Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Education
All education-related news will be uploaded will be uploaded in this page
ମାଗଣାରେ ମିଳିବ ନିଟ୍ ଓ ଜେଇଇ ପାଇଁ କୋଚିଂ
ଛତିଶଗଡ ସରକାର ନିଟ୍ ଓ ଜେଇଇ ପାଇଁ ପ୍ରସ୍ତୁତ କରୁଥିବା ଛାତ୍ରଛାତ୍ରୀଙ୍କୁ ବଡ ଭେଟି ଦେଇଛନ୍ତି। ଏମାନଙ୍କୁ ମାଗଣାରେ କୋଚିଂ ପ୍ରଦାନ କରାଯିବ। ଛତିଶଗଡ ସରକାରଙ୍କ ଅନୁସାରେ ଏହି କୋଚିଂରେ ଛାତ୍ରଛାତ୍ରୀଙ୍କୁ ସମସ୍ତ ସୁବିଧା ପ୍ରଦାନ କରାଯିବ। ସହରରେ ୬୦୦ ଛାତ୍ରଛାତ୍ରୀଙ୍କୁ ମାଗଣାରେ କୋଚିଂ…
ଜାତୀୟ ଶିକ୍ଷା ନୀତି ଅନୁସାରେ ହେବ ପାଠପଢ଼ା, ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୫୫ଟି ପାଠ୍ୟପୁସ୍ତକ ପରିବର୍ତ୍ତନ…
ଜାତୀୟ ଶିକ୍ଷା ନୀତି ଅନୁସାରେ ହେବ ପାଠପଢ଼ା । ଏ ନେଇ ପ୍ରସ୍ତୁତ ହେଉଛି ନୂଆ ପାଠ୍ୟପୁସ୍ତକ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୫୫ଟି ପାଠ୍ୟପୁସ୍ତକ ପରିବର୍ତ୍ତନ କରାଯିବ । ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଘନ ଘନ ବୈଠକ । ନୂଆ ନୂଆ ପରିବର୍ତ୍ତନ । ଜାତୀୟ ଶିକ୍ଷା ନୀତି କାର୍ଯ୍ୟକାରୀ…
ଚଳିତ ମାସ 29 ତାରିଖ ରାଜ୍ୟର ସମସ୍ତ ସ୍କୁଲ ଛୁଟି
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଖାଇ ଉପଲକ୍ଷରେ ରାଜ୍ୟ ସରକାର ୨୯ ଅଗଷ୍ଟ (ଶୁକ୍ରବାର) ରାଜ୍ୟର ସମସ୍ତ ସ୍କୁଲ୍ ବନ୍ଦ୍ ରଖିବାକୁ ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗର ବିଜ୍ଞପ୍ତିରେ ଏହା ସ୍ପଷ୍ଟ କରାଯାଇଛି।
ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରୁ ଜାରି ହୋଇଥିବା…
ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ ପଶୁ ସମ୍ପଦ…
ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ପ୍ରକାଶ
ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି ପରୀକ୍ଷାରେ ମୋଟ ୮୦୬ଜଣ କୃତକାର୍ୟ୍ୟ ହୋଇଥିଲା ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି ।…
ସବୁ ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍ ସୁବିଧା
ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍ ସୁବିଧା । ପୂର୍ବରୁ ଏସ.ସି ଓ ଏସଟି ପିଲାଙ୍କୁ ମାଗଣା ବହି ମିଳୁଥିଲା, ସରକାର ଏବେ ସବୁ ପିଲାଙ୍କୁ ମାଗଣା ବହି ଦେବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପିଲାମାନେ ସ୍କୁଲକୁ ଯାତାୟାତ କରିବା ସମୟରେ…
ସ୍ପେଶାଲ OTET ପୁଣି ସ୍ଥଗିତ
ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଖୁବଶୀଘ୍ର OTET ପରୀକ୍ଷାର ଆଉ ଏକ ତାରିଖ ଘୋଷଣା…
ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର
ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର। ୩ ଲକ୍ଷ ୧୦ ହଜାର ୮୩୯ ଶିଶୁ ବାଟିକା ଛାତ୍ରଛାତ୍ରୀଙ୍କୁ ମାଗଣା ସ୍କୁଲ ପୋଷାକ, ଜୋତା ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ବଣ୍ଟନ ପାଇଁ ପ୍ରତି ଛାତ୍ର ପାଇଁ ଏକ ହଜାର ଟଙ୍କା…
ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି ମୋଦୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ -…
ମହଙ୍ଗା ହେଲା ଏମ୍ବିବିଏସ୍ ମେଡିକାଲ ପାଠପଢା
ମହଙ୍ଗା ହେଲା ମେଡିକାଲ ପାଠପଢା। ଏଣିକି ଓଡ଼ିଶାରେ ଥିବା ଘରୋଇ ମେଡିକାଲ କଲେଜରେ ଡାକ୍ତରୀ ପାଠ ପଢିବା ପାଇଁ ଛାତ୍ରଛାତ୍ରୀଙ୍କୁ ଅଧିକ ଫି ଦେବାକୁ ପଡ଼ିବ। ଏମ୍ବିବିଏସ୍ ପଢିବାକୁ ଛାତ୍ରଛାତ୍ରୀଙ୍କୁ ପ୍ରାୟ ୭୫ ପ୍ରତିଶତ ଅଧିକ ଫି ଦେବାକୁ ପଡ଼ିବ। ଯେତେବେଳେ କି ପିଜି ପାଠ୍ୟକ୍ରମ ଫି ମଧ୍ୟ…