Browsing Category

Education

All education-related news will be uploaded will be uploaded in this page

୭୨ ଜଣ ପ୍ରଧାନଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ଏକ ମାସର ଦରମା ବନ୍ଦ

ଆକ୍ସନ ମୋଡରେ ଜିଲ୍ଲା ଶିକ୍ଷାଧିକାରୀ । ପୁରୀ ଜିଲ୍ଲାର ୭୨ ଜଣ ପ୍ରଧାନଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ଏକ ମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ ଏବଂ ସାପ କାମୁଡିଲେ ତୁରନ୍ତ କିଭଳି ପ୍ରାଥମିକ…

ଆଜି ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା

ଆଜି ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍‌ଏସ୍‌ଟିଇଟି) ଆଜି ସକାଳ ୧୦ଟାରୁ ଆରମ୍ଭ ହୋଇ ୧୨ଟା ୩୦ ପର୍ଯ୍ୟନ୍ତ ଚାଲିବ । ଉଭୟ ପେପର-୧ ଓ ପେପର-୨…

ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷା ଫଳ

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ ଷ୍ଟାଣ୍ଡାର୍ଡ ଓଡ଼ିଆ ଭାଷା ପରୀକ୍ଷା ୨୦୨୫ର ଫଳ ଜାନୁଆରୀ ୧୭ ତାରିଖ (ଶନିବାର) ଅପରାହ୍ନ ୨ଟାରେ ପ୍ରକାଶ ପାଇବ। ବୋର୍ଡ ଓ୍ବେବ୍‌ସାଇଟ୍‌…

ଚଳିତ ବର୍ଷ ଯୁକ୍ତ ୨ କଳା ଖାତା ଦେଖା ଅନଲାଇନ୍‌ରେ ହେବ -ନିତ୍ୟାନନ୍ଦ ଗଣ୍ଡ

ଚଳିତ ବର୍ଷରୁ ବଦଳିପାରେ ଯୁକ୍ତ ୨ ଖାତାଦେଖା ଢ଼ାଞ୍ଚା । ଯୁକ୍ତ ୨ କଳା ଖାତା ଦେଖା ଅନଲାଇନ୍‌ରେ ହୋଇପାରେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । କଳା ବିଭାଗ ଖାତାଦେଖା ଅନଲାଇନ୍‌ରେ ହେବା ପାଇଁ ପ୍ରସ୍ତୁତି କରାଯାଉଛି । ଚୂଡ଼ାନ୍ତ ପାଇଁ ବଜେଟ୍…

ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନରେ ଶୁଭିଲା ‘ବନ୍ଦେ ମାତରମ୍‌’ ସାମୁହିକ ଗାନ

ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନରେ ଶୁଭିଲା ‘ବନ୍ଦେ ମାତରମ୍‌’ ସାମୁହିକ ଗାନ। ରାଜ୍ୟର ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍‌’ ସାମୁହିକ ଗାନ କଲେ ଛାତ୍ରଛାତ୍ରୀ ଏବଂ ଶିକ୍ଷାଦାନ କରୁଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀ। ‘ବନ୍ଦେ ମାତରମ୍‌’ର ୧୫୦ ତମ…

୨୭ରୁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ଓଜେଇଇ ଆବେଦନ

ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ବର୍ଷ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଚଳିତ ମାସ ୨୭ରୁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ବିଦ୍ୟାର୍ଥୀ ଅନ୍‌ଲାଇନରେ ଆବେଦନ କରିବେ। ମାର୍ଚ୍ଚ ୨୬ ଆବେଦନର ଶେଷ ତାରିଖ ରହିଛି। ମେ’ ୧୧ରୁ ୧୭ ପର୍ଯ୍ୟନ୍ତ…

ଛାତ୍ର ଛାତ୍ରୀ ସ୍କୁଲ ନ ଆସିଲେ ଘରକୁ ଯାଇ କାରଣ ଖୋଜିବେ ଶିକ୍ଷକ

ଘରକୁ ଯିବେ ସାର | ଛାତ୍ରୀ ଛାତ୍ର ସ୍କୁଲ ନ ଆସିଲେ ଘରକୁ ଯାଇ କାରଣ ଖୋଜିବେ ଶିକ୍ଷକ | ବିଦ୍ୟାଳୟରେ କୌଣସି ପିଲା ସାତରୁ ଅଧିକ ଦିନ ଅନୁପସ୍ଥିତ ରହିଲେ ଘରକୁ ଯିବେ ଶିକ୍ଷକ | ସେମାନଙ୍କୁ ପୁଣି ଶିକ୍ଷାଦାନର ମୂଳସ୍ରୋତକୁ ଫେରାଇ ଆଣିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର|…

ନିଆଁରେ ପୋଡ଼ି ହୋଇ ୪ ଛାତ୍ର ଗୁରୁତର ହେବା ଘଟଣା,୫ଜଣ ଶିକ୍ଷକଙ୍କ ବିରେଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ

ନିଆଁରେ ପୋଡ଼ି ହୋଇ ୪ ଛାତ୍ର ଗୁରୁତର ହେବା ଘଟଣାରେ କାର୍ଯ୍ୟାନୁଷ୍ଠାନ। ଜିଲ୍ଲା ପ୍ରଶାସନ ପାଇକ ଡାକୁଲଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟର ୫ଜଣ ଶିକ୍ଷକଙ୍କ ବିରେଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୫ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିବା ସାଙ୍ଗକୁ କାରଣ ଦର୍ଶାଅ ନୋଟିସ ଜାରି…

ନୂଆବର୍ଷରେ ରାଇରଙ୍ଗପୁରକୁ ରାଷ୍ଟ୍ରପତିଙ୍କ ଭେଟି , ଖୋଲିଲା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ଵବିଦ୍ୟାଳୟ

ନୂଆବର୍ଷରେ ରାଇରଙ୍ଗପୁରକୁ ରାଷ୍ଟ୍ରପତିଙ୍କ ଭେଟି । ଖୋଲିଲା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ଵବିଦ୍ୟାଳୟ । ନୂଆବର୍ଷରେ IGNOU ଆଞ୍ଚଳିକ କେନ୍ଦ୍ର ଓ କୌଶଳ କେନ୍ଦ୍ରକୁ ରାଷ୍ଟ୍ରପତି ଭର୍ଚ୍ଚୁଆଲରେ ଉଦଘାଟନ କରିଥିଲେ । ଉତ୍ସବ ପାଇଁ ସ୍ଥାନୀୟ ମହତାବ ଭବନରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ…

ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା, ଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ଏ ସଂପର୍କିତ…

ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ୍ ସେବା ମିଳିବ। ଦୂରତା କାରଣରୁ ଡ୍ରପ୍‌ଆଉଟ୍‌ ହ୍ରାସ କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏଥିପାଇଁ ପରିବହନ ବିଭାଗକୁ…