Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Education
All education-related news will be uploaded will be uploaded in this page
ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କଲେ ମୋଦୀ
ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ହି ଅବସରରେ ପ୍ରଧାନମନ୍ତ୍ରୀ ପୁରୁଣା ବିଶ୍ୱବିଦ୍ୟାଳୟକୁ ବି ବୁଲି ଦେଖିଥିଲେ। ୧୭୪୯ କୋଟି ଟଙ୍କା ବିନିମୟରେ ଏହି ନୂତନ କ୍ୟାମ୍ପସ ନିର୍ମାଣ କରାଯାଇଛି। ଏଥିରେ ୨ଟି ଏକାଡେମିକ ବ୍ଲକ…
ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ
ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ । www.bseodisha.ac.inରେ ରେଜଲ୍ଟ ଉପଲବ୍ଧ । ୱେବ୍ସାଇଟରୁ ଡିଜିଟାଲ ସାର୍ଟିଫିକେଟ ପାଇପାରିବେ ପରୀକ୍ଷାର୍ଥୀ ।OSSTET ହେଉଛି ଓଡ଼ିଶା ସେକେଣ୍ଡାରୀ ସ୍କୁଲ୍ ଶିକ୍ଷକ ଯୋଗ୍ୟତା ପରୀକ୍ଷା । ବୋର୍ଡ ପକ୍ଷରୁ ଏହି ପରୀକ୍ଷା ଚଳିତ ବର୍ଷ ଜାନୁୟାରୀରେ…
ବାୟୁସେନାରେ ଯୋଗଦେବା ପାଇଁ ବଢ଼ିଆ ସୁଯୋଗ
ଯେଉଁ ପ୍ରାର୍ଥୀମାନେ ଭାରତୀୟ ବାୟୁସେନାରେ ଯୋଗଦେବାକୁ ଚାହୁଁଛନ୍ତି ସେମାନେ ଆବେଦନ ଲିଙ୍କ୍ ଖୋଲିବା ପରେ ଏହି ନିଯୁକ୍ତି ପାଇଁ ଆବେଦନ କରିପାରିବେ ।ଆମେ ଏଠାରେ ଜଡିତ ଗୁରୁତ୍ୱପୂର୍ଣ୍ଣ ବିବରଣୀଗୁଡିକ ସେୟାର କରୁଛୁ । ବିଜ୍ଞପ୍ତିରେ ଦିଆଯାଇଥିବା ସୂଚନା ଅନୁଯାୟୀ, ଜୁଲାଇ ୮ ରେ ଭାରତୀୟ…
ଖରାଛୁଟି ପରେ ଖୋଲିଲା ସ୍କୁଲ
ଆଜିଠୁ ସ୍କୁଲ ଖୋଲିବାକୁ ସ୍ଥିର ହୋଇଥିଲା । କିନ୍ତୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାରୁ ସ୍କୁଲ ଖୋଲିବ କି ନାହିଁ, ତାକୁ ନେଇ ଦେଖାଦେଇଛି । ଏବେ ସ୍କୁଲ ଖୋଲିବାକୁ ନେଇ ନିର୍ଦ୍ଦେଶାନାମା ଜାରି କରିଛନ୍ତି ରାଜ୍ୟ ସରକାର । ପୂର୍ବ ନିଷ୍ପତ୍ତି ଅନୁସାରେ ଆଜିଠୁ ସ୍କୁଲ ଖୋଲିବ । କିନ୍ତୁ…
ନିଟ୍ ବିବାଦ:ଅଭିଯୋଗ ପ୍ରମାଣିତ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
ଜାତୀୟ ଯୋଗ୍ୟତା ସହ ପ୍ରବେଶିକା ପରୀକ୍ଷା (ନିଟ୍) ପରିଚାଳନାରେ ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ)ର କର୍ମକର୍ତ୍ତାଙ୍କ ବିରୋଧରେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ…
ଏନ୍ସିଇଆର୍ଟିର ଦ୍ୱାଦଶ ଶ୍ରେଣୀର ରାଜନୈତିକ ବିଜ୍ଞାନ ବହିରୁ ହଟିଲା ବାବ୍ରି ମସ୍ଜିଦ ବିଷୟବସ୍ତୁ
ଏନ୍ସିଇଆର୍ଟିର ଦ୍ୱାଦଶ ଶ୍ରେଣୀର ରାଜନୈତିକ ବିଜ୍ଞାନର ସଂଶୋଧିତ ବହି ବଜାରକୁ ଆସିଛି। ଏହି ବହିରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅଯୋଧ୍ୟା ବିବାଦ ପ୍ରସଙ୍ଗରେ ସବୁଠାରୁ ବଡ଼ ପରିବର୍ତ୍ତନ ଘଟିଛି, ଯେଉଁଠାରେ ବାବ୍ରି ମସ୍ଜିଦ ଉକ୍ତ ବହିରେ ନାହିଁ। ମସ୍ଜିଦର ନାମ ଲେଖିବା…
ଏନ.ସି.ଇ.ଆର.ଟି.ର ସର୍ବ ଭାରତୀୟ ଚୟନ ପରୀକ୍ଷା
ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ ଏନ.ସି.ଇ.ଆର୍.ଟି.ର ବିଭିନ୍ନ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ଵର, ଭୋପାଳ, ଆଜ୍ ମେର, ମୈସୂର ଓ ଶିଲଂରେ ବି.ଇଡି, ଏମ.ଇଡି, ବିଏ.ବି.ଇଡି, ବି.ଏସ୍.ସି.ବି.ଇଡି, ଏମ୍.ଏସସି.ଇଡି ଆଦି ଉନ୍ନତମାନର ଶିକ୍ଷାଭିତ୍ତିକ ପାଠପଢ଼ାପାଇଁ ଆସନ୍ତା…
ନିଟ୍ ଅନିୟମିତତା – ୫ ଗିରଫ
ନିଟ୍ ଅନିୟମିତତା ଅଭିଯୋଗରେ ଗୁଜରାଟ ପୁଲିସ ଗୋଧ୍ରାରୁ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ଜଣେ ପରୀକ୍ଷା କେନ୍ଦ୍ରର ଅଧ୍ୟକ୍ଷ ବା ପ୍ରିନ୍ସିପାଲ ଅଛନ୍ତି। ଏମାନେ ୨୭ ଛାତ୍ରଛାତ୍ରୀଙ୍କୁ ପରୀକ୍ଷାରେ ସହାୟତା କରିଥିବା ଜଣାପଡ଼ିଛି। ଏପରି କି ପରୀକ୍ଷାରେ ସହାୟତା ପାଇଁ ପ୍ରତି…
ବର୍ଷକୁ ଦୁଇଥର ହେବ ବୋର୍ଡ ପରୀକ୍ଷା
ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ୨୦୨୫-୨୬ ଅଧିବେଶନରୁ ବର୍ଷକୁ ଦୁଇଥର କରାଯିବ । ଛାତ୍ରମାନଙ୍କୁ ଉଭୟ ପରୀକ୍ଷାରେ ହାଜର ହେବାକୁ ବିକଳ୍ପ ଦିଆଯିବ ଏବଂ ସେମାନଙ୍କର ସର୍ବୋତ୍ତମ ପ୍ରଦର୍ଶନ ଚୂଡ଼ାନ୍ତ ସ୍କୋର ଭାବରେ ବିବେଚନା କରାଯିବ । ଦୁଇଥର ବୋର୍ଡ ପରୀକ୍ଷା କରିବା ପାଇଁ ଦୁଇଟି…