Trending
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
- ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇଲେ କାଳିଆ ସାଆନ୍ତ,ଚାରିଆଡ଼େ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି
- ରଥଯାତ୍ରାରେ ଅଘଟଣ , ମରିଚିକୋଟ ଛକରେ ଦଳାଚକଟାରେ ଜଣେ ମୃତ,150 ଆହତ
- ଦନ୍ଦିଘୋଷ ରଥରେ ବିରାଜମାନ କାଳିଆ ସାଆନ୍ତ, କଳା ଶ୍ରୀମୁଖକୁ ଚାହିଁ ଭାବ ବିହ୍ବଳ ହେଉଛନ୍ତି ଭକ୍ତ
- ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି ,ଅପେକ୍ଷାରତ ତାଳଧ୍ବଜରେ ହେଲେ ରଥାରୂଢ
Browsing Category
Education
All education-related news will be uploaded will be uploaded in this page
ରାଜ୍ୟ ସରକାର କେଜିରୁ ପିଜି ପର୍ଯ୍ୟନ୍ତ ଶିକ୍ଷାକୁ ସଂପୂର୍ଣ୍ଣ ଦେୟମୁକ୍ତ କରାଯିବ ଘୋଷଣା କରିଛନ୍ତି
ରାଜ୍ୟ ସରକାର କେଜିରୁ ପିଜି ପର୍ଯ୍ୟନ୍ତ ଶିକ୍ଷାକୁ ସଂପୂର୍ଣ୍ଣ ଦେୟମୁକ୍ତ କରାଯିବ ଘୋଷଣା କରିଛନ୍ତି। ଏହା ଦ୍ୱାରା ଆର୍ଥିକ ସ୍ତରରେ ପଛୁଆବର୍ଗ ଓ ଛାତ୍ରୀମାନେ ଉପକୃତ ହେବେ। ବୋଧହୁଏ ଶିକ୍ଷା କ୍ଷେତ୍ରରେ ଏପରି ଏକ ପଦକ୍ଷେପ ସାରା ଦେଶରେ ଓଡ଼ିଶାରେ ପ୍ରଥମଥର ପାଇଁ କାର୍ଯ୍ୟକାରୀ ହେବ। ରାଜ୍ୟ…
ଆର୍ଥିକ ଅନଗ୍ରସର ଛାତ୍ରଛାତ୍ରୀଙ୍କୁ କେଜିରୁ ପିଜି ପର୍ଯ୍ୟନ୍ତ ମିଳିବ ଦେୟ ମୁକ୍ତ ଶିକ୍ଷା
ରାଜ୍ୟରେ ବିଜେପି ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା କରିଛନ୍ତି। କେଜିରୁ ପିଜି ଦେୟ ମୁକ୍ତ ହେବ। ସେହିପରି ଶିକ୍ଷାକୁ ସାର୍ବଜନୀନ ଓ ଦେୟମୁକ୍ତ କରାଯିବ। ଅର୍ଥାତ୍ କେଜିରୁ ପିଜି ପର୍ଯ୍ୟନ୍ତ ସମସ୍ତଙ୍କୁ ଦେୟ ମୁକ୍ତ ଶିକ୍ଷା ମିଳିବ। ଆର୍ଥିକ…
ପାଠ ପଢ଼ାରେ ବାଧକ ସାଜିଛି ମାସିକ ଋତୁସ୍ରାବ,ରାଜ୍ୟର ପ୍ରାୟ ୭୪% ଛାତ୍ରୀ ପ୍ରତି ମାସିକ ଚକ୍ରରେ ୧ରୁ୮ ଦିନ ପର୍ଯ୍ୟନ୍ତ…
ପାଠ ପଢ଼ାରେ ବାଧକ ସାଜିଛି ମାସିକ ଋତୁସ୍ରାବ। ବିଦ୍ୟାଳୟରେ ଖରାପ ବ୍ୟବସ୍ଥା ଓ ସାମାଜିକ ବାସନ୍ଦ ଏହାର ପ୍ରମୁଖ କାରଣ। ନିକଟରେ ଭୁବନେଶ୍ୱରରେ ହୋଇଥିବା ଏକ ସର୍ଭେରୁ ଏହି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରାୟ ୭୪% ଛାତ୍ରୀ ପ୍ରତି ମାସିକ ଚକ୍ରରେ ୧ରୁ୮ ଦିନ ପର୍ଯ୍ୟନ୍ତ ପାଠ…
ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ
ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ । ଚଳିତବର୍ଷ ମୋଟ ୧ ଲକ୍ଷ ୩ ହଜାର ୪୩୪ ଜଣ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୨ହଜାର ୬୨୮ ଜଣ ପରୀକ୍ଷା ଦେଇଛନ୍ତି। ମୋଟ ୮୯.୫୫ ପ୍ରତିଶତ ପରୀକ୍ଷାର୍ଥୀ କମ୍ପ୍ୟୁଟର ଭିତ୍ତିକ ପରୀକ୍ଷାରେ ଅଂଶଗ୍ରହଣ…
ରାଜ୍ୟର ୨୦୦ ଛାତ୍ରଛାତ୍ରୀଙ୍କୁ ମାଗଣା ୟୁପିଏସସି କୋଚିଂ ଯୋଗେଇ ଦେବ ଉଚ୍ଚ ଶିକ୍ଷା ବିଭାଗ,ଜୁନ୍ ୨୮ ତାରିଖରେ ହେବ…
ଦେୟମୁକ୍ତ UPSC ସିଭିଲ୍ ସର୍ଭିସ୍ ରେସିଡେନ୍ସିଆଲ୍ କୋଚିଂ ପାଇଁ ନୋଟିସ୍ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଶାୟୀଙ୍କ ଠାରୁ ଦରଖାସ୍ତ ଆହ୍ବାନ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା UPSC କୋଚିଂ । ରାଜ୍ୟର ୨୦୦ ଛାତ୍ରଛାତ୍ରୀଙ୍କୁ ମାଗଣା ୟୁପିଏସସି କୋଚିଂ ଯୋଗେଇ ଦେବ ଉଚ୍ଚ ଶିକ୍ଷା ବିଭାଗ। ୨୦୦…
୨୦୪ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡିଶା ସରକାରଙ୍କ ପକ୍ଷରୁ ଦ୍ବିତୀୟ ପର୍ଯ୍ୟାୟରେ ୨୦୪ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜଟଣୀ ନିର୍ବାଚନ ମଣ୍ଡଳୀର କୁମାର ବସ୍ତ ଲୋକନାଥ ବିଦ୍ୟାଳୟ ପ୍ରାଙ୍ଗଣରୁ ରାଜ୍ୟର…
ଖରା ନକମିଲେ ବଢ଼ିପାରେ ଖରାଛୁଟି ,ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ବଢ଼ିପାରେ ଖରାଛୁଟି । ଖରା ନକମିଲେ ବଢ଼ିପାରେ ଖରାଛୁଟି । ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ପିଲାଙ୍କ ସୁରକ୍ଷା ଶିକ୍ଷା ବିଭାଗର ପ୍ରାଥମିକତା ବୋଲି କହିଛନ୍ତି ମନ୍ତ୍ରୀ । ସେହି ସମୟରେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ କହିଛନ୍ତି ମନ୍ତ୍ରୀ । ପୂର୍ବରୁ ୧୬ ତାରିଖ…
ଆଇଜିଆଇଟି ସରାଙ୍ଗକୁ ଏକ ସ୍ଵତନ୍ତ୍ର ଏକକ ବିଶ୍ଵବିଦ୍ୟାଳୟ ଭାବେ ଅପଗ୍ରେଡ୍ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି…
ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି । ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଢେଙ୍କାନାଳ ଜିଲ୍ଲାର ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ‘ଇନ୍ଦିରା ଗାନ୍ଧୀ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି’ (ଆଇଜିଆଇଟି), ସରାଙ୍ଗକୁ…
ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି-ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି। ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପ୍ରିଣ୍ଟିଙ୍ଗରେ ସମସ୍ୟା ପାଇଁ ବହି ପହଞ୍ଚିବାରେ ବିଳମ୍ବ ହେଉଥିବା ମନ୍ତ୍ରୀ କହିଛନ୍ତି ।ମନ୍ତ୍ରୀ କହିଛନ୍ତି ଯେ, ୯୦ ପ୍ରତିଶତ ବହି ଛପା…
CBSE ବୋର୍ଡର ଅନ-ସ୍କ୍ରିନ ମାର୍କିଂ ପୋର୍ଟାଲ ବିବାଦ , ଅଧ୍ୟକ୍ଷ ଓ ସଚିବଙ୍କୁ ବଦଳି ଲେ ମୋଦୀ ସରକାର
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ରେ ସୃଷ୍ଟି ହୋଇଥିବା ବଡ଼ ବିବାଦ ପରେ କେନ୍ଦ୍ର ମୋଦି ସରକାର ଏକ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବୋର୍ଡର ଅନ-ସ୍କ୍ରିନ ମାର୍କିଂ (OSM) ପୋର୍ଟାଲ ବିବାଦକୁ ନେଇ ଦେଶବ୍ୟାପୀ ହଟଚମଟ ସୃଷ୍ଟି ହେବା ପରେ ସରକାର ସିବିଏସଇ…