Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Education
All education-related news will be uploaded will be uploaded in this page
ବିନା ପରୀକ୍ଷାରେ ହେବେ ସିଲେକ୍ସନ
ରେଲୱେ ରିକ୍ରୁମେଣ୍ଟମେଣ୍ଟ ସେଲ୍ (RRC), ୱେଷ୍ଟର୍ନ ରେଲୱେ (WR) ପଦବୀରେ ନିଯୁକ୍ତି ହେବାକୁ ରହିଥିବା ବେଳେ 5066ଜଣଙ୍କୁ ଚାକିରି ମିଳିବ । RRC WR ଆପ୍ରେଣ୍ଟିସ୍ ନିଯୁକ୍ତି 2024 ପାଇଁ ଆବେଦନ ପ୍ରକ୍ରିୟା 23 ସେପ୍ଟେମ୍ବରରୁ ଆରମ୍ଭ ହୋଇଛି । ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ଅଫିସିଆଲ୍…
ବର୍ଷା ଯୋଗୁଁ ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା
ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା ହୋଇଛି । ବର୍ଷା ଯୋଗୁଁ ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ପୁରୀ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। କେବଳ ପୁରୀ ଜିଲ୍ଲା ନୁହେଁ ଭିଜୁଛି ସାରା ଓଡିଶା। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ…
NTPC ରେ ନିଯୁକ୍ତି ସୁଯୋଗ
ନେସନାଲ ଥର୍ମାଲ ପାୱାର କର୍ପୋରେସନ ପକ୍ଷରୁ ନିଯୁକ୍ତି ପାଇଁ ବିଜ୍ଞାପନ ଜାରି କରାଯାଇଥିଲା। ଯାହା ଅନୁଯାୟୀ, ସଂସ୍ଥାରେ ବମ୍ପର ପଦରେ ନିଯୁକ୍ତି ଦିଆଯିବ। ଏହି ଅଭିଯାନ ପାଇଁ ଆବେଦନ କରିବାର ଆଶାୟୀ ପ୍ରାର୍ଥୀ ଖୁବଶିଘ୍ର ଆବେଦନ କରନ୍ତୁ। ନିଯୁକ୍ତି ପାଇଁ ଆବେଦନର ଶେଷ ତାରିଖ ପାଖେଇ…
୨୪ହଜାର ୧୬୨ଜଣଙ୍କୁ ମିଳିବ ନିଯୁକ୍ତି
ଭୁବନେଶ୍ୱର ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଏକକ ବାତାୟନ ଅନୁମୋଦନ କମିଟି ବୈଠକରେ ୪ହଜାର ୯୫୪କୋଟି ୨୬ଲକ୍ଷ ଟଙ୍କାର ୩୧ଟି ଶିଳ୍ପ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ୨୪ହଜାର ୧୬୨ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ଆକଳନ କରାଯାଇଛି ।ମୁଖ୍ୟ ଶାସନ…
ଓଡ଼ିଶା ପୋଲିସରେ ନିଯୁକ୍ତି
ଆଜିଠାରୁ ଓଡ଼ିଶା ପୋଲିସର କନଷ୍ଟେବଳ ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଅଫିସିଆଲ ୱେବସାଇଟରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଇଛୁକ ତଥା ଯୋଗ୍ୟ ପ୍ରାର୍ଥୀ ମାନେ ଓଡିଶା ପୋଲିସ ୱେବସାଇଟ https://odishapolice.gov.in/ ରେ ଅନଲାଇନ ମାଧ୍ୟମରେ ପଞ୍ଜିକରଣ ଓ…
ଫ୍ରେଶର୍ ପାଇଁ ଆଇଟି କମ୍ପାନୀ ଖୋଲିବ ଗେଟ୍
ବର୍ତ୍ତମାନ ଚାକିରି ଖୋଜୁଥିବା ଯୁବପିଢ଼ିମାନଙ୍କ ପାଇଁ ଏକ ଖୁସି ଖବର ଅଛି । ଭାରତୀୟ ଆଇଟି କମ୍ପାନୀଗୁଡିକ ବର୍ତ୍ତମାନ ଉନ୍ନତି ପଥରେ ଅଛନ୍ତି । ଫ୍ରେଶର୍ ପାଇଁ କ୍ୟାମ୍ପସ୍ ନିଯୁକ୍ତି ଆରମ୍ଭ କରିବା ସହ ଉତ୍ତମ ବେତନ ଦେବାକୁ ମଧ୍ୟ ପ୍ରସ୍ତୁତ ଅଛନ୍ତି କମ୍ପାନୀ । ଅବଶ୍ୟ ଏଥିପାଇଁ ଆପଣଙ୍କୁ…
କନିଷ୍ଠ ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି
ଆସନ୍ତାମାସ ଦ୍ୱିତୀୟ ସପ୍ତାହରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ଠାରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିଯୁକ୍ତ ଶିକ୍ଷକମାନଙ୍କୁ ନିଯୁକ୍ତିପତ୍ର ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶା ରାଜ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମ ପ୍ରାଧିକରଣ – ଓସେପା ପକ୍ଷରୁ…
ପହିଲାରୁ ସ୍କୁଲରେ ଦଶହରା ଛୁଟି ଘୋଷଣା
ଆଗକୁ ଆସୁଛି ପାର୍ବଣର ମହାସମ୍ଭାର । ଅଶ୍ୱୀନ ମାସରେ ଧରାବତରଣ କରିବାକୁ ଯାଉଛନ୍ତି ଜଗତଜନନୀ ମା’ ଦୁର୍ଗା । ଏଥିାପାଇଁ ରାଜ୍ୟର ସମସ୍ତ ସ୍କୁଲରେ ଛୁଟି ଘୋଷଣା ହୋଇଯାଇଛି । ଆସନ୍ତା ଅକ୍ଟୋବର ମାସ ୧ ତାରିଖରୁ ସ୍କୁଲରେ ଛୁଟି ପାଇଁ ଘୋଷଣା ହୋଇଛି । ଲଗାତାର ୧୫ ଦିନ ପାଇଁ ଏହି ଛୁଟି ଉପଭୋଗ…
ସୈନିକ ସ୍କୁଲରେ ବାହାରିଛି ଚାକିରୀ
ଆର୍ମୀ ପବ୍ଲିକ ସ୍କୁଲ ଆଣିଦେଉଛି ବ୍ୟାପକ ସୁବିଧା । ସରକାରୀ ସହ ମର୍ଯ୍ୟାଦା ସମ୍ପନ୍ନ ଶିକ୍ଷକତା ସୁବିଧା ଦେବ ଆର୍ମୀ ପବ୍ଲିକ ସ୍କୁଲ । ତେଣୁ ଆର୍ମୀ ପବ୍ଲିକ ସ୍କୁଲରେ ବାହାରିଥିବା ଶିକ୍ଷକ ପଦବୀ ପାଇଁ ତୁରନ୍ତ ଆବେଦନ କରନ୍ତୁ ।ଏହି ପଦ ସ୍ନାତକୋତ୍ତର ଶିକ୍ଷକ, ତାଲିମପ୍ରାପ୍ତ ସ୍ନାତକ…
ବ୍ୟାଙ୍କରେ ବାହାରିଲା ନିଯୁକ୍ତି ସୁଯୋଗ
ୟୁନିୟନ ବ୍ୟାଙ୍କରେ ବାହାରିଲା ନିଯୁକ୍ତି ସୁଯୋଗ । ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ କିଛି ଦିନ ପୂର୍ବରୁ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଥିଲା । ଏହି ପଦବୀଗୁଡିକ ପାଇଁ ପଞ୍ଜୀକରଣ ଦୀର୍ଘ ଦିନ ଧରି ଚାଲିଆସୁଥିଲା ଏବଂ ବର୍ତ୍ତମାନ ଆବେଦନ କରିବାର ଶେଷ ତାରିଖ ମଧ୍ୟ ଘୋଷଣା ହୋଇଥିଲା ।…