Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Education
All education-related news will be uploaded will be uploaded in this page
ପ୍ରକାଶ ପାଇଲା ନିଟ୍-ୟୁଜି ୨୦୨୫ ପରୀକ୍ଷା ଫଳ
ପ୍ରକାଶ ପାଇଲା ନିଟ୍-ୟୁଜି ୨୦୨୫ ପରୀକ୍ଷା ଫଳ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ରେଜଲ୍ଟ ପ୍ରକାଶ କରାଯାଇଛି । ରାଜସ୍ଥାନର ମହେଶ କୁମାର ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି । ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି । ସର୍ବଭାରତୀୟ ରାଙ୍କରେ ୬୦ତମ ସ୍ଥାନରେ ରହିଛନ୍ତି…
ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍ଅଫ୍ ତାଲିକା
ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍ଅଫ୍ ତାଲିକା ପ୍ରକାଶ ପାଇଛି । ସର୍ବାଧିକ କଟ୍ଅଫ୍ ସହ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଗରେ ରହିଛି । କଳା ବିଭାଗରେ ରାଜନୀତି ବିଜ୍ଞାନରେ ସର୍ବାଧିକ ୯୨.୮୦ %…
ଓଡ଼ିଆ ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଓ ଇଗ୍ନୋ ମଧ୍ୟରେ ରାଜିନାମା ସ୍ୱାକ୍ଷରିତ
ଓଡ଼ିଆ ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଇଗ୍ନୋ) ମଧ୍ୟରେ ଏକ ରାଜିନାମା ସ୍ୱାକ୍ଷରିତ ହୋଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଭାଗୀୟ ସଚିବ ଅରବିନ୍ଦ ଅଗ୍ରୱାଲ ଓ ଇଗ୍ନୋ କୁଳପତି…
ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟ ପକ୍ଷରୁ ପରିଚାଳିତ ଶାସ୍ତ୍ରୀ +୩ ଶେଷବର୍ଷ ପରୀକ୍ଷା ଫଳ ପ୍ରକାଶିତ
ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟ ପକ୍ଷରୁ ପରିଚାଳିତ ଶାସ୍ତ୍ରୀ +୩ ଶେଷବର୍ଷ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଉତ୍ତୀର୍ଣ୍ଣ ହାର ୮୧. ୭୮% ରହିଛି। ଛାତ୍ରଙ୍କଠାରୁ ଆଗରେ ରହିଛନ୍ତି ଛାତ୍ରୀ। ୧୧୮ ପରୀକ୍ଷା କେନ୍ଦ୍ରରେ ୧୩୯ ସଂସ୍କୃତ କଲେଜର ୫୦୮୯ ଛାତ୍ରଛାତ୍ରୀ ପରୀକ୍ଷା…
+2 ନାମଲେଖା ପାଇଁ ଆଜିଠୁ ଆବେଦନ ଆରମ୍ଭ
+2 ନାମଲେଖା ପାଇଁ ଆଜିଠୁ ଆବେଦନ । ଆଜିଠୁ ଜୁନ୍ ୩୦ ତାରିଖ ଯାଏଁ ଅନଲାଇନ୍ ଆବେଦନ । ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଆଜି ଦିନ ୨ଟାରୁ ଆରମ୍ଭ ହେବ ପ୍ରକ୍ରିୟା । ୩୦ ତାରିଖ ଦିନ ୧୧ ଟା ୪୫ ସୁଦ୍ଧା ଆବେଦନ ଶେଷ ହେବ ।
ଜୁଲାଇ ୭ରେ ପ୍ରଥମ ମେରିଟ୍ ଲିଷ୍ଟ ବାହାରିବ ।…
ଜୁଲାଇ ୧୫ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ବାହାରିଛି। ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଫଳ-୨୦୨୫ ପ୍ରକାଶିତ ହୋଇଛି। ଏଥର ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ। ଝିଅଙ୍କ ପାସ୍ ହାର ୮୭.୨୪…
ଦୁଇ ଦିନରେ ପ୍ରକାଶ ପାଇବ +୨ ଫଳାଫଳ : ନିତ୍ୟାନନ୍ଦ ଗଣ୍ଡ
ଦୁଇ ଦିନରେ +୨ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଆଉ ବିଳମ୍ବ ହେବନି, ଛାତ୍ରଛାତ୍ରୀ ବ୍ୟସ୍ତ ହୁଅନ୍ତୁ ନାହିଁ’ । ସେପଟେ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ…
ଆଜି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ
ଆଜି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଓଡ଼ିଶାରେ ଚଳିତ ବର୍ଷ ବି ପୁଅଙ୍କୁ ପଛରେ ପକାଇ ଅଧିକ ସଂଖ୍ୟକ ଝିଅ ଦଶମ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଓଡ଼ିଶାରେ ମୋଟ୍ ୧ ଲକ୍ଷ ୩୦ ହଜାର ୧୬୩ ଜଣ ଛାତ୍ରଛାତ୍ରୀ ପାସ୍…
ଓସିଏସସି ଦ୍ଵାରା କରାଯାଇଥିବା ପରୀକ୍ଷା ବାତିଲ ପରେ ଏବେ ଆଶାୟୀଙ୍କ ଭିତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି
ଓସିଏସସି ଦ୍ଵାରା କରାଯାଇଥିବା ପରୀକ୍ଷା ବାତିଲ ପରେ ଏବେ ଆଶାୟୀଙ୍କ ଭିତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଛି। କାହିଁକି ଭୁଲ ପ୍ରଶ୍ନ ପତ୍ର ଆସିଲା, ସେଥିପାଇଁ ଦାୟୀ କିଏ? ଖାମଖିଆଲି ଭାବେ ପରୀକ୍ଷା କରୁଛନ୍ତି କି ଦାୟିତ୍ୱରେ ଥିବା ଅଧିକାରୀ? ସରକାରୀ ଚାକିରି ଖଣ୍ଡିଏ ପାଇଁ…
ସରିଲା ନିଟ୍-ୟୁଜି ପରୀକ୍ଷା , ଜୁନ 14 ରେ ପ୍ରକାଶ ପାଇବ ଫଳ
ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ ନିଟ୍-ୟୁଜି ପରୀକ୍ଷା ଆଜି ଶେଷ ହୋଇଛି। ଚଳିତ ବର୍ଷ ସାରା ଦେଶରେ ୨୨ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ଏଥିରେ ଅଂଶଗ୍ରହଣ କରିଛନ୍ତି। ବିଦେଶର ୧୪ଟି ସହର ସମେତ ଦେଶର ୫୫୨ଟି ସହରରେ ୫,୪୫୩ ପରୀକ୍ଷା କେନ୍ଦ୍ର ହୋଇଥିଲା। ଓଡ଼ିଶାର ୨୭ ସହରରେ…