Trending
- ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା
- କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ
- ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି
- ୬ଥାକିଆ ହେବ ଭୁବନେଶ୍ବର ବାଇପାସ୍ ରୋଡ୍
- ଇଣ୍ଡି ମେଣ୍ଟ ତରଫରୁ ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ପ୍ରାର୍ଥୀ, କିନ୍ତୁ ଜିତିବେ ଏନଡିଏ ପ୍ରାର୍ଥୀ !
- ଶ୍ରୀମନ୍ଦିରରେ କାଳୀୟଦଳନ ନୀତି
- ନବୀନ କାହାକୁ ଦେବେ ସମର୍ଥନ
- ପ୍ରବଳ ବର୍ଷା ସମ୍ଭାବନା
- ଓଡ଼ିଶାରେ ଖୁବଶୀଘ୍ର ଏସଆଇଆର
- ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି ମୋଦୀ
Browsing Category
Education
All education-related news will be uploaded will be uploaded in this page
ସ୍କୁଲ ପାକ୍ୟକ୍ରମରେ ଯୋଗ ହେବ ସାମିଲ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କହିଛନ୍ତି ଯେ, ରାଜ୍ୟ ସରକାର ସ୍କୁଲ ପାଠ୍ୟକ୍ରମ ଏବଂ ସାର୍ବଜନୀନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ଯୋଗକୁ ଅନ୍ତର୍ଭୁକ୍ତ କରିବା ପାଇଁ ପଦକ୍ଷେପ ନେଉଛନ୍ତି କାରଣ ଏହା ଏକ ସୁସ୍ଥ, ସ୍ୱାବଲମ୍ବୀ ଏବଂ ଦକ୍ଷ ଭାରତ ଗଠନ କରିବାରେ ସାହାଯ୍ୟ କରେ।…
ଜୁନ 2୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ
ଆସନ୍ତା ୨୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନଜରରେ ରଖି ୨ ସହରର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।…
ଜୁନ ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ
ରାଜ୍ୟରେ ଆସନ୍ତା ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ । ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ ଉପରେ ଗୁରୁତ୍ବ ଦିଆଯାଇଛି। ବିଦ୍ୟାଳୟ ଖୋଲିବାର…
ରାଜ୍ୟରେ ବିଦ୍ୟାଳୟସ୍ତରରେ ପାଳିତ ହେବ ଯୋଗ ଦିବସ
ଆସନ୍ତା ୨୧ ତାରିଖରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତବର୍ଷର ବିଷୟବସ୍ତୁ ରହିଛି ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ ପର୍ଯ୍ୟନ୍ତ…
ପ୍ରକାଶ ପାଇଲା ନିଟ୍-ୟୁଜି ୨୦୨୫ ପରୀକ୍ଷା ଫଳ
ପ୍ରକାଶ ପାଇଲା ନିଟ୍-ୟୁଜି ୨୦୨୫ ପରୀକ୍ଷା ଫଳ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ରେଜଲ୍ଟ ପ୍ରକାଶ କରାଯାଇଛି । ରାଜସ୍ଥାନର ମହେଶ କୁମାର ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି । ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି । ସର୍ବଭାରତୀୟ ରାଙ୍କରେ ୬୦ତମ ସ୍ଥାନରେ ରହିଛନ୍ତି…
ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍ଅଫ୍ ତାଲିକା
ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍ଅଫ୍ ତାଲିକା ପ୍ରକାଶ ପାଇଛି । ସର୍ବାଧିକ କଟ୍ଅଫ୍ ସହ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଗରେ ରହିଛି । କଳା ବିଭାଗରେ ରାଜନୀତି ବିଜ୍ଞାନରେ ସର୍ବାଧିକ ୯୨.୮୦ %…
ଓଡ଼ିଆ ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଓ ଇଗ୍ନୋ ମଧ୍ୟରେ ରାଜିନାମା ସ୍ୱାକ୍ଷରିତ
ଓଡ଼ିଆ ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଇଗ୍ନୋ) ମଧ୍ୟରେ ଏକ ରାଜିନାମା ସ୍ୱାକ୍ଷରିତ ହୋଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଭାଗୀୟ ସଚିବ ଅରବିନ୍ଦ ଅଗ୍ରୱାଲ ଓ ଇଗ୍ନୋ କୁଳପତି…
ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟ ପକ୍ଷରୁ ପରିଚାଳିତ ଶାସ୍ତ୍ରୀ +୩ ଶେଷବର୍ଷ ପରୀକ୍ଷା ଫଳ ପ୍ରକାଶିତ
ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟ ପକ୍ଷରୁ ପରିଚାଳିତ ଶାସ୍ତ୍ରୀ +୩ ଶେଷବର୍ଷ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଉତ୍ତୀର୍ଣ୍ଣ ହାର ୮୧. ୭୮% ରହିଛି। ଛାତ୍ରଙ୍କଠାରୁ ଆଗରେ ରହିଛନ୍ତି ଛାତ୍ରୀ। ୧୧୮ ପରୀକ୍ଷା କେନ୍ଦ୍ରରେ ୧୩୯ ସଂସ୍କୃତ କଲେଜର ୫୦୮୯ ଛାତ୍ରଛାତ୍ରୀ ପରୀକ୍ଷା…
+2 ନାମଲେଖା ପାଇଁ ଆଜିଠୁ ଆବେଦନ ଆରମ୍ଭ
+2 ନାମଲେଖା ପାଇଁ ଆଜିଠୁ ଆବେଦନ । ଆଜିଠୁ ଜୁନ୍ ୩୦ ତାରିଖ ଯାଏଁ ଅନଲାଇନ୍ ଆବେଦନ । ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଆଜି ଦିନ ୨ଟାରୁ ଆରମ୍ଭ ହେବ ପ୍ରକ୍ରିୟା । ୩୦ ତାରିଖ ଦିନ ୧୧ ଟା ୪୫ ସୁଦ୍ଧା ଆବେଦନ ଶେଷ ହେବ ।
ଜୁଲାଇ ୭ରେ ପ୍ରଥମ ମେରିଟ୍ ଲିଷ୍ଟ ବାହାରିବ ।…
ଜୁଲାଇ ୧୫ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ବାହାରିଛି। ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଫଳ-୨୦୨୫ ପ୍ରକାଶିତ ହୋଇଛି। ଏଥର ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ। ଝିଅଙ୍କ ପାସ୍ ହାର ୮୭.୨୪…