ସାମାନ୍ୟ ବଦଳିବ । ସବୁଜ ରଙ୍ଗର ଆଇ-କାର୍ଡ ଏବେ ଗେରୁଆ ରଙ୍ଗ ହେବ । ୨୦୨୫-୨୬ ଶିକ୍ଷାବର୍ଷରେ ସମସ୍ତ ପ୍ରାଥମିକ ବିଦ୍ୟାଳୟ(ପ୍ରଥମରୁ ୮ମ ଶ୍ରେଣୀ) ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି। ଯେଉଁଥିରେ ପିଲାଙ୍କ ନାମ,…
ସିବିଏସ୍ଇ ଅନୁବନ୍ଧିତ ସମସ୍ତ ବିଦ୍ୟାଳୟରେ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା ସ୍ଥାପନ ବାଧ୍ୟତାମୂଳକ
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ନିୟମାବଳୀ ଜାରି କରାଯାଇଛି। ନିର୍ଦେଶାବଳୀ ଅନୁସାରେ, ସିବିଏସ୍ଇ ଅନୁବନ୍ଧିତ ସମସ୍ତ ବିଦ୍ୟାଳୟରେ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା ସ୍ଥାପନ…
ରେଭେନ୍ସା ବିଶ୍ୱବିଦ୍ୟାଳୟ ରେ ରାଗିଂ ଅଭିଯୋଗ , ୧୦ଜଣ ହଷ୍ଟେଲ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ
ପୁଣି ବିବାଦରେ ରେଭେନ୍ସା ବିଶ୍ୱବିଦ୍ୟାଳୟ । ରାଗିଂ ଅଭିଯୋଗ ଆସିବା ପରେ ୧୦ଜଣ ହଷ୍ଟେଲ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ । ଆଣ୍ଟି ରାଗିଂ ସେଲର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଇଷ୍ଟ ହଷ୍ଟେଲରେ ରହୁଥିବା ୟୁଜି ପ୍ରଥମ…
+୩ ରେ ୯୦ ହଜାର ଆସନ ଖାଲି
ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଶିକ୍ଷାନୁଷ୍ଠାନରେ ସ୍ନାତକ(+୩) ନାମଲେଖା ଶନିବାର ଶେଷ ହୋଇଛି। +୨ ଇନ୍ଷ୍ଟାଣ୍ଟ ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ଖୁବ୍ଶୀଘ୍ର +୩ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଫଳରେ ଇନ୍ଷ୍ଟାଣ୍ଟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା…
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ଏଫ୍ଏମ୍ କଲେଜରେ ପହଞ୍ଚିଲା ୟୁଜିସି ଫ୍ୟାକ୍ଟ ଫାଇଣ୍ଟିଂ ଟିମ୍
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ଏଫ୍ଏମ୍ କଲେଜରେ ପହଞ୍ଚିଲା ୟୁଜିସି ଫ୍ୟାକ୍ଟ ଫାଇଣ୍ଟିଂ ଟିମ୍ । ଦିଲ୍ଲୀରୁ ଆସି ବାଲେଶ୍ୱରରେ ପହଞ୍ଚିଛନ୍ତି ଫ୍ୟାକ୍ଟ ଫାଇଣ୍ଡିଂର ୪ଜଣିଆ ଟିମ୍ । କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ, ଆଇସିସି ସଦସ୍ୟଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରୁଛନ୍ତି ।…
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଇନ୍ଷ୍ଟାଣ୍ଟ ପରୀକ୍ଷା ଫଳ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନ୍ଷ୍ଟାଣ୍ଟ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଏନେଇ ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଯୁକ୍ତ ଦୁଇ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମର ଶିକ୍ଷା…
ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍ ନମ୍ବର ଜାରି କଲା ବିଭାଗ
ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍ ନମ୍ବର ଜାରି କରାଯାଇଛି । ସଠିକ୍ ଭାବେ ଆବ୍ୟନ୍ତରୀଣ ଅଭିଯୋଗ କମିଟି (ଆଇଆଇସି) ଗଠନ ପାଇଁ…
ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା , ବନ୍ଦ ରହିବ ପେଟ୍ରାଲ ପମ୍ପ ଓ ସମସ୍ତ ଶିକ୍ଷାନୁଷ୍ଠାନ
ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ସଂଘ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛି। ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ଅପରାହ୍ଣ ୪ଟା ଯାଏଁ ପେଟ୍ରୋଲ ପମ୍ପ ବନ୍ଦ ରହିବ। ଆସୋସିଏସନ…
ଚାକିରି କରିବା ପାଇଁ ନୁହେଁ , ଚାକିରି ଦେବାକୁ ଉଦ୍ୟମ କରନ୍ତୁ – ରାଷ୍ଟ୍ରପତି
ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦୁଇ ଦିନିଆ ଓଡିଶା ଗସ୍ତର ଆଜି ହେଉଛି ଦ୍ଵିତୀୟ ଦିନ। ଆଜି ରାଷ୍ଟ୍ରପତି କଟକ ରେଭେନ୍ସା ବିଶ୍ବବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥିଭାବେ ଯୋଗ ଦେଇ ନିଜ ସମ୍ବୋଧନରେ ରଖିଛନ୍ତି। ରେଭେନ୍ସା ଅନୁଭୂତି ନେଇ ନିଜ ମତ ରଖିଛନ୍ତି। ଏବଂ…