Trending
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
Browsing Category
Education
All education-related news will be uploaded will be uploaded in this page
ଅକ୍ଟୋବର ୨୭ ତାରିଖରେ ଓଏଏସ୍ ପ୍ରିଲିମ୍ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ
ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍ ପ୍ରିଲିମ୍ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପରେ ଦିଆଯିବ।…
ରେଲଓ୍ବେ ନିଯୁକ୍ତି ସୁଯୋଗ
ରେଲଓ୍ବେ ରିକ୍ରୁଟମେଣ୍ଟ ସେଲ ଏବଂ ଇଷ୍ଟନ ରେଲଓ୍ବେ ଅନେକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ବାହାର କରିଛି । ଯେଉଁମାନେ ଏହି ପଦବୀ ପାଇଁ ଆଶାୟୀ ରହିଛନ୍ତି ସେମାନେ ଆପ୍ଲିକେସନ ଲିଙ୍କ୍ ଆକ୍ଟିଭ ହେବା ପରେ ଆବେଦନ କରିପାରିବେ । ଏହି ନିଯୁକ୍ତି ଜରିଆରେ 3ହଜାର 115ଜଣଙ୍କୁ ମିଳିବ ଚାକିରି ।…
ଏନଟିପିସିରେ ସୁବର୍ଣ୍ଣ ସୁଯୋଗ
ନାସନାଲ ଥର୍ମଲ ପାୱାର କର୍ପୋରେସନ ବା ଏନଟିପିସିରେ ବେକାର ଯୁବକ, ଯୁବତୀଙ୍କ ପାଇଁ ଆସିଛି ସୁବର୍ଣ୍ଣ ସୁଯୋଗ । ଏଥିପାଇଁ ସଂସ୍ଥା ପକ୍ଷରୁ ଜାରି ହୋଇଛି ନୋଟିଫିକେସନ । କମ୍ପାନୀର ବିଭିନ୍ନ ବିଭାଗ ପାଇଁ ଉପ ପରିଚାଳକ ବା ଡେପୁଟି ମ୍ୟାନେଜର ପଦବୀରେ ଆବେଦନ ଲୋଡା ଯାଇଛି ।
ଏନଟିପିସିର…
ରାଜ୍ୟରେ ବର୍ଷା ଜାରି, ମାଲକାନଗିରି ଓ ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ୧୦ ତାରିଖ ସକାଳ ଯାଏ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୬ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଗତ ଦୁଇଦିନ ହେଲା ଅବିଶ୍ରାନ୍ତ ବର୍ଷା ଯୋଗୁଁ ମାଲକାନଗିରି ଜିଲାର ଅଧିକାଂଶ ଅଞ୍ଚଳ ବୁଡ଼ି ରହିଛି ଓ ରାସ୍ତାଘାଟ…
ଅନ୍ଲାଇନ୍ ରେ ଯୁକ୍ତ ଦୁଇ ପାଠପଢ଼ା
ଯୁକ୍ତ ଦୁଇ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ସ୍ମାର୍ଟ କ୍ଲାସ୍ରୁମ୍ ପ୍ରସ୍ତୁତ ରଖିବାକୁ ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପତ୍ର ଲେଖାଯାଇଛି । ନିର୍ଦ୍ଦେଶାଳୟ ପକ୍ଷରୁ ବିଶେଷଜ୍ଞ ଚୟନ ଶେଷ ହେବା ପରେ ୧୨ ତାରିଖରୁ ଦିଗ୍ଦର୍ଶନ କ୍ଲାସ୍ ଆରମ୍ଭ ହେବ ଏବଂ ୧୭ ତାରିଖରୁ ପାଠ୍ୟକ୍ରମ…
ନଭେମ୍ବର ୧୫ ସୁଦ୍ଧା ସିସିଟିଭି ଲଗାଅ
୨୦୨୫ରେ ହେବାକୁ ଥିବା ଯୁକ୍ତ୨ ପ୍ରାକ୍ଟିକାଲ ଓ ଥିଓରି ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ହେଉଥିବା ଏହି ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ…
ମେଡିକାଲ ଟୁରିଜିମ୍ କ’ଣ ?
'ମେଡିକାଲ ଟୁରିଜିମ୍’ ଏକ ନୂତନ କ୍ୟାରିୟର ସୁଯୋଗ ଭାବେ ଉଭା ହୋଇଛି । ଏହା ଅନ୍ତର୍ଗତ କୁଶଳୀ ମେଡିକାଲ ପ୍ରଫେସନାଲ୍ସଙ୍କ ମାଧ୍ୟମରେ ପର୍ଯ୍ୟଟକମାନଙ୍କ ପାଇଁ ଉନ୍ନତ ବାୟୋମେଡିକାଲ ଏବଂ ନର୍ସିଂ ସୁବିଧାର ବ୍ୟବସ୍ଥା କରାଯାଇଥାଏ । ଏମିତିରେ ନୂତନ ଏବଂ ଉତ୍ତମ କ୍ୟାରିୟର ବିକଳ୍ପ ଭାବରେ…
ଛାତ୍ରାବାସରେ ପଶି କନିଷ୍ଠ ଛାତ୍ରଙ୍କୁ ମାଡ଼ ମାରିଲେ ବରିଷ୍ଠ ଛାତ୍ର
ବିଦ୍ୟାଳୟରେ ରାଗିଂ। ଛାତ୍ରାବାସରେ ପଶି କନିଷ୍ଠ ଛାତ୍ରଙ୍କୁ ମାଡ଼ ମାରିଲେ ବରିଷ୍ଠ ଛାତ୍ର। ଏଭଳି ଅଭିଯୋଗ ଆସିଛି ନୂଆପଡ଼ା ତରବୋଡ଼ ନବୋଦୟ ବିଦ୍ୟାଳୟରୁ। ୭ ଜଣ ଦ୍ଵାଦଶ ଶ୍ରେଣୀର ଛାତ୍ର ଦଶମ ଶ୍ରେଣୀ ଛାତ୍ର ରହୁଥିବା ହଷ୍ଟେଲରେ ପଶି ପିଲାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ୨୨ ଜଣ ଛାତ୍ର…
କନିଷ୍ଠ ଶିକ୍ଷକ ଯୋଗ୍ୟ ପାଇଁ ଦୁଇବର୍ଷିଆ ବି.ଏଡ୍ ପ୍ରାର୍ଥୀ
ଦୁଇବର୍ଷିଆ ବି.ଏଡ୍ କରିଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ସ୍ୱତନ୍ତ୍ର ଶିକ୍ଷାରେ ଦୁଇ ବର୍ଷିଆ ବି.ଏଡ୍ ଡିଗ୍ରୀଧାରୀ କନିଷ୍ଠ ଶିକ୍ଷକ ପାଇଁ ଯୋଗ୍ୟ ହେବେ । ଏହି ବି.ଏଡ୍ ପ୍ରାର୍ଥୀଙ୍କୁ କନିଷ୍ଠ ଶିକ୍ଷକ (ସ୍କିମାଟିକ) ନିଯୁକ୍ତି ପ୍ରକ୍ରିୟାରେ ସାମିଲ କରିବାକୁ ଅନୁମତି…
ଚଳିତ ବର୍ଷରୁ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ,ଏସ୍ସି/ଏସ୍ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର…
ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍ସି/ଏସ୍ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ…