Trending
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
Browsing Category
Education
All education-related news will be uploaded will be uploaded in this page
ନୂଆ ନର୍ସିଂ ଟ୍ରେନିଂ ଶିକ୍ଷାନୁଷ୍ଠାନ ପାଇଁ ଆବେଦନ ଆରମ୍ଭ
ବିଭିନ୍ନ ନର୍ସିଂ ପାଠ୍ୟକ୍ରମ ପାଇଁ ନୂଆ ନର୍ସିଂ ଟ୍ରେନିଂ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ଆବେଦନ ଆହ୍ୱାନ କରାଯାଇଛି । ଏନେଇ ଓଡ଼ିଶା ନର୍ସେସ ଆଣ୍ଡ ମିଡୱାଇଭସ ରେଜିଷ୍ଟ୍ରେସନ କାଉନସିଲ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁଲାଇ ୩୧ରୁ ଅନଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅଗଷ୍ଟ…
ପ୍ରତ୍ୟେକ ମାସ ୧୨ ଦିନ ସ୍କୁଲ ପରିଦର୍ଶନ କରିବେ ବିଇଓ
ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରେ ଶିକ୍ଷାଦାନର ମାନ ଯାଞ୍ଚ କରିବେ ଗୋଷ୍ଠୀ ଶିକ୍ଷାଧିକାରୀ। ଠିକ୍ ସମୟରେ ଶିକ୍ଷାନୁଷ୍ଠାନରେ ମଧ୍ୟାହ୍ନଭୋଜନ ଦିଆଯାଉଛି ନା ନାହିଁ, ଖାଦ୍ୟର ମାନ ସମେତ ଶିକ୍ଷକଶିକ୍ଷୟିତ୍ରୀ ନିଜ ନିଜ କର୍ତ୍ତବ୍ୟ ପାଳନ କରୁଛନ୍ତି ନା ନାହିଁ, ତାହା ତଦାରଖ…
ଏସଏସସି ପକ୍ଷରୁ ଗ୍ରେଡ-ସି ଓ ଡି ନିଯୁକ୍ତି
ଏସଏସସି ପକ୍ଷରୁ ଷ୍ଟେନୋଗ୍ରାଫର ଗ୍ରେଡ-ସି ଓ ଡି ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୨୦୦୬ଟି ପଦ ପୂରଣ ହେବ । ଜୁଲାଇ ୨୬ରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଥିବା ବେଳେ ଅଗଷ୍ଟ ୧୭ରେ ଏହା ସମାପ୍ତ ହେବ । ପ୍ରାର୍ଥୀମାନେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ଅନଲାଇନରେ ପେମେଣ୍ଟ…
ବଢିପାରେ ମଧ୍ୟାହ୍ନ ଭୋଜନ ମୁଣ୍ଡପିଛା ମୂଲ୍ୟ
ବଢିପାରେ ମଧ୍ୟାହ୍ନ ଭୋଜନ ମୁଣ୍ଡପିଛା ମୂଲ୍ୟ । ଏନେଇ ରାଜ୍ୟ ସରକାର ଚିନ୍ତା କରୁଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଶୁକ୍ରବାର ବିଧାନସଭାରେ ମଧ୍ୟାହ୍ନ ଭୋଜନ ନେଇ ପ୍ରଶ୍ନ କରିଥିଲେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ସେ ପଚାରିଥିଲେ ଯେ, ବର୍ତ୍ତମାନ…
ନାଇଜର ପକ୍ଷରୁ ନିଯୁକ୍ତି ସୁଯୋଗ
ନାଇଜର ଭୁବନେଶ୍ୱର ତରଫରୁ ଏନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ସେପ୍ଟେମ୍ବର ୧୦ ତାରିଖ ପୂର୍ବରୁ ପ୍ରାର୍ଥୀମାନେ ଏଥିପାଇଁ ଆବେଦନ କରିପାରିବେ । ଆସିଷ୍ଟାଷ୍ଟ ପ୍ରଫେସର, ରିଡର ଏଫ ଓ ଆସୋସିଏଟ ପ୍ରଫେସର ପଦ ପୂରଣ ହେବ । ସମସ୍ତ ପଦ ପାଇଁ ବେତନ ହାର ଅଲଗା ଅଲଗା ରହିଛି । ପ୍ରାର୍ଥୀଙ୍କୁ…
ଛାତ୍ରଛାତ୍ରୀଙ୍କୁ ପାଠ ପଢାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢ଼ାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ରାଷ୍ଟ୍ରପତି ନୂଆଦିଲ୍ଲୀସ୍ଥିତ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟ ଗସ୍ତ କରିବା ଅବସରରେ ସେଠାରେ ପିଲାମାନଙ୍କୁ ଶିକ୍ଷାଦାନ କରିଥିଲେ। ବିଶ୍ଵ ତାପନ, ଜଳ ସଂରକ୍ଷଣ, ପରିବେଶ…
ଘୁଞ୍ଚିଲା ଓଟିଇଟି ପରୀକ୍ଷା
ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷା ଅଗଷ୍ଟ ୯ ବଦଳରେ ୧୭ ତାରିଖରେ ପରୀକ୍ଷା ହେବ। ଉକ୍ତ ଦିନ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଥିବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।ପ୍ରକାଶ ଯେ, ଆସନ୍ତା ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ…
ନିଟ-ୟୁଜି ଦୁଇଦିନ ଭିତରେ ରେଜଲ୍ଟ ଘୋଷଣା ହେବ
ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଟ-ୟୁଜି ପରୀକ୍ଷା ରଦ୍ଦ କରାଯିବା ଓ ପୁନର୍ବାର ପରୀକ୍ଷା କରିବା ନେଇ ଅଗ୍ରାହ୍ୟ କରାଯିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନେଇ ବଡ଼ ଘୋଷଣା କରିଛନ୍ତି । ଦୁଇଦିନ ଭିତରେ ଏନଟିଏ ତରଫରୁ ନିଟ-ୟୁଜିର ଅନ୍ତିମ ରେଜଲ୍ଟ ଘୋଷଣା କରାଯିବ ବୋଲି…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ରାଜ୍ୟ ସରକାର କଲେ ବଡ଼ ଘୋଷଣା। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ । ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ତେବେ ବିଧାନସଭାରେ ବିବୃତ୍ତି ରଖିବା…
ଓୟୁଏଟି ପକ୍ଷରୁ ନିଯୁକ୍ତି
ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ତରଫରୁ କିଛି ପଦରେ ନିଯୁକ୍ତି ଦିଅ।।ଯିବ । ଏନେଇ ଓୟୁଏଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଆଇ)ରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କୁ ମାସିକ ୨୦ ହଜାର ଟଙ୍କା ବେତନ ପ୍ରଦାନ କରାଯିବ…