Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Education
All education-related news will be uploaded will be uploaded in this page
ଓଡ଼ିଶାରେ ଶିକ୍ଷକ ନିଯୁକ୍ତି ନୀତି ଉଲ୍ଲଂଘନର ତଦନ୍ତ ଆରମ୍ଭ
ଓଡ଼ିଶାରେ ଅନେକ କନିଷ୍ଠ ଶିକ୍ଷକ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଉତ୍ତୀର୍ଣ୍ଣ ନହୋଇ ମଧ୍ୟ ଛଅ ବର୍ଷ ସେବା ପରେ ସରକାରୀ ଚାକିରିରେ ନିୟମିତ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ଗୁରୁତର ଭାବେ ଗ୍ରହଣ କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତଦନ୍ତ ଆରମ୍ଭ କରିଛି।…
ରାତି ପାହିଲେ ୭୯ତମ ସ୍ୱାଧୀନତା ଦିବସ, ପରେଡ୍ରେ ସାମିଲ ହେବେ ୪୮ଟି କଣ୍ଟିଜେଣ୍ଟ
ଶୁକ୍ରବାର ସାରା ଦେଶରେ ପାଳିତ ହେବ ୭୯ତମ ସ୍ୱାଧୀନତା ଦିବସ। ଭୁବନେଶ୍ୱର ଗାନ୍ଧୀମାର୍ଗରେ ମହାସମାରୋହରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହେବ। ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବେ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି।…
ଓଟିଇଟି ପ୍ରଶ୍ନପତ୍ର କେଳେଙ୍କାରୀ ଘଟଣା : ଅଧିକ ପ୍ରମାଣ ପାଇଛି କ୍ରାଇମ ବ୍ରାଞ୍ଚ
ଓଟିଇଟି ପ୍ରଶ୍ନପତ୍ର କେଳେଙ୍କାରୀ ଘଟଣାକୁ ନେଇ ଏବେ ଛନକା ପଶିଛି । ଗୋଟେ ପରେ ଗୋଟେ ଗିରଫ ସଂଖ୍ୟା ବଢ଼ିବା ପରେ କିଏ ସେ ମୁଖ୍ୟ କାର୍ପଟଦାର ତାକୁ ନେଇ ଚର୍ଚା ବଢ଼ୁଛି । କ୍ରାଇମ୍ବ୍ରାଞ୍ଚ ହାତରେ ଆହୁରି ଅଧିକ ପ୍ରମାଣ ଲାଗିଛି। ବର୍ଷ ବର୍ଷ ଧରି ଅଭିଯୋଗ ହେଉଥିଲା । ଏବେ ସତ୍ୟ ପଦାକୁ…
ଏଣିକି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ ଶତପ୍ରତିଶତ ଅନ୍ଲାଇନ୍ରେ ହେବ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ କ୍ଷେତ୍ରରେ ଆସିବ ସ୍ବଚ୍ଛତା। ୨୦୨୫-୨୬ ଶିକ୍ଷାବର୍ଷରୁ ଛାତ୍ରଛାତ୍ରୀ ଆଉ ପରୀକ୍ଷା ପାଇଁ ଅଫ୍ଲାଇନ୍ରେ ଫର୍ମପୂରଣ କରିବେନି ବରଂ ଶତପ୍ରତିଶତ ଅନ୍ଲାଇନ୍ରେ ଫର୍ମପୂରଣ କରାଯିବ। ଫର୍ମପୂରଣ ପାଇଁ ପରିଷଦ ସାମ୍ସଠାରୁ ନାମଲେଖା…
ନିର୍ମାଣ ହେବ 835 ଆଦର୍ଶ ବିଦ୍ୟାଳୟ
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛିଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ। ଏହି ବିଦ୍ୟାଳୟ ଗୁଡିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ…
୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍, ଏମ୍ଏଡ୍ ପାଠ୍ୟକ୍ରମ ପାଇଁ ଆଜିଠୁ ଅନଲାଇନ ଆବେଦନ ଆରମ୍ଭ
୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍, ଏମ୍ଏଡ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଦିନ ୧୧ଟାରୁ ସାମ୍ସ ୱେବ୍ସାଇଟ୍ରେ କମନ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ। ୧୭ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଆବେଦନ…
ସ୍କୁଲ ମଧ୍ୟାହ୍ନଭୋଜନରେ ଏଣିକି ଫଳ ମିଳିବ
ସ୍କୁଲ ମଧ୍ୟାହ୍ନଭୋଜନରେ ଏଣିକି ଫଳ ମିଳିବ। ପିଏମ୍ ପୋଷଣ ଯୋଜନାରେ ଆମିଷ ଖାଉ ନ ଥିବା ଛାତ୍ରୀଛାତ୍ରଙ୍କୁ ଅଣ୍ଡା ବଦଳରେ ଫଳ ଦିଆଯିବ। ଭୋଜନରେ ଋତୁକାଳୀନ ଫଳ ଯୋଗାଇ ଦେବାକୁ ଜିଲା ଶିକ୍ଷାଧିକାରୀଙ୍କୁ ପିଏମ୍ ପୋଷଣ ନୋଡାଲ ଅଫିସର ଚିଠି ଲେଖିଛନ୍ତି। ତେଣୁ ଅଣ୍ଡା ଖାଉ ନ ଥିବା ପିଲାଙ୍କ…
ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର(ଆଇ-କାର୍ଡ) ସାମାନ୍ୟ ବଦଳିବ । ସବୁଜ ରଙ୍ଗର ଆଇ-କାର୍ଡ ଏବେ ଗେରୁଆ ରଙ୍ଗ ହେବ । ୨୦୨୫-୨୬ ଶିକ୍ଷାବର୍ଷରେ ସମସ୍ତ ପ୍ରାଥମିକ ବିଦ୍ୟାଳୟ(ପ୍ରଥମରୁ ୮ମ ଶ୍ରେଣୀ) ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି। ଯେଉଁଥିରେ ପିଲାଙ୍କ ନାମ,…
ସିବିଏସ୍ଇ ଅନୁବନ୍ଧିତ ସମସ୍ତ ବିଦ୍ୟାଳୟରେ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା ସ୍ଥାପନ ବାଧ୍ୟତାମୂଳକ
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ନିୟମାବଳୀ ଜାରି କରାଯାଇଛି। ନିର୍ଦେଶାବଳୀ ଅନୁସାରେ, ସିବିଏସ୍ଇ ଅନୁବନ୍ଧିତ ସମସ୍ତ ବିଦ୍ୟାଳୟରେ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା ସ୍ଥାପନ…
ରେଭେନ୍ସା ବିଶ୍ୱବିଦ୍ୟାଳୟ ରେ ରାଗିଂ ଅଭିଯୋଗ , ୧୦ଜଣ ହଷ୍ଟେଲ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ
ପୁଣି ବିବାଦରେ ରେଭେନ୍ସା ବିଶ୍ୱବିଦ୍ୟାଳୟ । ରାଗିଂ ଅଭିଯୋଗ ଆସିବା ପରେ ୧୦ଜଣ ହଷ୍ଟେଲ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ । ଆଣ୍ଟି ରାଗିଂ ସେଲର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଇଷ୍ଟ ହଷ୍ଟେଲରେ ରହୁଥିବା ୟୁଜି ପ୍ରଥମ…