Browsing Category

Education

All education-related news will be uploaded will be uploaded in this page

ଆରମ୍ଭ ହେଲା ‘ଫିଟ୍ କଲେଜ ପ୍ରୋଗ୍ରାମ’

ରାଜ୍ୟର ଉଚ୍ଚଶିକ୍ଷା ପ୍ରତିଷ୍ଠାନଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ଶାରୀରିକ ସୁସ୍ଥତା, ମାନସିକ ଦୃଢ଼ତା ଓ ସ୍ୱାସ୍ଥ୍ୟକର ଜୀବନଶୈଳୀକୁ ପ୍ରୋତ୍ସାହନ ଦେବା ପାଇଁ ଉଚ୍ଚଶିକ୍ଷା ବିଭାଗ ‘ଫିଟ୍ ଓଡ଼ିଶା ମିଶନ୍’ ଅଧୀନରେ ‘ଫିଟ୍ କଲେଜ ପ୍ରୋଗ୍ରାମ’ ଆରମ୍ଭ କରିଛି। ଏହି ଯୋଜନା ଅନୁଯାୟୀ ରାଜ୍ୟର ସମସ୍ତ…

ଜୁନ ମାସରେ ବି କମିନି ତାତି,ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ଘୋଷଣା କଲେ ସରକାର

ଜୁନ ମାସରେ ବି କମିନି ତାତି । ସଭିଏଁ ଗରମରେ ହନ୍ତସନ୍ତ । ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ଘୋଷଣା କରିଛନ୍ତି ସରକାର । ୧୯ ତାରିଖରୁ ୨୫ ତାରିଖ ଯାଏଁ ହେବ ସକାଳୁଆ ସ୍କୁଲ । ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ । ପ୍ରବଳ ଗ୍ରୀଷ୍ମ…

ଆଗାମୀ ବର୍ଷ ପିଲାଙ୍କୁ ମିଳିବ ସଂଶୋଧିତ ବହି ,ସୂଚନା ଦେଇଛନ୍ତି SCERT ନିର୍ଦ୍ଦେଶିକା

ପିଲାଙ୍କୁ ଆଗାମୀ ବର୍ଷ ମିଳିବ ସଂଶୋଧିତ ବହି । ଏବର୍ଷ ଯେଉଁ ତ୍ରୁଟି ରହିଛି, ଶିକ୍ଷକମାନଙ୍କୁ ଜଣାଇ ଦିଆଯାଇଛି । ଶିକ୍ଷକମାନେ ଶ୍ରେଣୀ ଗୃହରେ ପିଲାଙ୍କ ବହିକୁ ସଂଶୋଧନ କରି ପଢ଼ାଇବେ । ଆଗାମୀ ବର୍ଷ ସଂଶୋଧିତ ବହି ପ୍ରକାଶ କରି ପିଲାଙ୍କୁ ଦିଆଯିବ । ଏହି ସୂଚନା ଦେଇଛନ୍ତି SCERT…

ଶେଷ ହେଲା ଖରା ଛୁଟି ,ଖୋଲିଲା ସ୍କୁଲ

ନୂଆ ବହି, ନୂଆ ନୀତି, ନୂଆ ଉତ୍ସାହ। ଛୁଟି ସରିଲା, ଦାୟିତ୍ୱ ଆରମ୍ଭ । ଶେଷ ହେଲା ଖରା ଛୁଟି। ଖୋଲିଲା ସ୍କୁଲ। ରାଜ୍ୟର ୨୦ ଜିଲ୍ଲାରେ ଖରା ଛୁଟି ଶେଷ ହେବା ସହ ଆଜିଠୁ ସ୍କୁଲ ଖୋଲିଛି । ବାକି ୧୦ ଜିଲ୍ଲାରେ ଜିଲ୍ଲାପାଳ ଖରାଛୁଟି ଅବଧିକୁ ବଢାଇ ଥିବାରୁ ସେଠାରେ ୨୨ ତାରିଖରୁ ସ୍କୁଲ ଖୋଲିବ ।…

ଖରାକୁ ଦେଖି ବଢ଼ିଲା ଛୁଟି,୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ଖରାକୁ ଦେଖି ବଢ଼ିଲା ଛୁଟି । ସୁବର୍ଣ୍ଣପୁର ଜିଲ୍ଲାରେ ସ୍କୁଲ ଛୁଟି ବୃଦ୍ଧି କଲେ ଜିଲ୍ଲା ପ୍ରଶାସନ । ଅସହ୍ୟ ଗରମ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟିକୁ ବୃଦ୍ଧି କରାଯାଇଛି । ଚଳିତ ବର୍ଷ ମୌସୁମୀ ବିଳମ୍ବରେ ଆସିଥିବାରୁ ଏଯାଏଁ ବର୍ଷା ହୋଇନାହିଁ ।…

ଦିନକ ପରେ ସରକାରୀ ସ୍କୁଲ ଖୋଲିବ,ପାଠ୍ୟପୁସ୍ତକରେ ୧୬୭୮ ବନାନଗତ ଭୁଲ ,ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ

ଭୁଲ୍ ପଢୁଛନ୍ତି ଆଉ ଭୁଲ ଦେଖୁଛନ୍ତି ସ୍କୁଲ ଛାତ୍ରଛାତ୍ରୀ । ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ପାଠ୍ୟ ପୁସ୍ତକରେ ମାଳମାଳ ଭୁଲ । ବହିରେ ରହିଛି ୧୬୭୮ ବନାନଗତ ଭୁଲ । ରାଜ୍ୟର ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକାଧିକ ପାଠ୍ୟପୁସ୍ତକ ଗୁଡ଼ିକରେ ବ୍ୟାପକ ବନାନ ଓ ତଥ୍ୟଗତ ତ୍ରୁଟି…

NEET UG ପରୀକ୍ଷାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର,ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ଅସ୍ଥାୟୀ ଭାବରେ…

NEET UG ପରୀକ୍ଷାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ସରକାର ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅସ୍ଥାୟୀ ଭାବରେ ବନ୍ଦ କରିଛନ୍ତି। ପରୀକ୍ଷାର ସୁରକ୍ଷିତ ପରିଚାଳନା ସୁନିଶ୍ଚିତ କରିବା ଏବଂ କପି ରୋକିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। NEET UG ପୁନଃପରୀକ୍ଷା ଜୁନ୍ ୨୧…

ନିଟ୍ ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବଡ ବୈଠକ

ଲୋକସେବା ଭବନରେ ବଡ଼ ବୈଠକ । ନିଟ୍ ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ଲୋକସେବା ଭବନରେ ବଡ ବୈଠକ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ରହିଛନ୍ତି । ତେବେ ଏହି ବୈଠକରେ ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ…

ଜୁନ୍ ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ଛୁଟି ଅବଧି ବଢ଼ିବ କି ନାହିଁ, ସେ ନେଇ ଦ୍ୱନ୍ଦ୍ୱ ଦେଖାଦେଇଥିଲା । ତେବେ ଏହାରି ଭିତରେ ଗ୍ରୀଷ୍ମ ଛୁଟି ପରେ ସ୍କୁଲ ଖୋଲିବାକୁ ଅପେକ୍ଷା କରିଥିବା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ବଡ଼ ଖବର । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ…

ସିବିଟି ମୋଡରେ ହେବ ରେଲୱେର ସମସ୍ତ ବିଭାଗୀୟ ଭର୍ତ୍ତି ପରୀକ୍ଷା

ରେଲୱେର ସମସ୍ତ ବିଭାଗୀୟ ଭର୍ତ୍ତି ପରୀକ୍ଷା ଏବେ ସିବିଟି ମୋଡରେ ହେବ । ନିଟ୍ ରେ ବ୍ୟାପକ ତ୍ରୁଟି ପରେ ଏବେ କେନ୍ଦ୍ର ସରକାର ସତର୍କ ହୋଇଛନ୍ତି । ନିଯୁକ୍ତି ପ୍ରକ୍ରିୟାରେ ଅଧିକ ସ୍ୱଚ୍ଛତା, ସଠିକତା ଉପରେ ଜୋର ଦେଇଛି ରେଲୱେ । ଏଣିକି ସମସ୍ତ ବିଭାଗୀୟ ପରୀକ୍ଷା ବର୍ତ୍ତମାନ CBT ବା…