Browsing Category

Education

All education-related news will be uploaded will be uploaded in this page

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ କ୍ୟାରିୟର ପ୍ରଦର୍ଶନୀ

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱର ଆନୁକୂଲ୍ୟରେ ଏକ ଦୁଇଦିନିଆ କ୍ୟାରିୟର୍ ପ୍ରଦର୍ଶନୀ ଭୁବନେଶ୍ୱରସ୍ଥିତ ପିଏଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ନଂ-୩ରେ ଉଦଯାପିତ ହୋଇଯାଇଛି । ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷା ପ୍ରଫେସର ମାନସୀ ଗୋସ୍ୱାମୀ ଏହାକୁ ଉଦ୍‌ଘାଟନ କରି କହିଛନ୍ତି, …

ଆଜିଠାରୁ ବାଣୀବିହାରରେ ଅନଧିକୃତ ଭାବେ ମାଡି ବସିଥିବା କ୍ୱାର୍ଟର୍ସକୁ ଖାଲି କରୁଛି ପ୍ରଶାସନ

ଆଜିଠାରୁ ବାଣୀବିହାରରେ ଆରମ୍ଭ ହୋଇଛି ଅପରେସନ ଅଲଆଉଟ୍‍ । ଅନଧିକୃତ ଭାବେ ମାଡି ବସିଥିବା କ୍ୱାର୍ଟର୍ସକୁ ଖାଲି କରୁଛି ପ୍ରଶାସନ । ଷ୍ଟାପ୍‍ କ୍ୱାର୍ଟର୍ସ ଖାଲି କରିବାକୁ ପୂର୍ବରୁ ନୋଟିସ କରିଥିଲା ଉକ୍ରଳ ବିଶ୍ୱବିଦ୍ୟାଳୟ । ଏହି ମହଲତ ଶେଷ ହେବା ପରେ ଆଜିଠୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ…

ଭିସି ଅଫିସ ଘେରାଉ କଲେ ଛାତ୍ର

ଉତ୍କଳ ବିଶ୍ବବିଦ୍ୟାଳୟର କ୍ୟାମ୍ପସରୁ ଅଣଛାତ୍ରଙ୍କୁ ବାହାର କରିବା ପରେ ଲାଗି ରହିଛି ଉତ୍ତେଜନା । ଅଣଛାତ୍ର ହଟାଇବା ଆଳରେ ଛାତ୍ରମାନଙ୍କୁ ହଇରାଣ କରାଯାଉଥିବା ଅଭିଯୋଗ ଆଣି ଭିସି ଅଫିସ ଘେରାଉ କରିଛନ୍ତି ବିଶ୍ୱବିଦ୍ୟାଳୟର କିଛି ଛାତ୍ର ଓ ପୁରାତନ ଛାତ୍ର । ବିଶ୍ବବିଦ୍ୟାଳୟରେ ଶୈକ୍ଷିକ…

ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ, ଛାତ୍ରାବାସ ଗୁଡ଼ିକ ଉପରେ ପୁଲିସର ରେଡ଼

ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ । ଆଜି ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରାବାସ ଗୁଡ଼ିକ ଉପରେ ରେଡ୍‌ କରିବ କମିସନରେଟ୍ ପୁଲିସ । ଦିନ ୧୦.୩୦ମିନିଟ୍ ପରଠୁ ବିଭିନ୍ନ ହଷ୍ଟେଲରେ ଛାପା ମାରିବା ଆରମ୍ଭ କରିଛି । ଉତ୍କଳ ୟୁନିଭର୍ସିଟି ହଷ୍ଟେଲ ୧, ୨, ୩ ଓ ୫ ହଷ୍ଟେଲରୁ ବିଦା ହେବେ…

କମ୍ବାଇଣ୍ଡ ପୋଲିସ ସର୍ଭିସ ଏକ୍ଜାମିନେଶନ 2024 ର ତୃତୀୟ ପେପର ପରୀକ୍ଷା ଘୁଞ୍ଚିଲା

କମ୍ବାଇଣ୍ଡ ପୋଲିସ ସର୍ଭିସ ଏକ୍ଜାମିନେଶନ(CPSE)୨୦୨୪ର ତୃତୀୟ ପେପର ପରୀକ୍ଷା ଘୁଞ୍ଚିଲା। ଅକ୍ଟୋବର ୪ର ତୃତୀୟ ପେପର ପରୀକ୍ଷା ଅକ୍ଟୋବର ୬କୁ ଘୁଞ୍ଚିଛି। ତୃତୀୟ ପେପର ଫିଜିକ୍ସ, କେମିଷ୍ଟ୍ରି ପରୀକ୍ଷା ଅକ୍ଟୋବର ୬ରେ ହେବ ।ଅକ୍ଟୋବର ୬ ତାରିଖ ଦିନ ୧୦ଟାରୁ ଅପରାହ୍ନ ୧ଟା ଭିତରେ ହେବ। ପୂଜା…

୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ – ମୁଖ୍ୟମନ୍ତ୍ରୀ

ଶିକ୍ଷା ବ୍ୟବସ୍ଥାକୁ ଉନ୍ନତ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।  ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫…

ପ୍ରକାଶ ପାଇଛି ଏନଆଇଆରଏଫ୍ ରାକିଂ , ଟପ୍-୧୦୦ରେ ଓଡ଼ିଶାର କୌଣସି ବି କଲେଜ ସାମିଲ ହୋଇପାରିନି

କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଏନଆଇଆରଏଫ୍ ରାକିଂ ପ୍ରକାଶ ପାଇଛି । ତାଲିକାରେ ମହାବିଦ୍ୟାଳୟ ଶ୍ରେଣୀରେ ଟପ୍-୧୦୦ରେ ଓଡ଼ିଶାର କୌଣସି ବି କଲେଜ ସାମିଲ ହୋଇପାରିନି । ତେବେ ସାମଗ୍ରୀକ ପ୍ରତିଷ୍ଠାନ ତାଲିକାର ୨୫ ତମ ସ୍ଥାନରେ ସୋଆ ସ୍ଥାନ ପାଇଥିବାବେଳେ ୨୭ରେ କିଟ୍ ରହିଛି ।  ୩୪ ତମ…

ସୁପ୍ରିମକୋର୍ଟଙ୍କ TET ରାୟକୁ ତର୍ଜମା କରିବେ ରାଜ୍ୟ ସରକାର – ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଶିକ୍ଷକ ନିଯୁକ୍ତି ପାଇବାକୁ ଚାହୁଁଥିବା ଏବଂ ଚାକିରିରେ ଥିବା ଶିକ୍ଷକ ପଦୋନ୍ନତି ପାଇଁ ଆଶାୟୀ ଥିଲେ ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET)ରେ କୃତକାର୍ଯ୍ୟ ହେବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ସୋମବାର ରାୟ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା…

ସୁପ୍ରିମକୋର୍ଟ କହିଲେ TET ଉତ୍ତୀର୍ଣ୍ଣ ବାଧ୍ୟତାମୂଳକ, ଶିକ୍ଷକଙ୍କ ଚିନ୍ତା ବଢ଼ିଲା

ସୁପ୍ରିମକୋର୍ଟ କହିଲେ TET ଉତ୍ତୀର୍ଣ୍ଣ ବାଧ୍ୟତାମୂଳକ, ଶିକ୍ଷକଙ୍କ ଚିନ୍ତା ବଢ଼ିଲା । ପାଠପଢ଼ାର  କ୍ବାଲିଟି ଉପରେ ସାଲିସ କରାଯାଇପାରିବ ନାହିଁ ବୋଲି କହିଛନ୍ତି ସର୍ବୋଚ୍ଚ କୋର୍ଟ ।  ଟିଚର ଇଲିଜିବିଲିଟି ଟେଷ୍ଟ (TET) ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି । TET ଉତ୍ତୀର୍ଣ୍ଣ…

ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ନା

ରାଜଧାନୀ ଭୁବନେଶ୍ବରରେ ନିଶା ବେପାର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ଶିକ୍ଷାନୁଷ୍ଠାନ ନିକଟରେ ନିଶା ବେପାରକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।…