Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Education
All education-related news will be uploaded will be uploaded in this page
ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨୮, ୨୯ରେ ଛୁଟି ନେଇ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ,…
ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ, ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ…
ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି…
ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ
ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ। ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ। ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ…
ଆସନ୍ତା ଫେବ୍ରୁଆରୀ ୧୫ରୁ ୨୫ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା
ଆସନ୍ତା ଫେବ୍ରୁଆରୀ ୧୫ରୁ ୨୫ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୫ରୁ ୨୫ଭିତରେ ଯେକୌଣସି ତାରିଖରେ ପରୀକ୍ଷା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଉଚ୍ଚମାଧ୍ୟମକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡା । ଡିସେମ୍ବର ୧୫ତାରିଖ ସୁଦ୍ଧା ପିଲମାନଙ୍କୁ ମିଳିବ ଆଡମିଟ୍ କାର୍ଡ ।…
ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସିଟିଭି ଲଗାଇବାକୁ ଆସିଲା ନିର୍ଦ୍ଦେଶ
୨୦୨୬ରେ ହେବାକୁ ଥିବା ଯୁକ୍ତ୨ ପ୍ରାକ୍ଟିକାଲ ଓ ଥିଓରି ପରୀକ୍ଷା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ପରିଷଦ ଦ୍ବାରା ପରିଚାଳିତ ହେଉଥିବା ଏହି ପ୍ରାକ୍ଟିକାଲ ପରୀକ୍ଷା ପାଇଁ ହାତରେ ଆଉ ଅଢ଼େଇ ମାସ ବାକି ରହିଛି । ତା’ପୂର୍ବରୁ ପରୀକ୍ଷା…
ମ୍ୟାଥ୍ସ ଜିନିୟସ୍ 2025ରେ ସଫଳତା ହାସଲ କଲେ ଭାରତୀ ବିଦ୍ୟାମନ୍ଦିର ଛାତ୍ର ସାଇ ସମର୍ଥ ସାହୁ
ସପ୍ତମ ଶ୍ରେଣୀ ଛାତ୍ର ସାଇ ସମର୍ଥ ସାହୁ ପାଇଛନ୍ତି ବଡ଼ ସଫଳତା । ମ୍ୟାଥ୍ସ ଜିନିୟସ୍ 2025, ରାଷ୍ଟ୍ରୀୟ ସ୍ତରରେ ହୋଇଥିବା ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି । ଏହି ସଫଳତା ହେତୁ,ସମର୍ଥ ଟ୍ରଷ୍ଟ ର 19ତମ ପ୍ରତିଷ୍ଠା ଦିବସରେ ତାଙ୍କୁ ସମ୍ମାନିତ…
ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ଓ କଲ୍ୟାଣକୁ ପ୍ରୋତ୍ସାହନ କରୁଛି ୟୁନେସ୍କୋ
ୟୁନେସ୍କୋର ଦକ୍ଷିଣ ଏସିଆ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (ଆରଆଇଇ) ମଧ୍ୟରେ ପ୍ରାକ-ସେବା ଶିକ୍ଷା ପ୍ରଶିକ୍ଷଣ ବ୍ୟବସ୍ଥାରେ ସ୍ବାସ୍ଥ୍ୟ ଓ କଲ୍ୟାଣକୁ ଏକୀକୃତ କରିବା ଲାଗି ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଅଧୀନରେ ଶିକ୍ଷା…
ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍
ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍ ଭାରତର ଡିଜିଟାଲ୍ ଅର୍ଥବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆଣିବ ବୋଲି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଆଗାମୀ ଭାରତ ଏଆଇ ସମ୍ମିଳନୀରେ ଅଂଶଗ୍ରହଣ କରିବା ପୂର୍ବରୁ ଗୁଗୁଲ୍ ଦ୍ୱାରା ଆୟୋଜିତ ଏକ…
ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ପାଇଁ ଆବେଦନ ଅବଧି ବୃଦ୍ଧି
ଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ବିଭିନ୍ନ ବୃତ୍ତି ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ଯୋଜନା ଏବଂ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଲାଗି…